ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

ସ୍ୱାସ୍ଥ୍ୟ

ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଭୁବନେଶ୍ବର: ଆଗାମୀ ଦିନରେ ରୋଗୀଙ୍କୁ ଆଉ ପୁରୁଣା ପ୍ରେସ୍‌କ୍ରିପସନ୍‌ ଓ ମେଡିକାଲ ରିପୋର୍ଟର ଫାଇଲ ଧରି ହସ୍ପିଟାଲ ଯିବାକୁ ପଡ଼ିନପାରେ। ଦେଶର ସ୍ୱାସ୍ଥ୍ୟସେବାକୁ ଡିଜିଟାଲ କରିବା ଲକ୍ଷ୍ୟରେ ଖୁବଶୀଘ୍ର ଡିଜିଟାଲ ପ୍ରେସ୍‌କ୍ରିପସନ୍‌ ବ୍ୟବସ୍ଥା ଆରମ୍ଭ କରିବାକୁ ଯୋଜନା ହୋଇଛି। ନୂଆ
Read More...

୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କଟକଣା

ନୂଆଦିଲ୍ଲୀ: ଛୋଟ ପିଲାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ନେଇ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୪ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ବ୍ୟବହୃତ କ୍ଲୋରଫେନିରାମିନ୍ ମାଲେଏଟ୍ ଏବଂ ଫେନାଇଲେଫ୍ରିନ୍ ହାଇଡ୍ରୋକ୍ଲୋରାଇଡ୍ ଯୁକ୍ତ ଫିକ୍ସଡ୍ ଡୋଜ୍ କମ୍ବିନେସନ୍‌ (ଏଫ୍‌ଡିସି) କାଶ-ଥଣ୍ଡା ଔଷଧ
Read More...

ସୋଆ ପକ୍ଷରୁ ସଂକ୍ରମଣ ନିୟନ୍ତ୍ରଣ ରଣନୀତି ସମ୍ପର୍କିତ କମର୍ଶାଳା

ଭୁବନେଶ୍ୱର, ଅଗଷ୍ଟ ୨୦: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଡାକ୍ତରଖାନାରେ ସଂକ୍ରମଣ ନିୟନ୍ତ୍ରଣର ଆଧୁନିକ ରଣନୀତି ସମ୍ପର୍କରେ ଏକ କର୍ମଶାଳା ଗତ ସୋମବାର ଆୟୋଜିତ ହୋଇଯାଇଛି । ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ବିଜନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌)ର
Read More...

ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ

ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତଗଞ୍ଜାମ: ଓଡ଼ିଶାରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଆନ୍ଧ୍ରପ୍ରଦେଶ ପରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ଜଣେ ମହିଳା କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେ ବର୍ତ୍ତମାନ
Read More...

ବର୍ଷା ସହ ବଢ଼ୁଛି ଡେଙ୍ଗୁ ଚିନ୍ତା: ରାଜ୍ୟରେ ୨୬୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଡେଙ୍ଗୁ ସଂକ୍ରମଣ ନେଇ ଚିନ୍ତା ବଢ଼ିଛି। ଚଳିତବର୍ଷ ଏପର୍ଯ୍ୟନ୍ତ ୨୬୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ସଂଖ୍ୟା କମ୍ ରହିଛି। ତଥାପି ଆଗାମୀ ଅଗଷ୍ଟ, ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ବଢ଼ିବାର ଆଶଙ୍କା
Read More...

ଭାରତରେ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’କୁ ମିଳିଲା ମଞ୍ଜୁରୀ

୪ରୁ ୬୦ ବର୍ଷ ବୟସ୍କ ନେଇପାରିବେ ଟିକାନୂଆଦିଲ୍ଲୀ: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଜାପାନର ତାକେଦା ବାୟୋଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ବିକଶିତ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’ (Qdenga) କୁ ଭାରତରେ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛି। ନୂତନ ଔଷଧ ଓ
Read More...

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା, ରାଜ୍ୟ ପାଣ୍ଠିରୁ ବହନ ହେବ ଖର୍ଚ୍ଚ

ଭୁବନେଶ୍ବର: ରାଜ୍ୟର କ୍ୟାନସର ରୋଗୀଙ୍କ ପାଇଁ ଆସିଛି ବଡ଼ ଆଶ୍ୱସ୍ତି। ଏଣିକି ଆୟୁଷ୍ମାନ ଭାରତ କାର୍ଡ ମାଧ୍ୟମରେ କ୍ୟାନସର ଚିକିତ୍ସା ସୁବିଧା ମିଳିବ। ଏନେଇ ଶନିବାର ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ଚଳିତ ବଜେଟରେ ‘ମୁଖ୍ୟମନ୍ତ୍ରୀ
Read More...

ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ

ଭୁବନେଶ୍ବର: ରୋଗୀଙ୍କୁ ଶସ୍ତା ଓ ସୁଲଭ ଔଷଧ ଯୋଗାଇବା ଲକ୍ଷ୍ୟରେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସରକାରୀ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ପ୍ରାଥମିକତା ଭିତ୍ତିରେ ଜେନେରିକ୍ ଔଷଧ ଲେଖିବାକୁ ସମସ୍ତ ଡାକ୍ତରଙ୍କୁ ନିର୍ଦ୍ଦେଶ
Read More...

ଓଡ଼ିଶାରେ ପ୍ରଥମ: ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

ଭୁବନେଶ୍ୱର: କକର୍ଟ ରୋଗ ଓ ବଂଶଗତ ରୋଗର ସଠିକ୍ ନିର୍ଣ୍ଣୟ ଓ ବ୍ୟକ୍ତି କୈନ୍ଦ୍ରିକ ଚିକିତ୍ସା (ପ୍ରିସିଜନ୍ ମେଡିସିନ୍‌) କ୍ଷେତ୍ରରେ ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ଶିକ୍ଷା \'ଓ\' ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏକ
Read More...

ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ

ନୂଆଦିଲ୍ଲୀ: ରୋଗୀମାନଙ୍କୁ ଶସ୍ତାରେ ଔଷଧ ଉପଲବ୍ଧ କରାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର, ୨୦୧୩ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି। ନୂଆ ନିୟମ ଅନୁଯାୟୀ, ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସର୍ବାଧିକ ଖୁଚୁରା ମୂଲ୍ୟ ଠାରୁ ଟଙ୍କାଟିଏ ବି ଅଧିକ ଆଦାୟ
Read More...