ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Browsing Category

ମନୋରଞ୍ଜନ

ଦ୍ଵିତୀୟ ବିବାହ କଲେ ଓଲିଉଡ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ବର: ପୁଣି ଥରେ ବିବାହ କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ପ୍ରେମିକା ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ବିବାହ କରିଛନ୍ତି ଅଭିନେତା। ଅଭିନେତାରୁ ନେତା ପାଲଟିଥିବା ମନୋଜ ମିଶ୍ର ପୁଣି ଚର୍ଚ୍ଚାରେ ରହିଛନ୍ତି । ଏଥର ବୃତ୍ତିଗତ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ
Read More...

ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ

ଭୁବନେଶ୍ବର: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି
Read More...

ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା

ପୁରୀ: ବଲିଉଡ ସୁନ୍ଦରୀ ତଥା କୋଲକାତା ନାଇଟ ରାଇଡର୍ସର ସହ-ମାଲିକ ଅଭିନେତ୍ରୀ ଜୁହି ଚାୱଲା ଆଜି ପୁରୀ ଆସି ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଇଣ୍ଡିଆନ୍ ପ୍ରିମୀୟର ଲିଗ୍ ରେ କେକେଆରର ଧମାକାଦାର ବିଜୟ ପାଇଁ ସେ ମହାପ୍ରଭୁଙ୍କୁ ଶ୍ରେୟ ଦେବା ସହ ମହାପ୍ରଭୁଙ୍କୁ
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪,‘ଦମନ’ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

ନୂଆଦିଲ୍ଲୀ: ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଥିବାବେଳେ ଚଳିତ ବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ରିଷବ ଶେଟ୍ଟୀଙ୍କ ନାମ ଘୋଷଣା କରାଯାଇଛି। ଚର୍ଚ୍ଚିତ ଚଳଚ୍ଚିତ୍ର
Read More...

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ଏଥର ପର୍ଯ୍ୟଟକଙ୍କ ପାଇଁ କିଛି ନୂଆ ବ୍ୟବସ୍ଥା ଗ୍ରହଣ କରିଛି ବନ ବିଭାଗ। ଏହା ମଧ୍ୟରେ ସର୍ବାଧିକ ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଛି ଦୀର୍ଘ ଅଧା କି.ମିରୁ ଅଧିକ
Read More...

ସୋଆରେ ଭିଏତନାମର ସାଂସ୍କୃତିକ ଦଳ ପରିବେଷଣ କରିବେ ନିଜ ଦେଶର କଳା ସଂସ୍କୃତି

ଭୁବନେଶ୍ୱର, ୨୩/୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ। ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ। ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର
Read More...

ଭାରତ ପାଇଁ ଗୌରବ ଆଣିଲେ ରାମ ଚରଣ

ନୂଆଦିଲ୍ଲୀ: ପ୍ରଥମ ଭାରତୀୟ ଅଭିନେତା ଭାବେ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ ହେବେ ରାମ ଚରଣ।ଭାରତ ପାଇଁ ଗୌରବ ଆଣି ଦେଇଛନ୍ତି ରାମ ଚରଣ ତେଜା। ଦକ୍ଷିଣ ଭାରତୀୟ ସୁପରଷ୍ଟାର ତଥା ଆରଆରଆର’ ଚଳଚ୍ଚିତ୍ରର ଓସ୍କାର ବିଜେତା ଅଭିନେତା ରାମ ଚରଣଙ୍କ ନାଁରେ ଯୋଡ଼ି
Read More...

ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ଜିତିଲେ ସ୍ୱର୍ଣ୍ଣ ପଦକ

ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ୱର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ। ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଋଷିଆର
Read More...

କଣ୍ଠଶିଳ୍ପୀ ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ

କୋଲକତା: ଜଣାଶୁଣା ଭାରତୀୟ ପପ୍ ତଥା ବଲିଉଡ଼ର ଲୋକପ୍ରିୟ ତଥା ଗାୟିକା ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ ଘଟିଛି। ସେ ଜୁଲାଇ ୮ ସୋମବାର ଦିନ କୋଲକାତାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦ୍‌ଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ନେଇ ପରିବାର ସଦସ୍ୟ ସୂଚନା
Read More...

ଆସନ୍ତା ବର୍ଷରୁ ଦିଘାରୁ ଗଡ଼ିବ କାଳିଆ ରଥ

ପଶ୍ଚିମବଙ୍ଗ: ଦିଘାରେ ହେବ ରଥଯାତ୍ରା। ଆସନ୍ତା ବର୍ଷଠାରୁ ପଶ୍ଚିମବଙ୍ଗ ଦିଘାରେ ହେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ଦିଘାରେ ଏକ ଭବ୍ୟ ମନ୍ଦିର ନିର୍ମାଣ ଜାରି ରହିଥିବା ବେଳେ ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ଗୃହ ଓ ନଗର ଉନ୍ନୟନ ନିଗମ ନିର୍ମାଣ
Read More...