Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category
ମନୋରଞ୍ଜନ
ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ଜିତିଲେ ସ୍ୱର୍ଣ୍ଣ ପଦକ
ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ୱର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ। ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଋଷିଆର!-->…
Read More...
Read More...
କଣ୍ଠଶିଳ୍ପୀ ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍ଙ୍କ ପରଲୋକ
କୋଲକତା: ଜଣାଶୁଣା ଭାରତୀୟ ପପ୍ ତଥା ବଲିଉଡ଼ର ଲୋକପ୍ରିୟ ତଥା ଗାୟିକା ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍ଙ୍କ ପରଲୋକ ଘଟିଛି। ସେ ଜୁଲାଇ ୮ ସୋମବାର ଦିନ କୋଲକାତାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦ୍ଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ନେଇ ପରିବାର ସଦସ୍ୟ ସୂଚନା!-->…
Read More...
Read More...
ଆସନ୍ତା ବର୍ଷରୁ ଦିଘାରୁ ଗଡ଼ିବ କାଳିଆ ରଥ
ପଶ୍ଚିମବଙ୍ଗ: ଦିଘାରେ ହେବ ରଥଯାତ୍ରା। ଆସନ୍ତା ବର୍ଷଠାରୁ ପଶ୍ଚିମବଙ୍ଗ ଦିଘାରେ ହେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ଦିଘାରେ ଏକ ଭବ୍ୟ ମନ୍ଦିର ନିର୍ମାଣ ଜାରି ରହିଥିବା ବେଳେ ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ଗୃହ ଓ ନଗର ଉନ୍ନୟନ ନିଗମ ନିର୍ମାଣ!-->…
Read More...
Read More...
ଲୋକପ୍ରିୟ ଅଭିନେତ୍ରୀ ହିନା ଖାନ ସ୍ତନ କର୍କଟ
ମୁମ୍ବାଇ: ସ୍ତନ କର୍କଟ ରୋଗରେ ଆକ୍ରାନ୍ତ ଟେଲିଭିଜନ ଲୋକପ୍ରିୟ ଅଭିନେତ୍ରୀ ହିନା ଖାନ। ସେ ଏହି କର୍କଟ ରୋଗର ତୃତୀୟ ପର୍ଯ୍ୟାୟରେ ଅଛନ୍ତି । ସେ ନିଜେ ସୋସିଆଲ ମିଡିଆରେ ଫ୍ୟାନ୍ସଙ୍କ ସହ ଏହି ଖବର ସେୟାର କରିଛନ୍ତି। ତେବେ ଏହି ପୋଷ୍ଟ ସେୟାର ହେବା ପରେ ସେଲିବ୍ରିଟି ସମେତ ଫ୍ୟାନ୍ସକୁ ଝଟକା!-->…
Read More...
Read More...
ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଜାହିର
ନ୍ୟୁଜ୍ ବ୍ୟୁରୋ: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା । ଦୀର୍ଘ ଦିନର ପ୍ରେମ ପରେ ନିଜ ପ୍ରେମିକ ତଥା ଅଭିନେତା ଜାହିର ଇକବାଲଙ୍କ ହାତ ଧରିଲେ ସୋନାକ୍ଷୀ। ଗତକାଲି (ଜୁନ ୨୩)ରେ ମୁମ୍ୱାଇରେ ଉଭୟ ପରିବାର ଏବଂ ସମ୍ପର୍କୀୟଙ୍କ ଉପସ୍ଥିତିରେ ଧୁମଧାମରେ!-->…
Read More...
Read More...
ଦେଶ ବିଦେଶ ସବୁଠି ପାଳିତ ହେଉଛି ଯୋଗ
ଭୁବନେଶ୍ୱର : ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ।ସୁସ୍ଥ ଓ ଆରୋଗ୍ୟ ରହିବା ପାଇଁ ନିୟମିତ ଯୋଗ ଜରୁରୀ। ଦେଶ ବିଦେଶ ସବୁଠି ପାଳିତ ହେଉଛି ଯୋଗ ଦିବସ। ୨୦୧୫ ମସିହାଠାରୁ ଆରମ୍ଭ ହୋଇଥିବା ଯୋଗ ଦିବସ ବର୍ତ୍ତମାନ ବିଶ୍ବର ସବୁଠାରେ ଆଦୃତ!-->…
Read More...
Read More...
ଗାୟିକା ଅଲକା ୟାଗ୍ନିକଙ୍କର ଏମିତି କଣ ହେଲା?
ମୁମ୍ବାଇ: ୯୦ ଦଶକର ଅନେକ ଲୋକପ୍ରିୟ ଗୀତ ଗାଇ ସମସ୍ତଙ୍କ ମନରେ ରାଜ୍ କରୁଥିବା ଫେମସ ସଙ୍ଗୀତଜ୍ଞ ଅଲକା ୟାଗ୍ନିକଙ୍କୁ ନେଇ ଆସିଛି ଏକ ବଡ ଖବର। ବାସ୍ତବରେ, ଗାୟିକା ଏକ ବିରଳ ରୋଗର ଶିକାର ହୋଇଛନ୍ତି । ଏହି ରୋଗରେ ପଡ଼ିବା ପରଠାରୁ ସେ ତାଙ୍କର ଶ୍ରବଣ ଶକ୍ତି ହରାଇଛନ୍ତି। ସୋସିଆଲ ମିଡ଼ିଆ!-->…
Read More...
Read More...
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମହିଳାମାନେ ଘରେ ପ୍ରସ୍ତୁତ କରି ବିଭିନ୍ନ ପ୍ରକାର ପିଠା ଆଣିଥିଲେ।!-->…
Read More...
Read More...
ସୋଆକୁ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଇଞ୍ଜିନିୟରିଂ ପକ୍ଷରୁ ‘ପର୍ଫମାନ୍ସ ଏକ୍ସିଲେନ୍ସ ଆୱାର୍ଡ’…
ଭୁବନେଶ୍ୱର, ଜୁନ୍ ୧୦:ତ୍ତଉତ୍କର୍ଷତା ହାସଲ କରିବା ନିମନ୍ତେ ଅବିରତ ପ୍ରଚେଷ୍ଟା ଜାରୀ ରଖିଥିବାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ‘ପର୍ଫମାନ୍ସ ଏକ୍ସିଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। ଆଇଆଇଆଇଇର!-->…
Read More...
Read More...
ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ
ମୟୁରଭଞ୍ଜ: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆଗାମୀ ସେପ୍ଟେମ୍ବର ୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ହେବ ବୋଲି ବନବିଭାଗ ପକ୍ଷରୁ!-->…
Read More...
Read More...