Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category
ସ୍ୱାସ୍ଥ୍ୟ
ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲ୍ରେ ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର
ଭୁବନେଶ୍ୱର, ୨୮/୦୧: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଶନିବାର ରୋବୋଟ ସାହାଯ୍ୟରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯାଇଛି । ରୋବୋଟିକ୍ ପ୍ରକ୍ରିୟାରେ ଏଭଳି ଅସ୍ତ୍ରୋପଚାର ଖୁବ୍ ଉନ୍ନତମାନର ହୋଇଥିବା ବେଳେ ଅଧିକ!-->…
Read More...
Read More...
ଆଜିଠୁ ଆରମ୍ଭ ହେଲା ଟିକାକରଣ
ଭୁବନେଶ୍ବର; ଆଜିଠୁ ଓଡ଼ିଶାରେ ପୁଣି ଥରେ ହେବ ଟିକାକରଣ । ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ରାଜ୍ୟର ସମସ୍ତ ଜିଲ୍ଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଦିଆଯିବ ଭ୍ୟାକସିନ୍। ଯେଉଁମାନେ ଦ୍ବିତୀୟ ଓ ପ୍ରିକସନ୍ ଡୋଜ୍ ନେଇ!-->…
Read More...
Read More...
କେରଳରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ
କେରଳ; ମାସ୍କ ପିନ୍ଧିବାକୁ ନେଇ ବାଧ୍ୟତାମୂଳକ କଲେ କେରଳ ସରକାର। ଚୀନରେ କରୋନା ମାମଲା ବଢିବା ସହ ଭାରତ, ଜାପାନ ଏବଂ ଆମେରିକା ପରି ଦେଶରେ କୋଭିଡ଼ ମାମଲା ବଢ଼ିବାରେ ଲାଗିଛି । ଆଉ ଏହାରି ମଧ୍ୟରେ କେରଳ ସରକାର ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ କରିଛନ୍ତି ।
ସରକାରଙ୍କ!-->!-->!-->…
Read More...
Read More...
ଆସନ୍ତା ୧୯ରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ
ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଆରମ୍ଭ ହେବ କରୋନା ଟିକାକରଣ। ଆସନ୍ତା ୧୯ରୁ ରାଜ୍ୟରେ ଏହି ଅଭିଯାନ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ଏନେଇ ଆଜି ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
!-->!-->!-->…
Read More...
Read More...
ସମ୍ ରେ ୩୦ ଦିନର ନବଜାତ ଶିଶୁର ସଫଳ ହୃଦରୋଗ ଚିକିତ୍ସା
ଭୁବନେଶ୍ୱର, ୧୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଡାକ୍ତର ମାନଙ୍କ ଦ୍ୱାରା ଜନ୍ମରୁ ହୃଦ ସମସ୍ୟା ଥିବା ଏକ ନବଜାତ ଶିଶୁର ସଫଳ ବେଲୁନ୍ ଆଞ୍ଜିଓପ୍ଲାଷ୍ଟି ଚିକିତ୍ସା କରିପାରିଛନ୍ତି । ସମ୍ ହସ୍ପିଟାଲରେ ନୂତନ ଜ୍ଞାନ!-->…
Read More...
Read More...
ବିଶ୍ବ ହକିକପ ଲାଗି ଭୁବନେଶ୍ୱର ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି
ଭୁବନେଶ୍ବର: ହକି ପୁରୁଷ ବିଶ୍ୱକପର ସୁପରିଚାଳନା ତଥା ଭୁବନେଶ୍ୱର ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କଲେ ଖୋର୍ଦ୍ଧା ଜିଲ୍ଲା ସହରାଞ୍ଚଳ ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ । ୧୩ ତାରିଖ ଠାରୁ ୨୯ ତାରିଖ ଅର୍ଥାତ ବିଶ୍ୱକପ ଶେଷ ପର୍ଯ୍ୟନ୍ତ ସଜାଗ ରହିବାକୁ ନିର୍ଦ୍ଦେଶ। ମେଡିକାଲ ଅଫିସର,!-->…
Read More...
Read More...
ବିରିୟାନି ଖାଇ ଚାଲିଗଲା ଜୀବନ
ବେଙ୍ଗାଲୁରୁ: କେରଳର କାସରଗୋଡ଼ ଜିଲ୍ଲା ଅନ୍ତର୍ଗତ ଏକ ସ୍ଥାନୀୟ ହୋଟେଲ୍ରୁ ‘କୁଜିମାନ୍ତି’ ବା ଦମ୍ ବିରିୟାନୀ ଖାଇ ଜଣେ ୨୦ ବର୍ଷୀୟ ଯୁବତୀଙ୍କର ମୃତ୍ୟୁ ଘଟିଛି। ଫୁଡ୍ ପଏଜନିଂରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ପୁଲିସ କହିବା ଅନୁଯାୟୀ, କସରଗଡ଼ ନିକଟସ୍ଥ ପେରୁମ୍ବାଲାରର ଅଞ୍ଜୁ!-->…
Read More...
Read More...
ଏମ୍ସ ଭୁବନେଶ୍ୱରରେ ଖୋଲିବ ବର୍ଣ୍ଣ ବିଭାଗ
ଭୁବନେଶ୍ୱର; ଭୁବନେଶ୍ବର ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଇ-ହସ୍ପିଟାଲ ବ୍ୟବସ୍ଥା । ପ୍ରଥମ ପର୍ଯ୍ୟାୟରେ ଏଣ୍ଡ୍ରୋକ୍ରାଇନୋଲୋଜି, ମେଡିସିନ୍ ଓ ପେଡିଆଟ୍ରିକ୍ ସର୍ଜରୀ ବିଭାଗରେ ଇ-ହସ୍ପିଟାଲ ବ୍ୟବସ୍ଥା ଲାଗୁ କରାଯାଇଛି । ରୋଗୀଙ୍କ ପଞ୍ଜିକରଣଠୁ ଆରମ୍ଭ କରି ଟେଷ୍ଟ ଏବଂ ପ୍ରେସକ୍ରପସନ୍ ଯାଏ!-->…
Read More...
Read More...
ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ୫ନୂଆ ପରାମର୍ଶଦାତା ନିଯୁକ୍ତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ୫ନୂଆ ପରାମର୍ଶଦାତା ନିଯୁକ୍ତି କରିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ!-->…
Read More...
Read More...
ମାଲକାନଗିରିକୁ ଗଡ଼ିଲା ବାଇକ୍ ଆମ୍ୱୁଲାନ୍ସ
ମାଲକାନଗିରି; ଦୀର୍ଘ ଦିନର ଦୂର ହେଲା ଦୁଃଖ । ଆଜିଠାରୁ ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳକୁ ପ୍ରଥମ ଥର ପାଇଁ ଗଡ଼ିଲା ବାଇକ୍ ଆମ୍ୱୁଲାନ୍ସ। ନାବାର୍ଡ଼ ସହାୟତାରେ ଦୁଇ ବାଇକ୍ ଆମ୍ୱୁଲାନ୍ସ ଯୋଗାଇ ଦେଇଛି ଜିଲ୍ଲା ପ୍ରଶାସନ। ଏହି ବାଇକ ଆମ୍ବୁଲାନ୍ସ ମାଧ୍ୟମରେ ଦୁର୍ଗମ ଅଞ୍ଚଳରୁ!-->…
Read More...
Read More...