ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

ମନୋରଞ୍ଜନ

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା

ଭୁବନେଶ୍ବର: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ପାଇଁ
Read More...

ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରକୁ ସମ୍ମାନଜନକ ଆଇସିସି ବିଜିନେସ୍ ଏକ୍ସଲେନ୍ସ ଇନ୍ ସଷ୍ଟେନେବିଲିଟି ଆୱାର୍ଡ

ଭୁବନେଶ୍ଵର, ୧୦ ଅକ୍ଟୋବର, ୨୦୨୪: ଅକ୍ଟୋବର ୮ ତାରିଖରେ ନୂଆଦିଲ୍ଲୀଠାରେ ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ପକ୍ଷରୁ ଆୟୋଜିତ ଦ୍ବିତୀୟ ବାର୍ଷିକ ସିମ୍ପୋଜିୟମ୍ ଆଣ୍ଡ୍ ଏକ୍ସଲେନ୍ସ ଆୱାର୍ଡ-୨୦୨୪ କାର୍ଯ୍ୟକ୍ରମରେ ଉତ୍ପାଦନ ବର୍ଗରେ ବିଜନେସ୍ ଏକ୍ସଲେନ୍ସ ଇନ୍ ସଷ୍ଟେନେବିଲିଟି ଆୱାର୍ଡର ଶୀର୍ଷ
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇ: ହସ୍ପିଟାଲରେ ଭର୍ତ୍ତି ହେଲେ ସାଉଥ ସୁପରଷ୍ଟାର ରଜନୀକାନ୍ତ। ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି (ସୋମବାର) ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ପକ୍ଷରୁ
Read More...

ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆୱର୍ଡ

ନୂଆଦିଲ୍ଲୀ; ବଲିଉଡ୍ କିମ୍ଵଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡରେ ସମ୍ମାନିତ କରାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଟ୍ଵିଟ୍‌ କରି ଏହି ସୂଚନା ଦେଇଛନ୍ତି। ଭାରତୀୟ ସିନେମାରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ଫାଲକେ ସମ୍ମାନରେ ସମ୍ମାନିତ
Read More...

ସୋଆ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

ଭୁବନେଶ୍ୱର, ୨୮/୦୯: ବିଶ୍ୱରେ ଶାନ୍ତି ବିନା ପର୍ଯ୍ୟଟନ ସମ୍ଭବ ନୁହେଁ । ଭାରତ ଶାନ୍ତିର ଦୂତ। ଶାନ୍ତି ଓ ମୈତ୍ରୀ ଭାବକୁ ପାଥେୟ କରି ବସୁଧୈବ କୁଟୁମ୍ବକମ୍‌ରେ ବିଶ୍ୱାସ କରେ ଆମ ଦେଶ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ
Read More...

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୦/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ
Read More...

ଜନ୍ମଦିନ ଅବସରରେ ହିତାଧିକାରୀଙ୍କ ଘରେ ଖିରି ଖାଇଲେ ମୋଦୀ

ଗାଡକଣ: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘର ଚାବି ବଣ୍ଟନ କରିଛନ୍ତି ମୋଦୀ। ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ ଘରେ ଖିରି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପିଏମ୍‌ ଆବାସ
Read More...

ଆସନ୍ତା ୨୧ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’

ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବରିଷ୍ଟ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ପଲ୍ଲୀବାଣୀ ମିଶନ ପକ୍ଷରୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ
Read More...

ଦ୍ଵିତୀୟ ବିବାହ କଲେ ଓଲିଉଡ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ବର: ପୁଣି ଥରେ ବିବାହ କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ପ୍ରେମିକା ତଥା ଅଭିନେତ୍ରୀ ମମତା ନନ୍ଦଙ୍କୁ ବିବାହ କରିଛନ୍ତି ଅଭିନେତା। ଅଭିନେତାରୁ ନେତା ପାଲଟିଥିବା ମନୋଜ ମିଶ୍ର ପୁଣି ଚର୍ଚ୍ଚାରେ ରହିଛନ୍ତି । ଏଥର ବୃତ୍ତିଗତ କାରଣରୁ ନୁହେଁ ବରଂ ବ୍ୟକ୍ତିଗତ କାରଣରୁ
Read More...

ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ

ଭୁବନେଶ୍ବର: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି
Read More...