Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category
ସ୍ୱାସ୍ଥ୍ୟ
ଲୋକାର୍ପିତ ହେଲା ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ଯାନ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ ରକ୍ତ ସଂରକ୍ଷଣ ସୁବିଧା ସମ୍ପନ୍ନ ୫ଟି ‘ରକ୍ତ ସଂଗ୍ରହ ଯାନ’ ଲୋକାର୍ପଣ!-->…
Read More...
Read More...
ଥଣ୍ଡା, ଜ୍ୱର,କାଶ ପାଇଁ ସତର୍କ ସୂଚନା ଜାରି କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ; ଏବେ ଦେଶର ବିଭିନ୍ନ ଭାଗରେ ପ୍ରାୟ ସମସ୍ତଙ୍କୁ ଲାଗି ରହିଛି ଥଣ୍ଡା, ଜ୍ୱର,କାଶ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଏସବୁ ଭିତରେ ଆଜି କେନ୍ଦ୍ର ସରକାର ସତର୍କ ସୂଚନା ବା ଆଡଭାଇଜରୀ ଜାରି କରିଛନ୍ତି। ଆଇସିଏମଆର କହିଛି ଯେ ସମଗ୍ର ଦେଶରେ ଏବେ ଜ୍ୱର ଓ!-->…
Read More...
Read More...
ନର୍ସମାନେ ଯତ୍ନର ସହ ରୋଗୀ ସେବା କରିବା ଉଚିତ୍
ଭୁବନେଶ୍ୱର , ୦୩/ ୦୩ : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ହାତରେ ମଣିଷର ଜୀବନ ନିର୍ଭର କରେ । ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରନ୍ତୁ ବୋଲି ଗ୍ୱାଲିୟର ସ୍ଥିତ କ୍ୟାନ୍ସର ହିଲ ହସ୍ପିଟାଲ୍ର ଅବସରପ୍ରାପ୍ତ ଅଧ୍ୟକ୍ଷା ପ୍ରଫେସର ରେଣୁକା ଦାସ କହିଛନ୍ତି ।
ଶିକ୍ଷା ଓ!-->!-->!-->…
Read More...
Read More...
ସମ୍ ହସ୍ପିଟାଲ୍କୁ ଆଇସିଆଇସିଆଇ ଫାଉଣ୍ଡେସନ୍ ପକ୍ଷରୁ ୭ଟି ଡାଏଲିସିସ୍ ମେସିନ୍ ପ୍ରଦାନ
ଭୁବନେଶ୍ୱର , ୧୬/ ୦୨ : ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବା ଲକ୍ଷ୍ୟରେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍କୁ ଆଇସିଆଇସିଆଇ ଫାଉଣ୍ଡେସନ୍ ପକ୍ଷରୁ ଗୁରୁବାର ୭ଟି ଡାଏଲିସିସ୍ ମେସିନ ଗୁରୁବାର ପ୍ରଦାନ କରାଯାଇଛି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ!-->…
Read More...
Read More...
ସଠିକ ସମୟରେ ଚିହ୍ନଟ ଓ ଚିକିତ୍ସା କରାଗଲେ ଶିଶୁମାନଙ୍କ କ୍ୟାନ୍ସର ଭଲ ହେବ
ଭୁବନେଶ୍ୱର , ୧୫/ ୦୨ : ଆଗୁଆ ରୋଗର ଚିହ୍ନଟ ହୋଇପାରିଲେ କ୍ୟାନ୍ସରରେ ଆକ୍ରାନ୍ତ ଶିଶୁମାନଙ୍କର ସଫଳତାର ସହ ଚିକିତ୍ସା କରାଯାଇପାରିବ ବୋଲି ବୁଧବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ପେଡିଆଟ୍ରିକ ଅଙ୍କୋଲୋଜି ଆଣ୍ଡ ହେମାଟୋଲୋଜି ୟୁନିଟର ମୁଖ୍ୟ!-->…
Read More...
Read More...
‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ
ଭୁବନେଶ୍ବର: ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କାର୍ଯ୍ୟ କରାଯିବ। ଏଥି ପାଇଁ ସରକାର ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରିଛନ୍ତି।
ସ୍ବାସ୍ଥ୍ୟ ସଚିବ କହିଛନ୍ତି ଯେ, ବିଗତ କିଛି ବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ
କେନ୍ଦୁଝର: କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି।
୩୮୧ କୋଟି ଟଙ୍କା!-->!-->!-->!-->!-->…
Read More...
Read More...
ପାଇକମାଳ ରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର
ଭୁବନେଶ୍ବର; ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି।
ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ!-->!-->!-->…
Read More...
Read More...
ସମ୍ରେ ଷ୍ଟେମ୍ସେଲ୍ ପ୍ରତ୍ୟାରୋପଣ ଦ୍ୱାରା ଜଟିଳ ରକ୍ତ କର୍କଟ ରୋଗର ସଫଳ ଚିକିତ୍ସା
ଭୁବନେଶ୍ୱର, ୧୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତରମାନେ ମଲ୍ଟିପଲ୍ ମାଇଲୋମା ଭଳି ଏକ ଜଟିଳ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିବା ଜଣେ ୫୨ ବର୍ଷୀୟା ମହିଳାଙ୍କୁ ଷ୍ଟେମ୍ସେଲ୍ ପ୍ରତ୍ୟାରୋପଣ ମାଧ୍ୟମରେ ସୁସ୍ଥ କରିବାରେ ସଫଳ ହୋଇଛନ୍ତି!-->…
Read More...
Read More...
ଜୀବନରେ ସମସ୍ୟା ସହ ଲଢ଼ିବା ନିମନ୍ତେ ସକାରାତ୍ମକ ଚିନ୍ତାଧାରା ସବୁଠାରୁ ବଡ଼ ଅସ୍ତ୍ର: ଅରୁଣ ଲାଲ
ଭୁବନେଶ୍ୱର , ୪/ ୨ : ଜୀବନରେ ସମସ୍ୟା ସହିତ ଲଢ଼ିବା ନିମନ୍ତେ ମଣିଷର ସକାରାତ୍ମକ ଚିନ୍ତାଧାରା ହିଁ ସବୁଠାରୁ ବଡ଼ ସମ୍ପତି । ଏହାହିଁ ବିଜୟର ପଥ ସୁଗମ କରିଥାଏ ବୋଲି କ୍ୟାନ୍ସର ରୋଗୀମାନଙ୍କ ଉଦ୍ଦେଶ୍ୟରେ ମତ ରଖିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅରୁଣ ଲାଲ । ମନ ଯାହାକୁ ବିଶ୍ୱାସ କରେ!-->…
Read More...
Read More...