ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ
Browsing Category

ସ୍ୱାସ୍ଥ୍ୟ

ସର୍ତକ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳିନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା…
Read More...

ଆସନ୍ତା ୧୫ରୁ ମାଗଣାରେ ମିଳିବ କରୋନା ବୁଷ୍ଟର ଡୋଜ୍

ନୂଆଦିଲ୍ଲୀ: ଦେଶରେ ଏବେ ଲଗାତାର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସେଥିପାଇଁ କେନ୍ଦ୍ର ସରକାର ୧୮-୫୯ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କୋଭିଡ ନିରୋଧୀ ଟିକାର ବୁଷ୍ଟର ଡୋଜ ମାଗଣା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଆସନ୍ତା ୧୫ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ମାଗଣାରେ…
Read More...

ସ୍କୁଲକୁ ଫେରିବ କରୋନା କଟକଣା

ଭୁବନେଶ୍ବର; ରାଜଧାନୀର ସମସ୍ତ ସ୍କୁଲ କ୍ୟାମ୍ପସରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହେବ । ଖୋର୍ଦ୍ଧାରେ କରୋନା ସଂକ୍ରମଣ ବଢୁଥିବାରୁ ଏବଂ ୧୨ରୁ କମ ବୟସର ପିଲା ଟିକା ନେଇନଥିବାରୁ ଭୁବନେଶ୍ୱର ମହାନଗର ନିଗମ ଏହି ପଦକ୍ଷେପ ନେବାକୁ ଯାଉଛି । ସ୍କୁଲକୁ ଖାଦ୍ୟ ସାମଗ୍ରୀ ନେବା…
Read More...

ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…
Read More...

କରୋନା ସଂକ୍ରମଣ ବଢ଼ାଇଲା ଚିନ୍ତା

ଭୁବନେଶ୍ବର: ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୪ ଦିନ ହେବ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଉପରେ ରହୁଛି । ଲୋକେ ଯେତେ କରୋନାକୁ ନିୟମକୁ ଅଣଦେଖା କରୁଛନ୍ତି, ଭୂତାଣୁ ସେତେ ମାତ୍ରାରେ ମାଡ଼ିଚାଲିଛି । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୪ ଜିଲ୍ଲା ରେଡ୍‌…
Read More...

ପୁଣି ବଢ଼ିଲା କରୋନା ସଂକ୍ରମଣ

ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ…
Read More...

ଛଅ ମାସରୁ ପାଞ୍ଚ ବର୍ଷ ପିଲାଙ୍କୁ କରୋନା ଟିକା

୬ ମାସରୁ ଉର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ କରୋନା ଟିକା । ୬ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ କରୋନା ଟିକା ଦେବା ପାଇଁ ଅନୁମତି ଦେଇଛି ଆମେରିକା। ଫାଇଜର ଓ ମଡର୍ଣ୍ଣା ଟିକା ପିଲାଙ୍କୁ ଦିଆଯିବ । ସିଡିସିର ଅନୁମତି ପରେ ଟିକାକରଣ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଆସନ୍ତା ସପ୍ତାହରୁ ୬…
Read More...

୫ଟି ସଚିବଙ୍କ ଓଲଟପୁର ଗସ୍ତ

ଆଠଗଡ: ଓଲଟପୁର ସ୍ଥିତ ‘ଏନଆଇଟିଏଆର’ ଅସ୍ଥି ଚିକିତ୍ସା କ୍ଷେତ୍ରରେ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ । ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି । ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ…
Read More...

ମହାରାଷ୍ଟ୍ରରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ମହାରାଷ୍ଟ୍ର: କରୋନାର ତିନୋଟି ଲହରରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ଭିତରେ ମହାରାଷ୍ଟ୍ର ଥିଲା । ବିଶେଷକରି ମୁମ୍ବାଇ ସହରର ସଂକ୍ରମଣ ସବୁଠୁ ଚିନ୍ତାର କାରଣ ପାଲଟିଥିଲା । ଏବେ ପୁଣି ସେଠାରେ ସଂକ୍ରମଣ ବଢ଼ିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୦୪୫ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ…
Read More...

ମଙ୍କିପକ୍ସ ପାଇଁ କେନ୍ଦ୍ର ସରକାର ଆଣିଲେ ମାର୍ଗଦର୍ଶିକା

ନୂଆଦିଲ୍ଲୀ: ବିଶ୍ୱରେ ଦୃତ ଗତିରେ ବ୍ୟାପିବା ଆରମ୍ବ କରିଛି ମଙ୍କିପକ୍ସ ସଂକ୍ରମଣ । ଏ ପର୍ଯ୍ୟନ୍ତ ବିଶ୍ୱର ୨୩ଟି ଦେଶରେ ବ୍ୟାପିସାରିଛି ଏହି ମାରାତ୍ମକ ଭୂତାଣୁ । ସାରା ବିଶ୍ୱରେ ମୋଟ ୨୫୭ ଜଣ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇସାରିଛନ୍ତି । ଏହାରି ଭିତରେ ମଙ୍କିପକ୍ସକୁ ନେଇ ନୂଆ…
Read More...