ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର
Browsing Category

ସ୍ୱାସ୍ଥ୍ୟ

ଗୋପବନ୍ଧୁ ଆରୋଗ୍ୟ ସହ ଯୋଡି ହେବ ଆୟୁଷ୍ମାନ ଭାରତ

ସାଢ଼େ ୩ କୋଟିଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡଭୁବନେଶ୍ବର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଚଳିତ ଆର୍ଥିକ ବର୍ଷ
Read More...

୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

ଭୁବନେଶ୍ବର: ୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍‌ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ। ସେହିପରି ନିରାମୟ ଖୋଲା ନ ଥିଲେ କଡା
Read More...

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍

ଭୁବନେଶ୍ବର:କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ। ବେଡ ସଂଖ୍ୟା ବୃଦ୍ଧି ପାଇ ୪୦ରେ ପହଞ୍ଚିବ। ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି
Read More...

ଆମ୍ବ ଟାକୁଆରୁ ହୋଇଛି ହେପାଟାଇଟିସ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର; କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଏମକେସିଜି ବ୍ରହ୍ମପୁରରେ ଚିକିତ୍ସା ହେଉଥିବା
Read More...

ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ

ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍‌ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ
Read More...

୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା

ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ
Read More...

କର୍କଟ ଚିକିତ୍ସା ନିମନ୍ତେ ଦକ୍ଷିଣ ଓଡ଼ିଶାରେ ନୂତନ ସୁବିଧା ଉପଲବ୍ଧ

ବ୍ରହ୍ମପୁର ସମ୍ ହସ୍ପିଟାଲ୍‌ରେ କେମୋଥେରାପି ଚିକିତ୍ସା ଆରମ୍ଭଭୁବନେଶ୍ୱର, ଅକ୍ଟୋବର ୧୭: ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ-କ୍ୟାମ୍ପସ ୩ରେ କର୍କଟ
Read More...

ମହାଷ୍ଟମୀ ଭୋଗ ଖାଇ ପ୍ରାୟ ୧୫୦ ଅସୁସ୍ଥ

ପୁରୀ: ଦୁର୍ଗା ପୂଜା ଉତ୍ସବରେ ଶନିବାର ଦିନ ପ୍ରସାଦ ସେବନ କରିବା ପରେ ପୁରୀରେ ଅତି କମରେ ୧୫୦ ଲୋକ ଅସୁସ୍ଥ ହୋଇପଡିଛନ୍ତି। ପୁରୀର ଗୋପ ବ୍ଲକର ଓଟଙ୍ଗା ଗ୍ରାମରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଗତ ୧୦ ତାରିଖ ରାତିରେ ମା’ ତାରାଦେଇଙ୍କ ପାଖରେ ଗ୍ରାମବାସୀଙ୍କ ପକ୍ଷରୁ ମହାଷ୍ଟମୀ
Read More...

ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ।ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ ଆଭ୍ୟନ୍ତରୀଣ ବିକୀରଣ ପ୍ରକ୍ରିୟା ଯେଉଁଥିରେ କି
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...