ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ସ୍ୱାସ୍ଥ୍ୟ

ପୁଣି ବଢ଼ିଲା କରୋନା

ଭୁବନେଶ୍ବର: ରାଜ୍ୟ‌ରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୯୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ ଘଣ୍ଟା ମଧ୍ୟରେ ୧୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୪ ସ୍ଥାନିୟ
Read More...

ଆଜି ବି ହଜାରେ ଉପରେ ରହିଛି ସଂକ୍ରମଣ

ଭୁବନେଶ୍ବର: ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ
Read More...

ମଙ୍କିପକ୍ସକୁ ନେଇ ଗାଇଡ ଲାଇନ ଜାରି

ନୂଆଦିଲ୍ଲୀ; କରୋନା ପରେ ଏବେ ସାରା ବିଶ୍ୱରେ ବଢୁଛି ମଙ୍କିଫକ୍ସ ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ମନ୍ତ୍ରଣାଳୟର ଗାଇଡ ଲାଇନ ମୁତାବକ ବିଦେଶରୁ ଆସୁଥିବା ଲୋକମାନେ ନିଜ ଲୋକଙ୍କ ଠାରୁ
Read More...

ରାଜ୍ୟରେ ହଜାରେ ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର : ଲଗାତାର ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ହଜାର ଟପିଲା ଦୈନିକ ସଂକ୍ରମିତ। ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୬୦୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୩୪ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୦୦
Read More...

ଆଜି ସଧ୍ୟାରେ ନବୀନଙ୍କ କୋଭିଡ ସମୀକ୍ଷା ବୈଠକ

ଭୁବନେଶ୍ଵର; ସନ୍ଧ୍ୟାରେ କୋଭିଡ୍ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟ ସଚିବ, ସ୍ଵାସ୍ଥ୍ୟ ସଚିବ ଓ ଉନ୍ନୟନ କମିଶନର ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ। ପ୍ରକାଶ ଥାଉକି, ରାଜ୍ୟରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା
Read More...

୮୦୦ ଟପିଲା କରୋନା ସଂକ୍ରମଣ; ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ବର: ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ
Read More...

ସର୍ତକ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳିନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା
Read More...

ଆସନ୍ତା ୧୫ରୁ ମାଗଣାରେ ମିଳିବ କରୋନା ବୁଷ୍ଟର ଡୋଜ୍

ନୂଆଦିଲ୍ଲୀ: ଦେଶରେ ଏବେ ଲଗାତାର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସେଥିପାଇଁ କେନ୍ଦ୍ର ସରକାର ୧୮-୫୯ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କୋଭିଡ ନିରୋଧୀ ଟିକାର ବୁଷ୍ଟର ଡୋଜ ମାଗଣା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଆସନ୍ତା ୧୫ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ
Read More...

ସ୍କୁଲକୁ ଫେରିବ କରୋନା କଟକଣା

ଭୁବନେଶ୍ବର; ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ଖୋର୍ଦ୍ଧାରେ କରୋନା ସଂକ୍ରମଣ ବଢୁଥିବାରୁ ଏବଂ ୧୨ରୁ କମ ବୟସର ପିଲା ଟିକା ନେଇନଥିବାରୁ ଭୁବନେଶ୍ୱର ମହାନଗର ନିଗମ ଏହି ପଦକ୍ଷେପ ନେବାକୁ ଯାଉଛି । ସ୍କୁଲକୁ ଖାଦ୍ୟ ସାମଗ୍ରୀ ନେବା
Read More...

ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ
Read More...