Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category
ସ୍ୱାସ୍ଥ୍ୟ
ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି
ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ!-->…
Read More...
Read More...
ଦଶ ଲକ୍ଷରେ ଗୋଟିଏ କ୍ଷେତ୍ରରେ ଦେଖାଦେଉଥିବା ଜନ୍ମଗତ ତ୍ରୁଟିର ସମ୍ ରେ ସଫଳ ଅସ୍ତ୍ରୋପଚାର
ଭୁବନେଶ୍ୱର, ୨୪/ ୦୩ : ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର ସଫଳ ଅସ୍ତ୍ରୋପଚାର କରିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ । ଶିଶୁ କନ୍ୟା ସ୍ମୃତିର ଆଖି ଏବଂ ନାକରେ ଅନେକ!-->…
Read More...
Read More...
କରୋନା ସଂକ୍ରମଣ ବଢ଼ିବା ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ନୂଆଦିଲ୍ଲୀ; ଦେଶରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସଂକ୍ରମଣ ମୁକାବିଲା ଦିଗରେ କେଉଁ ପଦକ୍ଷେପ ଗ୍ରହଣ ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ମୋଦୀ!-->…
Read More...
Read More...
ଏନ୍ସେଫାଲୋସେଲେସ୍ ସମସ୍ୟାରେ ପୀଡ଼ିତ ଥିବା ୪ ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର କଲେ ସମ୍ ସର୍ଜନ୍
ଭୁବନେଶ୍ୱର , ୧୬/ ୦୩ : ଏକ ଚାରି ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର କରି ତାକୁ ସୁସ୍ଥ କରିବାରେ ସଫଳ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସ ଆଣ୍ଡ ସମ୍ ହସ୍ପିଟାଲ୍ର ସର୍ଜନ୍ । ୪ ବର୍ଷର ଶିଶୁଟିର ଏକ ଜନ୍ମଗତ ତ୍ରୁଟି ଯୋଗୁଁ!-->…
Read More...
Read More...
ଏଚ୍୩ଏନ୨ ଭାଇରସକୁ ନେଇ ବଢ଼ିଲା ଚିନ୍ତା
ନୂଆଦିଲ୍ଲୀ; କରୋନା ପରେ ଏବେ ଏଚ୍୩ଏନ୨ ଭାଇରସକୁ ନେଇ ଏବେ ଚିନ୍ତା ବଢିବାରେ ଲାଗିଛି । ସାରା ଦେଶରେ ଏହି ଭୂତାଣୁକୁ ନେଇ ଚିନ୍ତା ବଢୁଥିବା ବେଳେ ମହାରାଷ୍ଟ୍ରରୁ ସର୍ବଧିକ ମାମଲା ସାମ୍ନାକୁ ଆସିଛି । ମହାରାଷ୍ଟ୍ରର ସ୍ୱାସ୍ଥ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ଏବେ ଯାଏଁ ରାଜ୍ୟରେ!-->…
Read More...
Read More...
ଏଚ୩ଏନ୨ ଭାଇରସକୁ ନେଇ ସର୍ତକ କଲା ଜନସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର: ଚିନ୍ତା ବଢ଼ାଇଲାଣି ଏଚ୩ଏନ୨ ଭାଇରସ। ସବୁ ଜିଲ୍ଲାର ସିଡିଏମଓ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଚିଠି ଲେଖିଛି ଜନସ୍ୱାସ୍ଥ୍ୟ ବିଭାଗ । ଭାଇରସ ସଂକ୍ରମଣ ଭିତରେ ପୁଣି ଘାରିଲା କୋଭିଡ ଭୟ। ତେଣୁ ଥଣ୍ଡା କାଶ ହୋଇଥିଲେ କୋଭିଡ ଟେଷ୍ଟ କରିବାକୁ କୁହାଯାଇଛି!-->…
Read More...
Read More...
’ଏଚ୩ଏନ୨’ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡଲାଇନ୍
ଭୁବନେଶ୍ବର: ରାଜ୍ୟରେ ୫୯ଜଣ ନୂଆ ଭୂତାଣୁ ଏଚ୩ଏନ୨ ସଂକ୍ରମିତ ଚିହ୍ନଟ ହେବାପରେ ରାଜ୍ୟ ସରକାର ଆଜି ସ୍ୱତନ୍ତ୍ର ଗାଇଡଲାଇନ ଜାରି କରିଛନ୍ତି । ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ବ୍ୟବସ୍ଥା ନଥିବାରୁ ମାସ୍କ ପିନ୍ଧିବା ସହ ଛିଙ୍କିବାବେଳେ ରୁମାଲ ବ୍ୟବହାର କରିବା ଓ!-->…
Read More...
Read More...
ଚିନ୍ତା ବଢାଇଲାଣି ନୂଆ ଭୂତାଣୁ ‘ଏଚ୍୩ଏନ୍୨’
ଭୁବନେଶ୍ବର; ‘ଇନଫ୍ଲ୍ୟୁଏନ୍ଜା-ଏ’ର ଉପ-ପ୍ରଜାତି ‘ଏଚ୍୩ଏନ୍୨’ ଭୂତାଣୁରେ ଆକ୍ରାନ୍ତ ୨ ଜଣଙ୍କ ମୃତ୍ୟୁ ହେବା ପରେ ଏବେ ସର୍ତକ ହେଲେଣି କେନ୍ଦ୍ର ସରକାର । ରାଜ୍ୟ ଗୁଡିକୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ସେପଟେ ଓଡିଶାରେ ୫୯ଜଣଙ୍କ ଠାରେ ‘ଏଚ୍୩ଏନ୍୨’!-->…
Read More...
Read More...
କିଡ୍ନୀ ଜନିତ ସମସ୍ୟାରୁ ଦୂରେଇ ରହିବା ପାଇଁ ଜୀବନଶୈଳୀରେ ପରିବର୍ତନ ଆବଶ୍ୟକ
ଭୁବନେଶ୍ୱର , ୯/ ୦୩ : ଭାରତରେ ପ୍ରତି ୧ ଲକ୍ଷରେ ୮୦ ଜଣ ବ୍ୟକ୍ତି କିଡ୍ନୀ ଜନିତ ସମସ୍ୟାରେ ପୀଡ଼ିତ ଥିବା ବେଳେ ସାରା ବିଶ୍ୱରେ କିଡ୍ନୀ ରୋଗୀଙ୍କ ସଂଖ୍ୟା ପ୍ରାୟ ୮୦ କୋଟିରେ ପହଂଚିଛି । ଏମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ରୋଗୀ ଅବସ୍ଥା ଜଟିଳ ହେବା ସମୟରେ ହସ୍ପିଟାଲ୍କୁ ଆସିଥାନ୍ତି । ତେଣୁ!-->…
Read More...
Read More...
ଲୋକାର୍ପିତ ହେଲା ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ଯାନ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ସୁବିଧା ସମ୍ପନ୍ନ ୫ଟି ‘ରକ୍ତ ସଂଗ୍ରହ ଯାନ’ ଲୋକାର୍ପଣ!-->…
Read More...
Read More...