ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ମନୋରଞ୍ଜନ

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ

ଭୁବନେଶ୍ୱର, ୨୨/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି । ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି। ସୋଆ ଡିମ୍‌ଡ ଟୁ ବି
Read More...

ସୋଆ ଆଇଏଏସ୍ ରେ ବାର୍ଷିିକ ଉତ୍ସବ “ଅର୍ଣ୍ଣ-୨୦୨୪” ଅନୁଷ୍ଠିତ

ଭୁବନେଶ୍ୱର,ଏପ୍ରିଲ୍ ୧୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସସେ୍ (ଆଇଏଏସ୍)ରେ ବାର୍ଷିକ ଉତ୍ସବ “ଅର୍ଣ୍ଣ-୨୦୨୪” ଆୟୋଜିତ ହୋଇଯାଇଛି। ଗତ ୧୦ ଓ ୧୧ ତାରିଖ ଦୁଇ ଦିନ ଧରି ଆୟୋଜିତ ଏହି ବାର୍ଷିକ ଉତ୍ସବ ରେ ଓଡିଶା କୃଷି ଓ ବୈଷୟିକ
Read More...

ସାଧାରଣ ସୁବିଧାରୁ ବଂଚିତ ଶିଶୁମାନଙ୍କର ସୋଆ କମ୍ୟୁନିଟି ରେଡ଼ିଓ ପରିଦର୍ଶନ

ଭୁବନେଶ୍ୱର, ଏପ୍ରିଲ୍ ୯: ସାଧାରଣ ମାନର ଜୀବନଯାପନ ଅଧିକାରରୁ ବଂଚିତ ପନ୍ଦର ଜଣ ଶିଶୁ ଗତ ଶନିବାର ଦିନ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ବୁଲି ଦେଖିବା ସହ ରେଡ଼ିଓ ମାଧ୍ୟମରେ ନିଜର ଜୀବନର ଅନୁଭୂତି ବଖାଣିବା ସହ ନିଜର ଉତମ ଭବିଷ୍ୟତ ନେଇ ଆଶା ପ୍ରକାଶ କରିଛନ୍ତି । ପ୍ରଥମ ଥର ପାଇଁ କୌଣସି ରେଡ଼ିଓ
Read More...

ସମ୍ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’

ଭୁବନେଶ୍ୱର, ଏପ୍ରିଲ୍ ୫ : ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ଚିଫ୍ ଏଗ୍‌ଜିକ୍ୟୁଟିଭ୍ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏପ୍ରିଲ୍ ୧ ତାରିଖ ଉତ୍କଳ ଦିବସ ଅବସରରେ ଉତ୍କଳ ପ୍ରତିଭା ଫାଉଣ୍ଡେସନ୍ ପକ୍ଷରୁ ‘ଉତ୍କଳ ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି । ସ୍ୱାସ୍ଥ୍ୟ ସେବା
Read More...

ସବୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’: ସୋଆ ଉପସଭାପତି

ଭୁବନେଶ୍ୱର: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ପଖାଳର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୩ରୁ “ପଖାଳ ଉତ୍ସବ” ଆରମ୍ଭ

ଭୁବନେଶ୍ୱର, ୧ ଏପ୍ରିଲ : ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ । ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି । ପ୍ରତ୍ୟେକ ଓଡ଼ିଆଙ୍କର ଏହି
Read More...

ଫେବୃଆରି ୩ରୁ ୯ ତାରିଖ ପର୍ଯ୍ୟନ୍ତ ଏକାମ୍ର ଉତ୍ସବ

ଭୁବନେଶ୍ବର: ଆସନ୍ତା ଫେବୃଆରି ୩ରୁ ୯ ତାରିଖ ଯାଏଁ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡ଼ିଶା ପରି ଏକ ଭାଷା ଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମ ଥର ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି ‘ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ’। ଏହି
Read More...

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ବର: ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ପାଇବେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ । ଦେବୀପ୍ରସନ୍ନଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ  ଭାଷା ସମ୍ମିଳନୀ ଅବସରରେ
Read More...

ସୋଆ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଶୁକ୍ରବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ରାଷ୍ଟ୍ର ନିର୍ମାଣ ପ୍ରକ୍ର୍ରିୟାରେ ସହଯୋଗ କରିବାକୁ ପରାମର୍ଶ
Read More...

ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି ଶୋଏବ

ନ୍ୟୁଜ୍ ବ୍ୟୁରୋ: ବହୁଦିନ ଧରି ଚର୍ଚ୍ଚା ଚାଲିଥିବା ଟେନିସ୍ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନ ପୂର୍ବତନ କ୍ରିକେଟର ଶୋଏବ ମଲିକ ଅଲଗା ହୋଇଯାଇଥିବା କଥା ସତ ହୋଇଛି। ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି ଶୋଏବ ମଲିକ। ଏହି ବିବାହ ପରେ ଭାରତୀୟ ଟେନିସ ଖେଳାଳି
Read More...