ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category

ସ୍ୱାସ୍ଥ୍ୟ

ଘର ଘର ବୁଲି ଖୋଜିବେ ଡେଙ୍ଗୁ ମଶା

ଭୁବନେଶ୍ବର: ଏଣିକି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଘର ଘର ବୁଲି ଡେଙ୍ଗୁ ମଶାଙ୍କୁ ଖୋଜିବ। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି । ସେହିପରି ବ୍ୟବସାୟିକ
Read More...

୧୫ ବର୍ଷ ବାଳକର ଶରୀରରୁ ବଡ଼ ସ୍କଲ ବେସ୍ ଟ୍ୟୁମରକୁ ବାହାର କଲେ ସମ୍ମମ୍ ସର୍ଜନ

ଭୁବନେଶ୍ୱର, ଅଗଷ୍ଟ ୭ : ମିନିମାଲ୍ ଇନ୍‌ଭେସିଭ୍ ସର୍ଜରୀ ମାଧ୍ୟମରେ ଜଣେ ୧୫ ବର୍ଷୀୟ ବାଳକର ଶରୀରରେ ବୃଦ୍ଧି ପାଇଥିବା କ୍ରିକେଟ ବଲ୍ ଆକାରର ସ୍କଲ୍‌ବେସ୍ ଟ୍ୟୁମରକୁ ସଫଳତାର ସହ ବାହାର କରିଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ସର୍ଜନ୍ । ଗତ ୬ ବର୍ଷ ଧରି ମୟୁରଭଞ୍ଜ ଜିଲ୍ଲାର ସୁଦାମ
Read More...

ଅଂଗଦାନ ମୃତ୍ୟୁ ପରେ ବି ୮ଟି ଜୀବନ ରକ୍ଷା କରିପାରିବ ମଣିଷ

ଭୁବନେଶ୍ୱର: ୧୫ ବର୍ଷର ଝିଅର ମୃତ୍ୟୁ ସୁନିଶ୍ଚିତ ଜାଣିବା ପରେ ଯଦିଓ ବାପା-ମା’ଙ୍କର ପାଦ ତଳୁ ମାଟି ଖସି ଯାଇଥିଲା ତଥାପି ସେମାନେ ଧୈର୍ଯ୍ୟ ହରାଇ ନଥିଲେ ବରଂ ସେହି ମୂହୁର୍ତରେ ଅନ୍ୟ କାହାର ଜୀବନ ବଂଚାଇବା ନେଇ ମନକୁ ଦୃଢ଼ କରିଥିଲେ । ସେମାନେ ଝିଅର ମୃତ୍ୟୁ ପରେ ତା’ର ୨ଟି ବୃକକ୍ ଦାନ
Read More...

ଶିଶୁମାନଙ୍କ ପାଇଁ ଓଆର୍‌ଏସ୍ ଭ୍ୟାକ୍ସିନ୍ ସଦୃଶ

ଭୁବନେଶ୍ୱର: ବର୍ଷା ଦିନେ ଶିଶୁମାନଙ୍କ କ୍ଷେତ୍ରରେ ଡାଇରିଆ ଓ ଡିସେନ୍‌ଟ୍ରି ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ । ଅନେକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲ୍‌ରେ ଭର୍ତି ହୋଇଥାନ୍ତି । ତେବେ ଏହି ସମୟରେ ସେମାନଙ୍କୁ ଉପଯୁକ୍ତ ପରିମାଣର ଓରାଲ ରିହାଇଡ୍ରେସନ ସଲ୍ୟୁସନ୍
Read More...

ରାଜ୍ୟରେ ୫ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ ଦେଲେ ରାଜ୍ୟପାଳ

ଭୁବନେଶ୍ବର: ରାଜ୍ୟରେ ସୃଷ୍ଟିହେଲା ୫ ହଜାର ନୂଆ ଡାକ୍ତର ପଦବୀ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କ୍ୟାପିଟାଲ ହସପିଟାଲ ଓ ରାଉରକେଲା ଆଇଜିଏଚରେ ୬୮୯ଟି ନୂଆ ଡାକ୍ତର ପଦବୀ ସୃଷ୍ଟି କରାଯାଇଛି । ୩୨ଟି ଉପଖଣ୍ଡ ଚିକିତ୍ସାଳୟରେ ୪୮୦ ଜଣ ଡାକ୍ତର ନିଯୁକ୍ତ ହେବେ। ଏହି ନୂଆ ଡାକ୍ତର
Read More...

ସମ ହସ୍ପି୍‌ଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍‌’ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର
Read More...

ଇଏନ୍‌ଟି ପାଇଁ ସମ୍ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା

ଭୁବନେଶ୍ୱର: ଜନସାଧାରଣଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାର ଧାରା ଅବ୍ୟାହତ ରଖି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ମେ ଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା ବିଭାଗରେ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଏଣ୍ଡାସ୍କୋପି ଓ ଷ୍ଟ୍ରୋବୋସ୍କୋପି
Read More...

କୁକୁରମାନେ ବି ହୃଦଘାତର ଶିକାର ହୁଅନ୍ତି

ଭୁବନେଶ୍ୱର, ଜୁଲାଇ୧୨: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯବଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ
Read More...

ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍‌ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି

ଭୁବନେଶ୍ୱର: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି । ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ
Read More...

କୋଭିଡ ପରିଚାଳନା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା

ଭୁବନେଶ୍ୱର: ୨୦୨୦ ମସିହାରେ କୋଭିଡ ସଂକ୍ରମଣ ଆରମ୍ଭ ହେବା ପରେ ଓଡ଼ିଶା ହେଉଛି ପ୍ରଥମ ରାଜ୍ୟ ଯିଏ କି କରୋନା ସହ ଯୁଦ୍ଧ କରିବା ପାଇଁ ପଦକ୍ଷେପ ଆରମ୍ଭ କରିଥିଲା । ଯାହାଦ୍ୱାରା କି ସାରା ଦେଶରୁ ସବୁଠାରୁ କମ୍ ମୃତ୍ୟୁ ଓଡ଼ିଶାରେ ହିଁ ହୋଇଥିଲା ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି
Read More...