ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ
Browsing Category

ସ୍ୱାସ୍ଥ୍ୟ

‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ

ଭୁବନେଶ୍ବର: ‘ଆମ  ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କାର୍ଯ୍ୟ କରାଯିବ। ଏଥି ପାଇଁ ସରକାର ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି। ସ୍ବାସ୍ଥ୍ୟ ସଚିବ କହିଛନ୍ତି‌ ଯେ, ବିଗତ କିଛି ବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ

କେନ୍ଦୁଝର: କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି। ୩୮୧ କୋଟି ଟଙ୍କା
Read More...

ପାଇକମାଳ ରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଭୁବନେଶ୍ବର; ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି। ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ
Read More...

ସମ୍‌ରେ ଷ୍ଟେମ୍‌ସେଲ୍ ପ୍ରତ୍ୟାରୋପଣ ଦ୍ୱାରା ଜଟିଳ ରକ୍ତ କର୍କଟ ରୋଗର ସଫଳ ଚିକିତ୍ସା

ଭୁବନେଶ୍ୱର, ୧୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡାକ୍ତରମାନେ ମଲ୍ଟିପଲ୍ ମାଇଲୋମା ଭଳି ଏକ ଜଟିଳ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିବା ଜଣେ ୫୨ ବର୍ଷୀୟା ମହିଳାଙ୍କୁ ଷ୍ଟେମ୍‌ସେଲ୍ ପ୍ରତ୍ୟାରୋପଣ ମାଧ୍ୟମରେ ସୁସ୍ଥ କରିବାରେ ସଫଳ ହୋଇଛନ୍ତି
Read More...

ଜୀବନରେ ସମସ୍ୟା ସହ ଲଢ଼ିବା ନିମନ୍ତେ ସକାରାତ୍ମକ ଚିନ୍ତାଧାରା ସବୁଠାରୁ ବଡ଼ ଅସ୍ତ୍ର: ଅରୁଣ ଲାଲ

ଭୁବନେଶ୍ୱର , ୪/ ୨ : ଜୀବନରେ ସମସ୍ୟା ସହିତ ଲଢ଼ିବା ନିମନ୍ତେ ମଣିଷର ସକାରାତ୍ମକ ଚିନ୍ତାଧାରା ହିଁ ସବୁଠାରୁ ବଡ଼ ସମ୍ପତି । ଏହାହିଁ ବିଜୟର ପଥ ସୁଗମ କରିଥାଏ ବୋଲି କ୍ୟାନ୍ସର ରୋଗୀମାନଙ୍କ ଉଦ୍ଦେଶ୍ୟରେ ମତ ରଖିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅରୁଣ ଲାଲ । ମନ ଯାହାକୁ ବିଶ୍ୱାସ କରେ
Read More...

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲ୍‌ରେ ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୮/୦୧: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଶନିବାର ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯାଇଛି । ରୋବୋଟିକ୍ ପ୍ରକ୍ରିୟାରେ ଏଭଳି ଅସ୍ତ୍ରୋପଚାର ଖୁବ୍ ଉନ୍ନତମାନର ହୋଇଥିବା ବେଳେ ଅଧିକ
Read More...

ଆଜିଠୁ ଆରମ୍ଭ ହେଲା ଟିକାକରଣ

ଭୁବନେଶ୍ବର; ଆଜିଠୁ ଓଡ଼ିଶାରେ ପୁଣି ଥରେ ହେବ ଟିକାକରଣ । ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ରାଜ୍ୟର ସମସ୍ତ ଜିଲ୍ଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଦିଆଯିବ ଭ୍ୟାକସିନ୍। ଯେଉଁମାନେ ଦ୍ବିତୀୟ ଓ ପ୍ରିକସନ୍ ଡୋଜ୍ ନେଇ
Read More...

କେରଳରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ

କେରଳ; ମାସ୍କ ପିନ୍ଧିବାକୁ ନେଇ ବାଧ୍ୟତାମୂଳକ କଲେ କେରଳ ସରକାର। ଚୀନରେ କରୋନା ମାମଲା ବଢିବା ସହ ଭାରତ, ଜାପାନ ଏବଂ ଆମେରିକା ପରି ଦେଶରେ କୋଭିଡ଼ ମାମଲା ବଢ଼ିବାରେ ଲାଗିଛି । ଆଉ ଏହାରି ମଧ୍ୟରେ କେରଳ ସରକାର ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ କରିଛନ୍ତି । ସରକାରଙ୍କ
Read More...

ଆସନ୍ତା ୧୯ରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଆରମ୍ଭ ହେବ କରୋନା ଟିକାକରଣ। ଆସନ୍ତା ୧୯ରୁ ରାଜ୍ୟରେ ଏହି ଅଭିଯାନ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ଏନେଇ ଆଜି ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
Read More...

ସମ୍ ରେ ୩୦ ଦିନର ନବଜାତ ଶିଶୁର ସଫଳ ହୃଦରୋଗ ଚିକିତ୍ସା

ଭୁବନେଶ୍ୱର, ୧୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାକ୍ତର ମାନଙ୍କ ଦ୍ୱାରା ଜନ୍ମରୁ ହୃଦ ସମସ୍ୟା ଥିବା ଏକ ନବଜାତ ଶିଶୁର ସଫଳ ବେଲୁନ୍ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା କରିପାରିଛନ୍ତି । ସମ୍ ହସ୍ପିଟାଲରେ ନୂତନ ଜ୍ଞାନ
Read More...