ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ
Browsing Category

ସ୍ୱାସ୍ଥ୍ୟ

୫ଟି ସଚିବଙ୍କ ଓଲଟପୁର ଗସ୍ତ

ଆଠଗଡ: ଓଲଟପୁର ସ୍ଥିତ ‘ଏନଆଇଟିଏଆର’ ଅସ୍ଥି ଚିକିତ୍ସା କ୍ଷେତ୍ରରେ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ । ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି । ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ
Read More...

ମହାରାଷ୍ଟ୍ରରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ମହାରାଷ୍ଟ୍ର: କରୋନାର ତିନୋଟି ଲହରରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ଭିତରେ ମହାରାଷ୍ଟ୍ର ଥିଲା । ବିଶେଷକରି ମୁମ୍ବାଇ ସହରର ସଂକ୍ରମଣ ସବୁଠୁ ଚିନ୍ତାର କାରଣ ପାଲଟିଥିଲା । ଏବେ ପୁଣି ସେଠାରେ ସଂକ୍ରମଣ ବଢ଼ିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୦୪୫ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ
Read More...

ମଙ୍କିପକ୍ସ ପାଇଁ କେନ୍ଦ୍ର ସରକାର ଆଣିଲେ ମାର୍ଗଦର୍ଶିକା

ନୂଆଦିଲ୍ଲୀ: ବିଶ୍ୱରେ ଦୃତ ଗତିରେ ବ୍ୟାପିବା ଆରମ୍ବ କରିଛି ମଙ୍କିପକ୍ସ ସଂକ୍ରମଣ । ଏ ପର୍ଯ୍ୟନ୍ତ ବିଶ୍ୱର ୨୩ଟି ଦେଶରେ ବ୍ୟାପିସାରିଛି ଏହି ମାରାତ୍ମକ ଭୂତାଣୁ । ସାରା ବିଶ୍ୱରେ ମୋଟ ୨୫୭ ଜଣ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇସାରିଛନ୍ତି । ଏହାରି ଭିତରେ ମଙ୍କିପକ୍ସକୁ ନେଇ ନୂଆ
Read More...

ମଙ୍କିପକ୍ସକୁ ନେଇ ସତର୍କ କରାଇଛି ବିଶ୍ବ ସ୍ବାସ୍ଥ୍ୟ ସଂଙ୍ଗଠନ

କରୋନା ପରେ ଏବେ ବିଶ୍ବରେ ମଙ୍କିପକ୍ସ ଭୂତାଣୁ ନୂଆ ଆତଙ୍କ ସୃଷ୍ଟି କରିଛି । ୧୨ଟି ରାଷ୍ଟ୍ରରେ ଏହି ଭୂତାଣୁ ପହଞ୍ଚି ସାରିଥିବା ବେଳେ ବ୍ରିଟେନ୍‌ରେ ଏବେ ଏହା ଗୋଷ୍ଠୀ ସଂକ୍ରମଣର ରୂପ ନେଇଛି। ବ୍ରିଟେନ୍‌ ସ୍ବାସ୍ଥ୍ୟ ବିଭାଗ ଏହାକୁ ନେଇ ହାଇଆଲର୍ଟ ଜାରି କରିଛି। ଏଯାଏଁ ସାରା ବିଶ୍ୱରେ ଶହେରୁ
Read More...

ଏବେ ଡରାଇଲାଣି ମଙ୍କିପକ୍ସ

ନୂଆଦିଲ୍ଲୀ : ଆମେରିକା ଓ ବ୍ରିଟେନ ସମେତ ଏକାଧିକ ଦେଶରେ ମଙ୍କିପକ୍ସ ଭୂତାଣୁ ବ୍ୟାପିବା ପରେ ବନ୍ଦର ଓ ବିମାନ ବନ୍ଦରଗୁଡିକୁ ଆଲର୍ଟ କରିଛନ୍ତି କେନ୍ଦ୍ର ସରକାର । ମଙ୍କିପକ୍ସ ଆକ୍ରାନ୍ତ ଦେଶରୁ ଆସୁଥିବା ଯେକୌଣସି ଅସୁସ୍ଥ ବ୍ୟକ୍ତିଙ୍କ ଉପରେ ସତର୍କ ନଜର ରଖିବାକୁ କୁହାଯାଇଛି ।
Read More...

ଆଗକୁ ବଢ଼ିପାରେ କରୋନା ସଂକ୍ରମଣ

ଆସନ୍ତା ୩ ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବଢିବାର ଆଶଙ୍କା ରହିଛି। ସତର୍କ କରାଇଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟ ସରକାର କରୋନା ଲଢେଇ ପାଇଁ ପ୍ରସ୍ତୁତ ଅଛନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଵାସ୍ଥ୍ୟ ଭିତ୍ତିଭୂମିକୁ ପ୍ରସ୍ତୁତ
Read More...

ମୋଦୀଙ୍କ କୋଭିଡ୍ ସମୀକ୍ଷା

କରୋନା ସ୍ଥିତି ନେଇ ଭର୍ଚ୍ଚୁଆଲ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାବାର୍ତ୍ତା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି, ଟିକାକରଣ କରୋନା ମୁକାବିଲା ପାଇଁ ବଡ ଅସ୍ତ୍ର। ବର୍ତ୍ତମାନ କିଛି ରାଜ୍ୟରେ ସଂକ୍ରମଣ ବଢୁଛି । ତେଣୁ ଆମକୁ ସତର୍କ ରହିବାକୁ
Read More...

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ

ପୁଣିଥରେ କରୋନା ତାର କାୟା ବିସ୍ତାର କରୁଥିବା ବେଳେ ବୁଷ୍ଟର ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି । ଆଉ ଏସବୁ ଭିତରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି । ୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଅନୁମତି ଦେଇଛି ।
Read More...

କୋଭିଡ ମୁକ୍ତ ହେଉଛି ଓଡିଶା

ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ଓଡିଶାରୁ ଧିରେ ଧିରେ କୋଭିଡ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି
Read More...

ଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଛି । ଲଗାତର ଚତୁର୍ଥ ଦିନ ପାଇଁ ଦେଶରେ ୨ହଜାର କରୋନା ସଂକ୍ରମିତ ଚିହ୍ନଟ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ହଜାର ୫୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାର ୭୯ରେ ପହଞ୍ଚିଛି। ଦେଶରେ ଦୈନିକ
Read More...