ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ
Browsing Category

ସ୍ୱାସ୍ଥ୍ୟ

ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି
Read More...

ସମ୍ ହସ୍ପିଟାଲ ପକ୍ଷରୁ ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ

ଭୁବନେଶ୍ୱର, ୨୯/୧୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ କରାଯାଇଥିଲା
Read More...

ଏଗ୍‌ଜିମା ଚିକିତ୍ସାର ନୂତନ ଦିଗ ବର୍ତମାନ ଉପଲବ୍ଧ: ବିଶେଷଜ୍ଞ

ଭୁବନେଶ୍ୱର, ୪/୧୧: ବିଶ୍ୱରେ ଗତ ୨୦ ବର୍ଷ ମଧ୍ୟରେ ଏଗ୍‌ଜିମା ଭଳି ଚର୍ମରୋଗ ସମସ୍ୟା ପ୍ରାୟ ଦ୍ୱିଗୁଣିତ ହୋଇ ୪ ପ୍ରତିଶତରୁ ୭.୫ ପ୍ରତିଶତରେ ପହଂଚିଛି । କିନ୍ତୁ ଏହାର ଚିକିତ୍ସା ନିମନ୍ତେ ନୂତନ ଔଷଧ ଓ ନୂତନ ଦିଗ ବର୍ତମାନ ଉପଲବ୍ଧ ଥିବାରୁ ତାହା ଆଶ୍ୱସ୍ତିର କାରଣ ବୋଲି ଶନିବାର ବିଶିଷ୍ଟ
Read More...

ଜାତୀୟ ହେମାଟୋଲୋଜି ସମ୍ମିଳନୀ ସମ୍ ହସ୍ପିଟାଲରେ ୪ଟି ପ୍ରାକ୍‌-ସମ୍ମିଳନୀ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୪/୧୧: ଭୁବନେଶ୍ୱରରେ ଆୟୋଜିତ ହେଉଥିବା ୪ ଦିନିଆ ଇଣ୍ଡିଆନ୍ ସୋସାଇଟି ଅଫ୍‌ ହେମାଟୋଲୋଜି ଆଣ୍ଡ ବ୍ଲଡ ଟ୍ରାନ୍ସଫ୍ୟୁଜନ୍‌ର ୬୪ତମ ବାର୍ଷିକ ସମ୍ମିଳନୀ ପରିପ୍ରେକ୍ଷୀରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍‌ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗତ ଗୁରୁବାର ୪ଟି
Read More...

ହାତ ଧୋଇବା ଦ୍ୱାରା ସଂକ୍ରମଣକୁ ଦୂର କରିହେବ: ବିଶେଷଜ୍ଞ

ଭୁବନେଶ୍ୱର, ୩୧/୧୦: ସେପ୍‌ସିସ୍ ଯୋଗୁଁ ବିଶ୍ୱରେ ବର୍ଷକୁ ୧ କୋଟି ଲୋକଙ୍କର ମୃତ୍ୟୁ ହେଉଛି । ପ୍ରତି ୧୦୦ ମୃତ୍ୟୁ ମଧ୍ୟରୁ ୩୫ ଟିର କାରଣ ସେପ୍‌ସିସ୍ । ଏହା ପୃଥିବୀରେ ମୃତ୍ୟୁର ତୃତୀୟ ମୁଖ୍ୟ କାରଣ ପାଲଟିଥିବା ବେଳେ ଆଇସିୟୁରେ ପ୍ରଥମ ମୃତ୍ୟୁର କାରଣ ପାଲଟିଛି ଏବଂ ଏହା କୌଣସି ମହାମାରୀ
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ।
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ଭୁବନେଶ୍ୱର, ୧୧/୧୦: ସାମ୍ପ୍ରତିକ ପ୍ରତିକୂଳ ଅବସ୍ଥାରେ ମାନସିକ ସନ୍ତୁଳନ ବଜାୟ ରଖିବା ଓ ଏହି ସମସ୍ୟାର ସଫଳ ଉପଚାରର ଆବଶ୍ୟକତା ଉପରେ ମଙ୍ଗଳବାର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ଅନୁଷ୍ଠିତ ଏକ
Read More...

ସିଆଲୋଏଣ୍ଡୋସ୍କୋପି ମାଧ୍ୟମରେ ଲାଳଗ୍ରନ୍ଥିରେ ଥିବା ବ୍ୟାଧିର ଚିକିତ୍ସା କଲେ ସମ୍ ସର୍ଜନ

ଭୁବନେଶ୍ୱର, ୦୬/୧୦: ଅତ୍ୟାଧୁନିକ ଚିକିତ୍ସା ପଦ୍ଧତି ସିଆଲୋଏଣ୍ଡୋସ୍କୋପି ଯାହାକି ଏକ ମିନିମାଲି ଇନ୍‌ଭାସିଭ ପ୍ରକ୍ରିୟା ତାହା ମାଧ୍ୟମରେ ଜଣେ ଯୁବକଙ୍କର ଲାଳଗ୍ରନ୍ଥିରେ ସମସ୍ୟାର ପରୀକ୍ଷଣ ଓ ଚିକିତ୍ସା କରି ତାଙ୍କର ସବ୍‌ମାଣ୍ଡିବୁଲାର ଡକ୍ଟରୁ ୨୭ଟି ପଥର କାଢ଼ିବାରେ ସଫଳ ହୋଇଛନ୍ତି ସମ୍
Read More...

ଆଇସିୟୁରେ ବାଜିବ ଭଜନ

କଟକ: ଏଣିକି ହସ୍ପିଟାଲ ଆଇସିୟୁରେ ବାଜିବ ଭଜନ। ଏହାସହ ବାଜିବ ମଧୂର ଯନ୍ତ୍ର ସଙ୍ଗୀତ। ଆଇସିୟୁରେ ଥିବା ରୋଗୀଙ୍କ ମାନସିକ ଚାପ ପକାଇବା ପାଇଁ ୨୪ଘଂଟା ଇନଷ୍ଟ୍ରୁମେଂଟାଲ ମ୍ୟୁଜିକ୍ ଓ ଭକ୍ତି ସଙ୍ଗୀତ ବାଜିବ । ମେଡିକାଲ କର୍ତୃପକ୍ଷଙ୍କ ଏହି ପଦକ୍ଷେପ ଦ୍ୱାରା ରୋଗୀଙ୍କ ମନୋବଳ ବଢିବ ଓ ରୋଗୀ
Read More...

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍

ବରଗଡ଼: ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ
Read More...