ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category

ସ୍ୱାସ୍ଥ୍ୟ

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି। ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ତନ୍ମଧ୍ୟରୁ ୧୨୯ଟି ନମୁନାର ପରୀକ୍ଷା ରିପୋର୍ଟ ମିଳିଥିବା
Read More...

ଡାଇରିଆ ପରେ ଏବେ ଅଣାୟତ୍ତ ଜଣ୍ଡିସ୍‌

ମୟୂରଭଞ୍ଜ: ଡାଇରିଆ ପରେ ଏବେ ଡରାଉଛି ଜଣ୍ଡିସ୍। ଦୁଇ ଗାଁରେ ୪୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକରେ ବ୍ୟାପୁଛି ଜଣ୍ଡିସ୍। ୧୫ ଦିନ ଭିତରେ ୧୯ ଜଣ ଆକ୍ରାନ୍ତ ହେଲେଣି। ଗୋପବନ୍ଧୁନଗର ବ୍ଲକର ଗୋଟିଏ ପରେ ଗୋଟିଏ ଗାଁକୁ ବ୍ୟାପିବାରେ ଲାଗିଛି ଜଣ୍ଡିସ୍।
Read More...

ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ

ଯାଜପୁର: ଯାଜପୁରରେ ନିୟନ୍ତ୍ରଣକୁ ଆସୁନି ଝାଡାବାନ୍ତି। ମାଡୁଛି ହଇଜା। ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍‌ରୁ ପଜିଟିଭ୍‌ ଚିହ୍ନଟ ହୋଇଛି। ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍‌ ଚିହ୍ନଟ
Read More...

ହଇଜାରେ ଆଉ ୨ ମୃତ, ଯାଜପୁରରେ କେନ୍ଦ୍ରୀୟ ଟିମ୍

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତିରେ କୌଣସି ସୁଧାର ଆସୁନି। ପୁଣି ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର ବୋଲି ଜଣାପଡିଛି। ଜିଲାରେ ୨୨୬ ଜଣ ରୋଗୀ ବିଭିନ୍ନ ଡାକ୍ତରଖାନାରେ
Read More...

ଯାଜପୁରରେ କଲେରା ଆକ୍ରାନ୍ତ: ୮ ଜଣଙ୍କ ରିପୋର୍ଟ ପଜିଟିଭ୍

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ରିପୋର୍ଟ ଅନୁଯାୟୀ, ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ସ୍ପଷ୍ଟ
Read More...

ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍‌

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି
Read More...

ଯାଜପୁର ଝାଡ଼ାବାନ୍ତିରେ ଆଉ ୨ ମୃତ

ଯାଜପୁର: ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨ ଆକ୍ରାନ୍ତ ମୃତ। ଝାଡ଼ାବାନ୍ତି ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲା। ଏନେଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏଡିଏମଓ ସୂଚନା ଦେଇଛନ୍ତି।ଯାଜପୁର ଜିଲ୍ଲାରେ ହଠାତ୍ ଦେଖାଦେଇଥିବା ଝାଡାବାନ୍ତି ରୋଗର ଚିକିତ୍ସା ଓ ନିରାକରଣ ନିମନ୍ତେ
Read More...

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି।
Read More...

କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ। କଟକ ଭୁବନେଶ୍ବରରେ ଅଧିକ ମାତ୍ରାରେ ସଂକ୍ରମଣ ବଢିବାରେ ଲାଗିଛି। ଏପଟେ ଆଉ କିଛି ଦିନ ପରେ ରଥଯାତ୍ରା। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ
Read More...

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ କେଇ ଘଣ୍ଟା ଭିତରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।। ଗତକାଲି ସକାଳ ସୁଦ୍ଧା ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାତି ସୁଦ୍ଧା ୯କୁ ବଢିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ଆଜି ସକାଳେ ଆଉ ୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ
Read More...