ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category

ସ୍ୱାସ୍ଥ୍ୟ

ସମ୍ ହସ୍ପିଟାଲ ପକ୍ଷରୁ ବିଶ୍ବ ରକ୍ତ କର୍କଟ ଦିବସ ପାଳିତ

ଭୁବନେଶ୍ୱର: ରକ୍ତ କର୍କଟ ସମସ୍ୟା ଏକ ଜଟିଳ ବ୍ୟାଧି । ଭାରତରେ ବର୍ଷକୁ ୧ ଲକ୍ଷ ଲୋକ ରକ୍ତ କର୍କଟ ରୋଗରେ ଚିହ୍ନଟ ହେଉଛନ୍ତି । ତେବେ ଉପଯୁକ୍ତ ଚିକିତ୍ସା ଏବଂ ଦୃଢ଼ମନୋବଳ ଦ୍ୱାରା ଏହି ରୋଗକୁ ପରାସ୍ତ କରିହେବ ବୋଲି ବିଶ୍ୱ ରକ୍ତ କର୍କଟ ଦିବସ ଅବସରରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ।
Read More...

ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ରେ କର୍ମଶାଳା ଆୟୋଜିତ

ଭୁବନେଶ୍ୱର,୨୦/୫: ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବାରେଟୋରୀ ଟେକ୍ନିସିଆନ୍‌ମାନେ ଯୋଗ
Read More...

ରାଜ୍ୟର ପ୍ରତ୍ୟେକ ବ୍ଲକକୁ ମିଳିବ ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ୨୪ଟି ନୂତନ ମୌଳିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ଏବଂ ୨୯୯ଟି ରୂପାନ୍ତରିତ ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରତ୍ୟେକ ବ୍ଲକକୁ
Read More...

ସମ୍‌ରେ ବୁଧବାର ଠାରୁ ଦୁଇ ଦିନିଆ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ଜୋନାଲ୍‌ ଟାକ୍ସଫୋର୍ସ ବୈଠକ ଆରମ୍ଭ

ଭୁବନେଶ୍ୱର ମେ ୧୭: ପୂର୍ବାଂଚଳ ନିମନ୍ତେ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଦୁଇ ଦିନିଆ ଜୋନାଲ୍‌ ଟାକ୍ସଫୋର୍ସ ବୈଠକ ଆସନ୍ତା ମେ ୧୮ ଓ ୧୯ ତାରିଖ ଦୁଇ ଦିନ ଧରି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ଆୟୋଜିତ ହେବ । ଦେଶରେ ଟିବି ଭଳି ବ୍ୟାଧିକୁ
Read More...

ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌ର ନର୍ସମାନଙ୍କ ସେବା ଅତୁଳନୀୟ ଥିଲା: ଶାଶ୍ୱତୀ ଦାସ

ଭୁବନେଶ୍ୱର,୧୨/୦୫ : କରୋନା ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌କୁ ଆସୁଥିବା ସଂକ୍ରମିତମାନଙ୍କର ସେବା, ଯତ୍ନ ଓ ଚିକିତ୍ସା କରିବା କ୍ଷେତ୍ରରେ ନର୍ସମାନଙ୍କର ଭୂମିକା ଅତୁଳନୀୟ ଥିଲା । କୋଭିଡ ସମୟରେ ହିଁ ସେମାନଙ୍କର ଦକ୍ଷତା ପ୍ରତିପାଦିତ ହୋଇଥିଲା ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ଚିକିତ୍ସା କ୍ଷେତ୍ରରେ ଆରମ୍ଭ ହେଲା ଡ୍ରୋନ ଟେକନୋଲଜି

ନୂଆଦିଲ୍ଲୀ: ଦୂରଦୂରାନ୍ତକୁ ଡ୍ରୋନ୍ କରିବ ବ୍ଲଡ୍ ଡେଲିଭରି । ଗୋଟିଏ ଜାଗାରୁ ଆଉ ଗୋଟିଏ ଜାଗାକୁ ଉଡ଼ି ଉଡ଼ିଯିବ ରକ୍ତଥଳୀ। ଚିକିତ୍ସା କ୍ଷେତ୍ରରେ ଡ୍ରୋନ ଟେକନୋଲଜିର ଆରମ୍ଭ ହୋଇଛି ସଫଳ ପ୍ରୟୋଗ। ଡ୍ରୋନ ମାଧ୍ୟମରେ ନିର୍ଦ୍ଦିଷ୍ଟ ତାପମାତ୍ରା ଥିବା ବାକ୍ସରେ ରକ୍ତ ଥଳିକୁ ରଖି ପରିବହନ
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ
Read More...

ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯। ଏହାକୁ ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଡବ୍ଲୁଏଚଓ କହିଛି ଯେ ଏବେ କରୋନା ବୈଶ୍ୱିକ ମହାମାରୀ ରହିଯାଇ ନାହିଁ । ଏନେଇ ଜରୁରୀକାଳୀନ କମିଟିର ୧୫ତମ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଡା.
Read More...

ବଢ଼ୁଛି କରୋନା: ୮ ରାଜ୍ୟକୁ ଚିଠି ଲେଖି ସତର୍କ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ

ନୂଆଦିଲ୍ଲୀ: ଭାରତରେ ପୁଣି କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ କରୋନାର ୧୧,୬୯୨ ନୂଆ ମମଲା ସାମ୍ନାକୁ ଆସିଛି । ଏବେ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬ ହଜାରରୁ ଅଧିକ
Read More...

ପ୍ରତି ୬ ବର୍ଷରେ ଡାକ୍ତରଙ୍କୁ ମିଳିବ ୪ଥର ପ୍ରମୋସନ

ଭୁବନେଶ୍ୱର:ଏବେ ପ୍ରତି ୬ ବର୍ଷରେ ସରକାରୀ ଡାକ୍ତରଙ୍କୁ ମିଳିବ ପ୍ରମୋସନ । ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ପଦୋନ୍ନତି ମିଳିବ । ଓଡ଼ିଶା ମେଡିକାଲ ଓ ହେଲଥ ସର୍ଭିସରେ କାର୍ଯ୍ୟରତ ଡାକ୍ତରଙ୍କୁ ସେମାନଙ୍କର କ୍ୟାରିୟର ମଧ୍ୟରେ ୪ ଥର ପ୍ରମୋସନ ମିଳିବ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Read More...