ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ
Browsing Category

ମନୋରଞ୍ଜନ

କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ସିନେପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ୨୦୨୩ ଆଜି ଅନୁଷ୍ଠିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର  ସମାରୋହରେ ବିଭିନ୍ନ ବର୍ଗରେ ମନୋନିତ ସିନେପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ଅଗଷ୍ଟ ମାସରେ ବିଜେତାଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଆଜି…
Read More...

ଇଣ୍ଡିଆନ ଆଇଡଲରେ ଓଡିଆ ପୁଅ ଡାକ୍ତର ରୋହନ ବିଶ୍ୱାଳ

ଭୁବନେଶ୍ୱର: ପ୍ରଖ୍ୟାତ ରିଏଲିଟି ଟିଭି ସୋ ଇଣ୍ଡିଆନ ଆଇଡଲରେ ଓଡିଶା ମାଟିର ପୁଅ ଡାକ୍ତର ରୋହନ ବିଶ୍ୱାଳ । କହିଲେ , ସଂଙ୍ଗୀତ ହେଉଛି ମୋ ଜୀବନ , ପେଶା ହେଉଛି ଡାକ୍ତର । କୁନି କୁନି ପିଲାଙ୍କୁ ଟ୍ରିଟମେଣ୍ଟ୍ କଲା ବେଳେ ଗୀତ ଗାଇ ସେମାନଙ୍କୁ ମନୋରଞ୍ଜନ କରେ । ସୂଚନାଯୋଗ୍ୟ,…
Read More...

ବ୍ରହ୍ମପୁରରେ ଖୋଲିଲା ରକ୍ ଗାର୍ଡନ

ବ୍ରହ୍ମପୁର: ବ୍ରହ୍ମପୁରରେ ଖୋଲିଲା ରକ୍ ଗାର୍ଡନ । ଆଜି ଠାରୁ ଏହି ଗାର୍ଡନରେ ପରିସରରେ ଶିଶୁଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ମାନେ ଏଠାରେ ବୁଲିବା ସହ ଏହାର ମଜା ନେଇପାରିବେ । ସର୍ବସାଧାରଣଙ୍କ ପାଇଁ ଖୋଲଯାଇଥିବା ଏହି ପାର୍କ ଦେଶର ଦ୍ଵିତୀୟ ରକ୍ ଗାର୍ଡେନ ବୋଲି…
Read More...

ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଏଗାର ବର୍ଷ

ଭୁବନେଶ୍ୱର , ୧୬/୧୦: ‘ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ । ସମସ୍ତଙ୍କର ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର। ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍‌ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪। ଏଗାର ବର୍ଷ…
Read More...

ଏଥର ଜନ୍ମଦିନ ପାଳିବେନି ନବୀନ

ଭୁବନେଶ୍ବର: ଆସନ୍ତା କାଲି ଅର୍ଥାତ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଏଥର ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି କହିଛନ୍ତି। କାରଣ ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ସେଥିଲାଗି ଚଳିତ ବର୍ଷ ସେ ଜନ୍ମଦିନ…
Read More...

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ…
Read More...

ଅକ୍ଟୋବର ୧୪ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ମୟୁରଭଞ୍ଜ: ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର…
Read More...

ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ିଥିବା ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ…
Read More...

ଏଥର ପୂଜାରେ ମେଲୋଡି ପ୍ରୋଗ୍ରାମ ରାତି ୧୦ ଟା ନୁହେଁ ୧୨ଟା

ଭୁବନେଶ୍ୱର: ଆଗକୁ ରହିଛି ଦୁର୍ଗାପୂଜା। ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏନେଇ ଭୁବନେଶ୍ୱରରେ ଦୁର୍ଗାପୂଜା, ରାବଣପୋଡ଼ି, ଭସାଣି ଉତ୍ସବ ପାଇଁ କମିଶନରେଟ୍ ପୋଲିସ ସହ ପୂଜା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପୂଜା ସମୟରେ ଆଇନଶୃଙ୍ଖଳା…
Read More...