Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category
ସ୍ୱାସ୍ଥ୍ୟ
ସମ୍ରେ ‘ଭିପିଡି ସର୍ଭେଲାନ୍ସ ଆଣ୍ଡ ଏମ୍ଆର୍ କ୍ୟାମ୍ପେନ୍’ ପ୍ରସଙ୍ଗକୁ ନେଇ କର୍ମଶାଳା ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୨୨: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶିଶୁରୋଗ ବିଭାଗର ମିଳିତ ସହଯୋଗରେ ‘ଭିପିଡି ସର୍ଭେଲାନ୍ସ ଆଣ୍ଡ ଏମ୍ଆର୍ କ୍ୟାମ୍ପେନ୍’ ପ୍ରସଙ୍ଗକୁ ନେଇ ଏକ!-->…
Read More...
Read More...
ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ବନ୍ଧ୍ୟାଦୋଷ ଚିକିତ୍ସା ଶିବିର
ବ୍ରହ୍ମପୁର, ୨୨/୪ : ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଗତ ରବିବାର ଏକ ନିଃଶୁକ୍ଳ ବନ୍ଧ୍ୟାଦୋଷ ଚିକିତ୍ସା ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ ଓଡିଶାର ବିଭିନ୍ନ ଅଂଚଳରୁ ବହୁ ନିଃସନ୍ତାନ ଦମ୍ପତି ଏହି!-->…
Read More...
Read More...
ସମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ!-->…
Read More...
Read More...
ଆରମ୍ଭ ହେଲା ଶୀତଳାପଲ୍ଲୀ ସମ୍ ହସ୍ପିଟାଲରେ ଡାଏଲିସିସ୍ ସେବା
ବ୍ରହ୍ମପୁର,୨୦/୪ : ଦକ୍ଷିଣ ଓଡ଼ିଶାରେ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଏଠାରେ ପ୍ରତିଷ୍ଠିତ ହୋଇଥିବା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଶୀତଳାପଲ୍ଲୀ କ୍ୟାମ୍ପସ୍) ଠାରେ ଗତ ଗୁରୁବାର ଠାରୁ ଆରମ୍ଭ ହୋଇଛି ଡାଏଲିସିସ୍ ଚିକିତ୍ସା । ପ୍ରଥମ!-->…
Read More...
Read More...
ଅଂଗଦାନକୁ ପ୍ରୋତ୍ସାହନ ଦେଉଛି ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର
ଭୁବନେଶ୍ୱର, ଏପ୍ରିଲ୍ ୧୯: ମୃତ୍ୟୁ ପରେ ବି ଜୀବନ । ଏହି ଉକ୍ତିକୁ ପାଥେୟ କରି ଅଂଗଦାନ ଭଳି ମହତ୍ କାର୍ଯ୍ୟକୁ ଅବିରତ ଭାବେ ପ୍ରୋତ୍ସାହନ ଦେଇଚାଲିଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର। ରାଜ୍ୟ ତଥା ଦେଶରେ ସ୍ୱାସ୍ଥ୍ୟ!-->…
Read More...
Read More...
ସମ୍ ଫୁଲନଖରା କ୍ୟାମ୍ପସ୍ରେ ବିଶ୍ୱ ସ୍ୱର ଦିବସ ପାଳିତ
ଭୁବନେଶ୍ୱର, ଏପ୍ରିଲ୍ ୧୮: ବିଶ୍ୱ ସ୍ୱର ଦିବସ ଅବସରରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ମଙ୍ଗଳବାର ସ୍ୱର ଜନିତ ସମସ୍ୟା ଥିବା ରୋଗୀମାନଙ୍କର ମାଗଣାରେ ସ୍ୱରଯନ୍ତ୍ରର ପରୀକ୍ଷା କରାଯାଇଛି। ହସ୍ପିଟାଲ୍ର କର୍ଣ୍ଣ, ନାସା ଓ ଗଳା!-->…
Read More...
Read More...
ସମ୍ ଫୁଲନଖରା କ୍ୟାମ୍ପସ୍ରେ ଜଟିଳ ରୋଗୀଙ୍କର ସଫଳ ଚିକିତ୍ସା
ଭୁବନେଶ୍ୱର, ଏପ୍ରିଲ୍ ୧୬: ଜୀବାଣୁ ସଂକ୍ରମଣ ଯୋଗୁଁ କିଡ୍ନୀରେ ପ୍ରବାହ ସହ ସେପ୍ଟିକ୍ ସକ୍ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଯାହାକୁ ଡାକ୍ତରୀ ଭାଷାରେ ପାଇଲୋନେଫ୍ରାଇଟିସ୍ ବୋଲି କୁହାଯାଇଥାଏ ସେଭଳି ଜଟିଳ ରୋଗରେ ପୀଡ଼ିତ ଥିବା ଜଣେ ରୋଗୀଙ୍କର ସଫଳ ଚିକିତ୍ସା ଇନ୍ଷ୍ଟିଚ୍ୟୁଟ୍ ଅଫ୍!-->…
Read More...
Read More...
ସମରେ ପାର୍କିନ୍ସନ୍ ରୋଗ ବିଷୟରେ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର, ଏପ୍ରିଲ୍ ୯: ପାର୍କିନ୍ସନ୍ ସମସ୍ୟା ଏକ ବୟସ ଜନିତ ବ୍ୟାଧି। ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଯୋଗୁଁ ଜଟିଳ ସମସ୍ୟାରେ ପରିଣତ ହୋଇଛି। ତେବେ ଉତମ ଜୀବନଶୈଳୀ ଆପଣାଇବା ଦ୍ୱାରା ଏହି ସମସ୍ୟାକୁ ଦୂର କରିହେବ ବୋଲି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର!-->…
Read More...
Read More...
ସମ୍ ଫୁଲନଖରା କ୍ୟାମ୍ପସ୍ରେ ସଫଳ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ସର୍ଜରୀ
ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଫୁଲନଖରା କ୍ୟାମ୍ପସ୍ରେ ଏକ ଡାକ୍ତରୀ ଟିମ୍ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ଏଣ୍ଡୋନାଜାଲ ପ୍ରକ୍ରିୟା ପ୍ରୟୋଗ କରି ଜଣେ ୧୬ ବର୍ଷୀୟ ବାଳକର ନାକରୁ ଭାସ୍କୁଲାର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ।!-->…
Read More...
Read More...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ରେ ଜଟିଳ ଅସ୍ତ୍ରୋପଚାର
ପ୍ରସୂତିଙ୍କ ଗର୍ଭରୁ ଦେଢ଼ କିଲୋ ଓଜନର ଟ୍ୟୁମର ବାହାର କଲେ ଡାକ୍ତରୀ ଟିମ୍
ଭୁବନେଶ୍ୱର, ମାର୍ଚ୍ଚ ୩୦ : ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଫୁଲନଖରା ସ୍ଥିତ କ୍ୟାମ୍ପସ୍ରେ ଜଟିଳ ଅସ୍ତ୍ରୋପଚାର ଜରିଆରେ ଡାକ୍ତରୀ ଟିମ୍ ଜଣେ ଗର୍ଭବତୀଙ୍କ ପେଟରୁ ଦେଢ଼!-->!-->!-->…
Read More...
Read More...