ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ
Browsing Category

ସ୍ୱାସ୍ଥ୍ୟ

ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍‌

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି
Read More...

ଯାଜପୁର ଝାଡ଼ାବାନ୍ତିରେ ଆଉ ୨ ମୃତ

ଯାଜପୁର: ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨ ଆକ୍ରାନ୍ତ ମୃତ। ଝାଡ଼ାବାନ୍ତି ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲା। ଏନେଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏଡିଏମଓ ସୂଚନା ଦେଇଛନ୍ତି।ଯାଜପୁର ଜିଲ୍ଲାରେ ହଠାତ୍ ଦେଖାଦେଇଥିବା ଝାଡାବାନ୍ତି ରୋଗର ଚିକିତ୍ସା ଓ ନିରାକରଣ ନିମନ୍ତେ
Read More...

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି।
Read More...

କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ। କଟକ ଭୁବନେଶ୍ବରରେ ଅଧିକ ମାତ୍ରାରେ ସଂକ୍ରମଣ ବଢିବାରେ ଲାଗିଛି। ଏପଟେ ଆଉ କିଛି ଦିନ ପରେ ରଥଯାତ୍ରା। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ
Read More...

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ କେଇ ଘଣ୍ଟା ଭିତରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।। ଗତକାଲି ସକାଳ ସୁଦ୍ଧା ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାତି ସୁଦ୍ଧା ୯କୁ ବଢିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ଆଜି ସକାଳେ ଆଉ ୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ
Read More...

ସମ୍ ରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ

ଭୁବନେଶ୍ୱର, ମଇ ୧୨: ଛଅ ବର୍ଷର ଶିଶୁପୁତ୍ରଟିର ଇଚ୍ଛା ଥିଲା ସେ ଗୋଟିଏ ପୁରସ୍କାର ପାଇବ। ମା’ବି ତାକୁ ଆଶ୍ୱାସନା ଦେଇଥିଲେ ଯେ ସେ ଏଭଳି ପୁରସ୍କାର ପାଇବ ଯାହା କେହି ବି ପାଇ ନଥିବେ। ଶିଶୁଟି ଜୀବିତ ଅବସ୍ଥାରେ ପୁରସ୍କାର ପାଇପାରିଲା ନାହିଁ ସତ ତେବେ ମୃତ୍ୟୁ ପରେ ଆଉ ଦୁଇଟି ଜୀବନ
Read More...

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ ହେବ ଓଡିଶା : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର; ୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମଆର) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଏକ
Read More...

ଜନ୍ମଗତ ତୃଟି ଥିବା ନବଜାତ ଶିଶୁର ଜୀବନ ବଂଚାଇବାରେ ସଫଳ ହେଲେ ସମ୍ମମ ଡାକ୍ତରୀ ଟିମ୍‌

ଭୁବନେଶ୍ୱର: ଜଟିଳ ଜନ୍ମଗତ ତୃଟି ନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମ ଗ୍ରହଣ କରିଥିବା ମାତ୍ର ଦେଢ଼ କେଜି ଓଜନର ଏକ ଶିଶୁର ଉଚ୍ଚକୋଟୀର ଚିକିତ୍ସା ଦ୍ୱାରା ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ଡାକ୍ତରୀ ଟିମ୍‌।ଗର୍ଭଧାରଣର ମାତ୍ର ୩୩ ସପ୍ତାହରେ
Read More...

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହୋଇଛି। କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି
Read More...

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ

ଭୁବନେଶ୍ବର: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଏଥିରେ
Read More...