ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Browsing Category

ମନୋରଞ୍ଜନ

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ
Read More...

ଅକ୍ଟୋବର ୧୪ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ମୟୁରଭଞ୍ଜ: ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର
Read More...

ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ିଥିବା ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ
Read More...

ଏଥର ପୂଜାରେ ମେଲୋଡି ପ୍ରୋଗ୍ରାମ ରାତି ୧୦ ଟା ନୁହେଁ ୧୨ଟା

ଭୁବନେଶ୍ୱର: ଆଗକୁ ରହିଛି ଦୁର୍ଗାପୂଜା। ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏନେଇ ଭୁବନେଶ୍ୱରରେ ଦୁର୍ଗାପୂଜା, ରାବଣପୋଡ଼ି, ଭସାଣି ଉତ୍ସବ ପାଇଁ କମିଶନରେଟ୍ ପୋଲିସ ସହ ପୂଜା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପୂଜା ସମୟରେ ଆଇନଶୃଙ୍ଖଳା
Read More...

କାରିକୋ ଓ ଓ୍ବେସମ୍ୟାନଙ୍କୁ ମିଳିବ ନୋବେଲ ପୁରସ୍କାର

ବ୍ୟୁରୋ ନ୍ୟୁଜ୍: ୨୦୨୩ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ମେଡିସିନ ପାଇଁ କ୍ୟାଟଲିନ କାରିକୋ ଓ ଡ୍ରିଉ ୱିସମ୍ୟାନଙ୍କୁ ୨୦୨୩ ବର୍ଷ ପାଇଁ ନୋବେଲ ପୁରସ୍କାର ମିଳିବ । କୋଭିଡ-୧୯ ଭାଇରସର ଭାକ୍ସିନ ବିକାଶରେ ଏହି ଦୁଇ ବୈଜ୍ଞାନିକଙ୍କ ଗବେଷଣା ଫଳପ୍ରଦ ହୋଇଥିବାରୁ ସେମାନଙ୍କୁ
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ବୁଧବାର ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଥିଲା “ପର୍ଯ୍ୟଟନ ଏବଂ ସବୁଜ ନିବେଶ” । ଏହି
Read More...

ୟୁରୋପର ସର୍ବୋଚ୍ଚ ଶିଖର ଆରୋହଣ କରିଥିବା ସମ୍ ହସ୍ପିଟାଲ୍‌ର ଇନ୍‌ଟର୍ଣ୍ଣଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୨୫/୦୮: ୟୁରୋପର ସର୍ବୋଚ୍ଚ ଶିଖର ମାଉଂଟ ଏଲ୍‌ବ୍ରସ୍‌କୁ ସଫଳତାର ସହ ଆରୋହଣ କରିଥିବା ଡଃ ଆଦିତ୍ୟ ଖାଡଙ୍ଗାଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି । ସୋଆର ଫ୍ୟାକଲ୍ଟି ଅଫ୍ ମେଡିସିନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍
Read More...

ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ନ୍ୟୁଜ ବ୍ୟୁରୋ: ଆଜି ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ତାଲିକା । ଏହି ତାଲିକାରେ ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ଜାତୀୟ ପୁରସ୍କାର ମିଳିଛି । ପୁଷ୍ପା ଫିଲ୍ମ ପାଇଁ ଆଲ୍ଲୁ
Read More...

ଲାଇଫଟାଇମ୍ ଆଚିଭମେଣ୍ଟ ଆୱାର୍ଡ ସମ୍ମାନରେ ସମ୍ମାନିତ ହେଲେ ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ/ଭୁବନେଶ୍ବର: ସାମାଜିକ ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ସମାଜର ଦୁର୍ବଳ ଏବଂ ବଞ୍ଚିତ ବର୍ଗର ବ୍ୟକ୍ତିଙ୍କ ସମାଜିତ ଓ ଆର୍ଥିକ ବିକାଶ ପାଇଁ ଉଲ୍ଲେଖନୀୟ ତଥା ନିରନ୍ତର ସକରାତ୍ମକ ଅବଦାନ ନିମନ୍ତେ ଜଣାଶୁଣା ସମାଜସେବୀ ତଥା ଜେଏସପି ଫାଉଣ୍ଡେସନର ଚେୟାରପର୍ସନ୍ ଶ୍ରୀମତୀ ଶାଲୁ
Read More...

ସୋଆରେ “ମେରା ମିଟି, ମେରା ଦେଶ” ଓ “ବିଭାଜନ ବିଭିଷୀକା ସ୍ମୃତି ଦିବସ” କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର,୧୮/୦୮: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ “ମେରା ମିଟି, ମେରା ଦେଶ” ଶୀର୍ଷକ କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପକ୍ଷରୁ ଗତ ୧୨ ତାରିଖ ଦିନ ଭୁବନେଶ୍ୱର ଉପକଣ୍ଠ ଛତାବର ଗ୍ରାମ ପଂଚାୟତ ଅନ୍ତର୍ଗତ ବିନ୍ଧ୍ୟଗିରି ଗ୍ରାମରେ ଆୟୋଜିତ
Read More...