Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ
Browsing Category
ସ୍ୱାସ୍ଥ୍ୟ
ପୋଷ୍ଟ-ଗ୍ରାଜୁଏଟ୍ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
ଭୁବନେଶ୍ବର: ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ବଡ଼ ପ୍ରୋତ୍ସାହନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନଏମସି ସ୍ୱୀକୃତ ମେଡିକାଲ କଲେଜରୁ ପୋଷ୍ଟ-ଗ୍ରାଜୁଏସନ୍ ଯୋଗ୍ୟତା ହାସଲ କରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ!-->…
Read More...
Read More...
ମହିଳାଙ୍କ ଜୀବନ ରକ୍ଷା କଲେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ଡାକ୍ତରୀ ଟିମ୍
ଭୁବନେଶ୍ୱର, ଅଗଷ୍ଟ ୨୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ-୨, ଫୁଲନଖରାର ଏକ ବହୁବିଭାଗୀୟ ଚିକିତ୍ସକ ଦଳ ଜଣେ ଗୁରୁତର ଭାବେ ଅସୁସ୍ଥ ଥିବା ମହିଳାଙ୍କର ଏକ ବିରଳ ତଥା ଜୀବନ ପ୍ରତି ବିପଦଜନକ ମାମଲାକୁ!-->…
Read More...
Read More...
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍କ୍ରିପସନ୍, ଲାଗୁ ହେବ ‘ୱାନ୍ ନେସନ, ୱାନ୍ ହେଲ୍ଥ’
ଭୁବନେଶ୍ବର: ଆଗାମୀ ଦିନରେ ରୋଗୀଙ୍କୁ ଆଉ ପୁରୁଣା ପ୍ରେସ୍କ୍ରିପସନ୍ ଓ ମେଡିକାଲ ରିପୋର୍ଟର ଫାଇଲ ଧରି ହସ୍ପିଟାଲ ଯିବାକୁ ପଡ଼ିନପାରେ। ଦେଶର ସ୍ୱାସ୍ଥ୍ୟସେବାକୁ ଡିଜିଟାଲ କରିବା ଲକ୍ଷ୍ୟରେ ଖୁବଶୀଘ୍ର ଡିଜିଟାଲ ପ୍ରେସ୍କ୍ରିପସନ୍ ବ୍ୟବସ୍ଥା ଆରମ୍ଭ କରିବାକୁ ଯୋଜନା ହୋଇଛି। ନୂଆ!-->…
Read More...
Read More...
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କଟକଣା
ନୂଆଦିଲ୍ଲୀ: ଛୋଟ ପିଲାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ନେଇ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୪ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ବ୍ୟବହୃତ କ୍ଲୋରଫେନିରାମିନ୍ ମାଲେଏଟ୍ ଏବଂ ଫେନାଇଲେଫ୍ରିନ୍ ହାଇଡ୍ରୋକ୍ଲୋରାଇଡ୍ ଯୁକ୍ତ ଫିକ୍ସଡ୍ ଡୋଜ୍ କମ୍ବିନେସନ୍ (ଏଫ୍ଡିସି) କାଶ-ଥଣ୍ଡା ଔଷଧ!-->…
Read More...
Read More...
ସୋଆ ପକ୍ଷରୁ ସଂକ୍ରମଣ ନିୟନ୍ତ୍ରଣ ରଣନୀତି ସମ୍ପର୍କିତ କମର୍ଶାଳା
ଭୁବନେଶ୍ୱର, ଅଗଷ୍ଟ ୨୦: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଡାକ୍ତରଖାନାରେ ସଂକ୍ରମଣ ନିୟନ୍ତ୍ରଣର ଆଧୁନିକ ରଣନୀତି ସମ୍ପର୍କରେ ଏକ କର୍ମଶାଳା ଗତ ସୋମବାର ଆୟୋଜିତ ହୋଇଯାଇଛି । ସୋଆ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ବିଜନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍)ର!-->…
Read More...
Read More...
ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ
ଏମ୍କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତଗଞ୍ଜାମ: ଓଡ଼ିଶାରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଆନ୍ଧ୍ରପ୍ରଦେଶ ପରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ଜଣେ ମହିଳା କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେ ବର୍ତ୍ତମାନ!-->…
Read More...
Read More...
ବର୍ଷା ସହ ବଢ଼ୁଛି ଡେଙ୍ଗୁ ଚିନ୍ତା: ରାଜ୍ୟରେ ୨୬୦ ଆକ୍ରାନ୍ତ
ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଡେଙ୍ଗୁ ସଂକ୍ରମଣ ନେଇ ଚିନ୍ତା ବଢ଼ିଛି। ଚଳିତବର୍ଷ ଏପର୍ଯ୍ୟନ୍ତ ୨୬୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ସଂଖ୍ୟା କମ୍ ରହିଛି। ତଥାପି ଆଗାମୀ ଅଗଷ୍ଟ, ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ବଢ଼ିବାର ଆଶଙ୍କା!-->…
Read More...
Read More...
ଭାରତରେ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’କୁ ମିଳିଲା ମଞ୍ଜୁରୀ
୪ରୁ ୬୦ ବର୍ଷ ବୟସ୍କ ନେଇପାରିବେ ଟିକାନୂଆଦିଲ୍ଲୀ: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଜାପାନର ତାକେଦା ବାୟୋଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ବିକଶିତ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’ (Qdenga) କୁ ଭାରତରେ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛି। ନୂତନ ଔଷଧ ଓ!-->…
Read More...
Read More...
ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା, ରାଜ୍ୟ ପାଣ୍ଠିରୁ ବହନ ହେବ ଖର୍ଚ୍ଚ
ଭୁବନେଶ୍ବର: ରାଜ୍ୟର କ୍ୟାନସର ରୋଗୀଙ୍କ ପାଇଁ ଆସିଛି ବଡ଼ ଆଶ୍ୱସ୍ତି। ଏଣିକି ଆୟୁଷ୍ମାନ ଭାରତ କାର୍ଡ ମାଧ୍ୟମରେ କ୍ୟାନସର ଚିକିତ୍ସା ସୁବିଧା ମିଳିବ। ଏନେଇ ଶନିବାର ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।
ମନ୍ତ୍ରୀ କହିଛନ୍ତି ଯେ, ଚଳିତ ବଜେଟରେ ‘ମୁଖ୍ୟମନ୍ତ୍ରୀ!-->!-->!-->…
Read More...
Read More...
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ଭୁବନେଶ୍ବର: ରୋଗୀଙ୍କୁ ଶସ୍ତା ଓ ସୁଲଭ ଔଷଧ ଯୋଗାଇବା ଲକ୍ଷ୍ୟରେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସରକାରୀ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ପ୍ରାଥମିକତା ଭିତ୍ତିରେ ଜେନେରିକ୍ ଔଷଧ ଲେଖିବାକୁ ସମସ୍ତ ଡାକ୍ତରଙ୍କୁ ନିର୍ଦ୍ଦେଶ!-->…
Read More...
Read More...