ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category

ସ୍ୱାସ୍ଥ୍ୟ

ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ

ଭୁବନେଶ୍ବର: ଏବେ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଛି । ରିପୋର୍ଟ ମୁତାବକ ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଣୁ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୩୫୯କୁ ବୃଦ୍ଧି ପାଇଛି। ୨୪
Read More...

ଜାତୀୟ ସମ୍ମିଳନୀରେ ସର୍ବୋଚ୍ଚ ଅଭିନବ ଡେଂଟାଲ୍ କଲେଜ ଭାବେ ଆଇଡିଏସ୍ ସମ୍ମାନିତ

ଭୁବନେଶ୍ୱର, ୨୯/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନସେସ (ଆଇଡିଏସ୍‌) ସର୍ବୋକୃଷ୍ଟ ଅଭିନବ ଡେଂଟାଲ୍ କଲେଜ (ମୋଷ୍ଟ ଇନୋଭେଟିଭ୍ ଡେଂଟାଲ୍‌କଲେଜ) ଭାବେ ସ୧ାନିତ ହୋଇଛି । ନୂଆଦିଲ୍ଲୀ ଠାରେ ଆୟୋଜିତ ଓରାଲ୍ ହେଲ୍‌ଥ ଇନୋଭେସନ୍‌ କନ୍‌କ୍ଲେଭ୍‌ରେ
Read More...

କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍‌ର ସର୍ଜିକାଲ୍ ଟିମ୍

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି। ଅଗ୍ନାଶୟ (ପାନ୍‌କ୍ରିଆସ) କର୍କଟ
Read More...

ତାଳଚେରରେ ହେବ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ

ଭୁବନେଶ୍ବର; ଅକ୍ଟୋବର ୨୦୨୩ ସୁଦ୍ଧା ତାଳଚେରରେ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
Read More...

ବଢ଼ିଲା କରୋନା ସଂକ୍ରମଣ, ସର୍ତକ ରହିବାକୁ ପରାମର୍ଶ ଦେଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବଢ଼ୁଛି। ହେଲେ କିଛି ରାଜ୍ୟରେ ଆବଶ୍ୟକ ଟେଷ୍ଟିଂ ହେଉ ନ ଥିବାରୁ ଏହାକୁ ନେଇ ଚିନ୍ତା ପ୍ରକାଶ କରିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଆଜି କେନ୍ଦ୍ର ସରକାର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନୂଆ ନିର୍ଦେଶାବଳୀ
Read More...

ଦେଶରେ କାୟା ମେଲାଉଛି କରୋନା

ନୂଆଦିଲ୍ଲୀ; ଦେଶରେ ଲଗାତାର ବଢୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଂଟାରେ ଦେଶରୁ ୧୫ ଶହ ୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛି । ଗତ ୧୪୬ ଦିନ ମଧ୍ୟରେ ଶନିବାର ଦେଶରୁ ସବୁଠାରୁ ଅଧିକ ଦୈନିକ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି । ଶୁକ୍ରବାର ଏହି ସଂଖ୍ୟା ୧୨ ଶହ ୪୯ ଥିଲା । ସେହିପରି ଏବେ ଦେଶରେ
Read More...

ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର

ଭୁବନେଶ୍ୱର , ୨୫/ ୦୩ : ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍‌ରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର। ଏହି ସେଂଟରରେ କେବଳ ଯକ୍ଷ୍ମା ରୋଗ ନିମନ୍ତେ ଉପଲବ୍ଧ ଔଷଧ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ କାମ
Read More...

ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି

ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ
Read More...

ଦଶ ଲକ୍ଷରେ ଗୋଟିଏ କ୍ଷେତ୍ରରେ ଦେଖାଦେଉଥିବା ଜନ୍ମଗତ ତ୍ରୁଟିର ସମ୍ ରେ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୪/ ୦୩ : ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର ସଫଳ ଅସ୍ତ୍ରୋପଚାର କରିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ । ଶିଶୁ କନ୍ୟା ସ୍ମୃତିର ଆଖି ଏବଂ ନାକରେ ଅନେକ
Read More...

କରୋନା ସଂକ୍ରମଣ ବଢ଼ିବା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ; ଦେଶରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସଂକ୍ରମଣ ମୁକାବିଲା ଦିଗରେ କେଉଁ ପଦକ୍ଷେପ ଗ୍ରହଣ ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ମୋଦୀ
Read More...