ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

ସ୍ୱାସ୍ଥ୍ୟ

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ବନ୍ଧ୍ୟାଦୋଷ ଚିକିତ୍ସା ଶିବିର

ବ୍ରହ୍ମପୁର, ୨୨/୪ : ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି
Read More...

ସମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍‌କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍‌ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ
Read More...

ଆରମ୍ଭ ହେଲା ଶୀତଳାପଲ୍ଲୀ ସମ୍ ହସ୍ପିଟାଲରେ ଡାଏଲିସିସ୍ ସେବା

ବ୍ରହ୍ମପୁର,୨୦/୪ : ଦକ୍ଷିଣ ଓଡ଼ିଶାରେ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଏଠାରେ ପ୍ରତିଷ୍ଠିତ ହୋଇଥିବା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଶୀତଳାପଲ୍ଲୀ କ୍ୟାମ୍ପସ୍‌) ଠାରେ ଗତ ଗୁରୁବାର ଠାରୁ ଆରମ୍ଭ ହୋଇଛି ଡାଏଲିସିସ୍ ଚିକିତ୍ସା । ପ୍ରଥମ
Read More...

ଅଂଗଦାନକୁ ପ୍ରୋତ୍ସାହନ ଦେଉଛି ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର

ଭୁବନେଶ୍ୱର, ଏପ୍ରିଲ୍ ୧୯: ମୃତ୍ୟୁ ପରେ ବି ଜୀବନ । ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର। ରାଜ୍ୟ ତଥା ଦେଶରେ ସ୍ୱାସ୍ଥ୍ୟ
Read More...

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ବିଶ୍ୱ ସ୍ୱର ଦିବସ ପାଳିତ

ଭୁବନେଶ୍ୱର, ଏପ୍ରିଲ୍ ୧୮: ବିଶ୍ୱ ସ୍ୱର ଦିବସ ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ମଙ୍ଗଳବାର ସ୍ୱର ଜନିତ ସମସ୍ୟା ଥିବା ରୋଗୀମାନଙ୍କର ମାଗଣାରେ ସ୍ୱରଯନ୍ତ୍ରର ପରୀକ୍ଷା କରାଯାଇଛି। ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା
Read More...

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ଜଟିଳ ରୋଗୀଙ୍କର ସଫଳ ଚିକିତ୍ସା

ଭୁବନେଶ୍ୱର, ଏପ୍ରିଲ୍ ୧୬: ଜୀବାଣୁ ସଂକ୍ରମଣ ଯୋଗୁଁ କିଡ୍‌ନୀରେ ପ୍ରବାହ ସହ ସେପ୍‌ଟିକ୍ ସକ୍ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଯାହାକୁ ଡାକ୍ତରୀ ଭାଷାରେ ପାଇଲୋନେଫ୍ରାଇଟିସ୍ ବୋଲି କୁହାଯାଇଥାଏ ସେଭଳି ଜଟିଳ ରୋଗରେ ପୀଡ଼ିତ ଥିବା ଜଣେ ରୋଗୀଙ୍କର ସଫଳ ଚିକିତ୍ସା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍
Read More...

ସମରେ ପାର୍କିନ୍ସନ୍ ରୋଗ ବିଷୟରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର, ଏପ୍ରିଲ୍ ୯: ପାର୍କିନ୍ସନ୍ ସମସ୍ୟା ଏକ ବୟସ ଜନିତ ବ୍ୟାଧି। ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଯୋଗୁଁ ଜଟିଳ ସମସ୍ୟାରେ ପରିଣତ ହୋଇଛି। ତେବେ ଉତମ ଜୀବନଶୈଳୀ ଆପଣାଇବା ଦ୍ୱାରା ଏହି ସମସ୍ୟାକୁ ଦୂର କରିହେବ ବୋଲି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର
Read More...

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ସଫଳ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ସର୍ଜରୀ

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫୁଲନଖରା କ୍ୟାମ୍ପସ୍‌ରେ ଏକ ଡାକ୍ତରୀ ଟିମ୍ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ଏଣ୍ଡୋନାଜାଲ ପ୍ରକ୍ରିୟା ପ୍ରୟୋଗ କରି ଜଣେ ୧୬ ବର୍ଷୀୟ ବାଳକର ନାକରୁ ଭାସ୍କୁଲାର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ।
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍‌ରେ ଜଟିଳ ଅସ୍ତ୍ରୋପଚାର

ପ୍ରସୂତିଙ୍କ ଗର୍ଭରୁ ଦେଢ଼ କିଲୋ ଓଜନର ଟ୍ୟୁମର ବାହାର କଲେ ଡାକ୍ତରୀ ଟିମ୍‌ ଭୁବନେଶ୍ୱର, ମାର୍ଚ୍ଚ ୩୦ : ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫୁଲନଖରା ସ୍ଥିତ କ୍ୟାମ୍ପସ୍‌ରେ ଜଟିଳ ଅସ୍ତ୍ରୋପଚାର ଜରିଆରେ ଡାକ୍ତରୀ ଟିମ୍ ଜଣେ ଗର୍ଭବତୀଙ୍କ ପେଟରୁ ଦେଢ଼
Read More...

ସମ୍ ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୯ ମାର୍ଚ୍ଚ: ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଯକ୍ଷ୍ମା ଦିବସ
Read More...