ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category

ସ୍ୱାସ୍ଥ୍ୟ

ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌ର ନର୍ସମାନଙ୍କ ସେବା ଅତୁଳନୀୟ ଥିଲା: ଶାଶ୍ୱତୀ ଦାସ

ଭୁବନେଶ୍ୱର,୧୨/୦୫ : କରୋନା ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌କୁ ଆସୁଥିବା ସଂକ୍ରମିତମାନଙ୍କର ସେବା, ଯତ୍ନ ଓ ଚିକିତ୍ସା କରିବା କ୍ଷେତ୍ରରେ ନର୍ସମାନଙ୍କର ଭୂମିକା ଅତୁଳନୀୟ ଥିଲା । କୋଭିଡ ସମୟରେ ହିଁ ସେମାନଙ୍କର ଦକ୍ଷତା ପ୍ରତିପାଦିତ ହୋଇଥିଲା ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ଚିକିତ୍ସା କ୍ଷେତ୍ରରେ ଆରମ୍ଭ ହେଲା ଡ୍ରୋନ ଟେକନୋଲଜି

ନୂଆଦିଲ୍ଲୀ: ଦୂରଦୂରାନ୍ତକୁ ଡ୍ରୋନ୍ କରିବ ବ୍ଲଡ୍ ଡେଲିଭରି । ଗୋଟିଏ ଜାଗାରୁ ଆଉ ଗୋଟିଏ ଜାଗାକୁ ଉଡ଼ି ଉଡ଼ିଯିବ ରକ୍ତଥଳୀ। ଚିକିତ୍ସା କ୍ଷେତ୍ରରେ ଡ୍ରୋନ ଟେକନୋଲଜିର ଆରମ୍ଭ ହୋଇଛି ସଫଳ ପ୍ରୟୋଗ। ଡ୍ରୋନ ମାଧ୍ୟମରେ ନିର୍ଦ୍ଦିଷ୍ଟ ତାପମାତ୍ରା ଥିବା ବାକ୍ସରେ ରକ୍ତ ଥଳିକୁ ରଖି ପରିବହନ
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ
Read More...

ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯। ଏହାକୁ ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଡବ୍ଲୁଏଚଓ କହିଛି ଯେ ଏବେ କରୋନା ବୈଶ୍ୱିକ ମହାମାରୀ ରହିଯାଇ ନାହିଁ । ଏନେଇ ଜରୁରୀକାଳୀନ କମିଟିର ୧୫ତମ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଡା.
Read More...

ବଢ଼ୁଛି କରୋନା: ୮ ରାଜ୍ୟକୁ ଚିଠି ଲେଖି ସତର୍କ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ

ନୂଆଦିଲ୍ଲୀ: ଭାରତରେ ପୁଣି କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ କରୋନାର ୧୧,୬୯୨ ନୂଆ ମମଲା ସାମ୍ନାକୁ ଆସିଛି । ଏବେ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬ ହଜାରରୁ ଅଧିକ
Read More...

ପ୍ରତି ୬ ବର୍ଷରେ ଡାକ୍ତରଙ୍କୁ ମିଳିବ ୪ଥର ପ୍ରମୋସନ

ଭୁବନେଶ୍ୱର:ଏବେ ପ୍ରତି ୬ ବର୍ଷରେ ସରକାରୀ ଡାକ୍ତରଙ୍କୁ ମିଳିବ ପ୍ରମୋସନ । ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ପଦୋନ୍ନତି ମିଳିବ । ଓଡ଼ିଶା ମେଡିକାଲ ଓ ହେଲଥ ସର୍ଭିସରେ କାର୍ଯ୍ୟରତ ଡାକ୍ତରଙ୍କୁ ସେମାନଙ୍କର କ୍ୟାରିୟର ମଧ୍ୟରେ ୪ ଥର ପ୍ରମୋସନ ମିଳିବ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Read More...

ଉପର ମୁହାଁ ହେଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ; ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୭୫୩ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ
Read More...

କୋଭିଡ ଟିକା ପାଇଁ କେନ୍ଦ୍ରକୁ ଛିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ବର: କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଲାଣି। ରାଜ୍ୟ ପାଖରେ ପୂର୍ବରୁ ଥିବା ଟିକା ଶେଷ ହୋଇଯାଇଛି । ଟିକା ସରିଯାଇଥିବାରୁ ଫେବ୍ରୁଆରୀ ୧୦ ପରଠୁ ଟିକାକରଣ ବନ୍ଦ ଅଛି। ରାଜ୍ୟରେ ସଂକ୍ରମଣ ବଢ଼ୁଥିବାରୁ ଟିକାକରଣ ଜରୁରୀ ହୋଇପଡ଼ିଛି। ୪୧% ପ୍ରିକସନ ଡୋଜ୍‌ ନେଇଛନ୍ତି,
Read More...

କରୋନା ସଂକ୍ରମଣକୁ ନେଇ ଦେଶ ଚିନ୍ତାରେ

ନୂଆଦିଲ୍ଲୀ; ପୁଣି ଦେଶରେ ବଢିଚାଲିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ୫ହଜାର ୮ଶହ କରୋନା ସଂକ୍ରମଣ ରେକର୍ଡ କରାଯାଇଛି । ଦୈନିକ ସଂକ୍ରମଣ ବୃଦ୍ଧିକୁ ଆଖିରେ ରଖି ସତର୍କ କରାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଦକ୍ଷିଣ ପୂର୍ବ ଏସିଆ ଆଂଚଳିକ ନିର୍ଦ୍ଦେଶକ ଡକ୍ଟର ପୁନମ କ୍ଷେତ୍ରପାଲ
Read More...

ଚିନ୍ତା ବଢ଼ାଇଲା କୋଭିଡ ସଂକ୍ରମଣ

ନୂଆଦିଲ୍ଲୀ; ଏବେ କରୋନା ସଂକ୍ରମଣ ବଢ଼ୁଥିବାରୁ ସବୁ ରାଜ୍ୟକୁ ସତର୍କ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଏକ ବୈଠକ ବସିଥିଲା। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ
Read More...