ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ
Browsing Category

ସ୍ୱାସ୍ଥ୍ୟ

ଓଡ଼ିଶାରେ ପ୍ରଥମ: ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

ଭୁବନେଶ୍ୱର: କକର୍ଟ ରୋଗ ଓ ବଂଶଗତ ରୋଗର ସଠିକ୍ ନିର୍ଣ୍ଣୟ ଓ ବ୍ୟକ୍ତି କୈନ୍ଦ୍ରିକ ଚିକିତ୍ସା (ପ୍ରିସିଜନ୍ ମେଡିସିନ୍‌) କ୍ଷେତ୍ରରେ ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ଶିକ୍ଷା \'ଓ\' ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏକ…
Read More...

ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ

ନୂଆଦିଲ୍ଲୀ: ରୋଗୀମାନଙ୍କୁ ଶସ୍ତାରେ ଔଷଧ ଉପଲବ୍ଧ କରାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର, ୨୦୧୩ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି। ନୂଆ ନିୟମ ଅନୁଯାୟୀ, ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସର୍ବାଧିକ ଖୁଚୁରା ମୂଲ୍ୟ ଠାରୁ ଟଙ୍କାଟିଏ ବି ଅଧିକ ଆଦାୟ…
Read More...

ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ

ନୂଆଦିଲ୍ଲୀ: ଦେଶରେ ଔଷଧ ବିକ୍ରୟ ନିୟମକୁ ଆହୁରି କଡ଼ା କରିଛନ୍ତି କେନ୍ଦ୍ର ସରକାର। ଏଣିକି କଫ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ରେ ସଂଶୋଧନ କରି ସରକାର ସିରପର ଓଭର-ଦି-କାଉଣ୍ଟର (OTC) ବିକ୍ରୟକୁ ବନ୍ଦ…
Read More...

୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ପାଇଁ ଆଗାମୀ ୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ କରାଯିବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ନର୍ସିଂ ପଦବୀ…
Read More...

୯୦ କୋଟି ପାର କଲା ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ

ନୂଆଦିଲ୍ଲୀ: ଭାରତର ଡିଜିଟାଲ ସ୍ୱାସ୍ଥ୍ୟ ବ୍ୟବସ୍ଥା ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (NHA) ଅଧୀନରେ କାର୍ଯ୍ୟକାରୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ (ABDM) ଅନ୍ତର୍ଗତ ଦେଶରେ ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ (ABHA) ସଂଖ୍ୟା ୯୦ କୋଟି ଅତିକ୍ରମ…
Read More...

ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବାର କେନ୍ଦ୍ର ପାଲଟିଛି ସମ୍‌

ସମ୍‌ରେ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ନେଇ ଦୁଇ ଦିନିଆ ସମ୍ମିଳନୀ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା ଓ ଗବେଷଣା କ୍ଷେତ୍ରରେ ପ୍ରମୁଖ କେନ୍ଦ୍ର…
Read More...

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ। ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ, ବିସ୍କୁଟ, ମଇଦା, ସ୍ନାକ୍ସ,…
Read More...

ସମ୍ ଡାକ୍ତରଙ୍କ ସଫଳତା

ଭୁବନେଶ୍ୱର, ଫେବୃଆରୀ ୧୩: ରୋଗୀର ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ଓଡ଼ିଶାରେ ପ୍ରଥମ ଥର ପାଇଁ ଆଣ୍ଠୁର ନିମ୍ନଭାଗକୁ ଅତ୍ୟାଧୁନିକ ଏଣ୍ଡୋଭାସ୍କୁଲାର ଅ।ଥେରେକ୍ଟୋମି ପଦ୍ଧତିରେ ସଦ୍ୟତମ ଜେଟ୍ସଟ୍ରିମ ଟେକ୍ନୋଲଜି ବ୍ୟବହାର କରି ସୁରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାର…
Read More...

ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ: ୫ ଜଣ ଚିହ୍ନଟ

ପଶ୍ଚିମବଙ୍ଗ: କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି। କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାର ମିଶି ସଂକ୍ରମଣ…
Read More...

ଗୃହପାଳିତ ପୋଷା ପ୍ରାଣୀଙ୍କ ଯତ୍ନ ନିମନ୍ତେ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଂଟର

ଭୁବନେଶ୍ୱର: ଘରେ ରହୁଥିବା ଗେଲବସରିଆ ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଂଟର।…
Read More...