ପ୍ରମୁଖ ଖବର

କର୍ଣ୍ଣାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣାରେ ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର
ଭାରତ-ନ୍ୟୁଜିଲାଣ୍ଡ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବାଜି ମାରି ନେଇଛି ଭାରତ
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ
Browsing Category

ସ୍ୱାସ୍ଥ୍ୟ

କୋଭିଡ୍ ପ୍ରସଙ୍ଗରେ ପୁଣି ଡରାଇଲା ସ୍ବାସ୍ଥ୍ୟ ବିଭାଗ

ଅମାନିଆ ହେଲେ ଆଗୁଆ ଆସିବ ତୃତୀୟ ଲହର! ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଏବେ କମୁଛି । ଖୁବ ଶୀଘ୍ର ନିୟନ୍ତ୍ରଣକୁ ଆସିବ ବୋଲି ଅନୁମାନ କରାଯାଉଛି । କିନ୍ତୁ ଲୋକେ ଆମନିଆ ହେଲେ ସଂକ୍ରମଣ ପୁଣି ବଢିବାର ସମ୍ଭାବନା ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ତୃତୀୟ
Read More...

ନିୟନ୍ତ୍ରଣକୁ ଆସିପାରୁନି ଖୋର୍ଧା ଜିଲ୍ଲା

୫୯ ଜଣଙ୍କ ମୃତ୍ୟୁ ସଂପର୍କରେ ଘୋଷଣା କଲେ ସରକାର, ଜୁଲାଇର ପ୍ରଥମ ୭ ଦିନରେ ୩୪୦ ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ହେଲେ ମୃତ୍ୟ ସଂଖ୍ୟା ବଢିବଢି ଚଲିଛି । ଗତ ୨୪ ଘଂଟାରେ ୫୯ ଜଣଙ୍କ ମୃତ୍ୟ ଘୋଷଣା କରାଯାଇଛି। ଯାହା ସର୍ବାଧିକ । ମୃତ୍ୟୁସଂଖ୍ୟା ବୃଦ୍ଧିକୁ ନେଇ
Read More...

ସର୍ବାଧିକ ସଂକ୍ରମିତ ତାଲିକାରେ ଓଡିଶାର ୧୧ ଜିଲ୍ଲା

ଦେଶରେ ୯୧ ଜିଲ୍ଲାରୁ ଓଡିଶାର ୧୧ ଜିଲ୍ଳାରେ ଅଧିକ ସଂକ୍ରମଣ ନୂଆଦିଲ୍ଲୀ: ଦେଶରେ କିଛି ଦିନ ହେବ କରୋନା ଦ୍ୱିତୀୟ ଲହରର ପ୍ରଭାବ କମୁଥିବା ଦେଖାଦେଉଛି । ୯ ଦିନ ହେବ ଦେଶରେ ସଂକ୍ରମଣ କମରହିଛି । ଦୈନିକ ସଂକ୍ରମଣ ୫୦ ହଜାରରୁ କମ ରହୁଛି । ହେଲେ ଚିନ୍ତାର ବିଷୟ ହେଉଛି ଦେଶରେ ୯୧ ଜିଲ୍ଲାରେ
Read More...

କୋଭିଡ୍ ମୃତ୍ୟୁ ନେଇ ଆସିଲା ସରକାରଙ୍କ ସ୍ପଷ୍ଟୀକରଣ

ଘୋଷଣା କରାଯାଉଥିବା ମୃତ୍ୟୁ ରିୟଲ ଟାଇମ୍ ତଥ୍ୟ ଉପରେ ନୁହେଁ: ସିବିକେସରକାର କୌଣସି କୋଭିଡ୍ ମୃତ୍ୟୁ ଜନିତ ତଥ୍ୟ ଲୁଚାଇନାହାନ୍ତି କହିଲେ ଡିଏମ୍‌ଇଟିହେଲେ ଅଣ କୋଭିଡ୍ ମୃତ୍ୟୁ ରିପୋର୍ଟ ନ ଦେବା ଫଳରେ ଲୋକଙ୍କ ସନ୍ଦେହ ବଢ଼ିଲାବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ପ୍ରଦର୍ଶନ ନେଇ ସବୁଠି
Read More...

ଚିନ୍ତା ବଢ଼ାଇଲାଣି ଟ୍ବିନ୍ ସିଟି

ଆଜି ବି ମୃତ୍ୟୁ ସଂଖ୍ୟା ୫୦ ଉପରେ, ବୁଲୁଛନ୍ତି କେନ୍ଦ୍ରୀୟ ଟିମ୍ ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହାର ଗତ ଦୁଇ ଦିନ ହେବ ୪ ପ୍ରତିଶତ ତଳକୁ ଖସିଛି। ଆଜି (ଗତ ୨୪ ଘଣ୍ଟା ରିପୋର୍ଟ ଆଧାରରେ) ସଂକ୍ରମଣ ହାର ରହିଛି ୩.୯୩%। ଦିନକରେ ୨୫ ଶହ ତଳକୁ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ
Read More...

ଟାର୍ଗେଟକୁ ବି ଟପିଗଲେ

ରେକର୍ଡ ଟିକାଦାନ: ୪ ଲକ୍ଷ ୨ ହଜାର ୪୩୪ ଡୋଜ ଦିଆଯାଇଛି୨୧ ଜୁନରେ ସର୍ବାଧିକ ୩ ଲକ୍ଷ ୩୨ ହଜାର ୭୧୭ ଟିକାଦାନ ହୋଇଥିଲା ରାଜ୍ୟରେ ଦିନକରେ ରେକର୍ଡ ଟିକାଦାନ । ଦିନକରେ ୪ ଲକ୍ଷରୁ ଅଧିକ ଟିକାକରଣ ହୋଇଛି ଓଡିଶାରେ । ଆଜି ୪ ଲକ୍ଷ ୨ ହଜାର ୪୩୪ ଡୋଜ ଦିଆଯାଇଛି। ଯାହା ଗୋଟିଏ ଦିନରେ
Read More...

ରାଜ୍ୟରେ ୨୦ ଜୀବନ ନେଲାଣି ବ୍ଲାକ ଫଙ୍ଗସ୍

ଭୁବନେଶ୍ବର: କୋଭିଡ୍ ଯେମିତି ଘାତକ, ବ୍ଲାକ୍ ଫଙ୍ଗସ୍ ସେମିତି ଡରାଇଲାଣି। ରାଜ୍ୟରେ ୨୦ ଜଣଙ୍କ ଜୀବନ ନେଲାଣି ମାରାତ୍ମକ ବ୍ଲାକ ଫଙ୍ଗସ୍ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ଏଯାଏ ୧୩୦ ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬
Read More...

କାରଣ ଖୋଜିବାକୁ ଆସି ପହଞ୍ଚିଲା କେନ୍ଦ୍ରୀୟ ଟିମ୍

ଅଗଷ୍ଟ-ସେପ୍ଟେମ୍ବରରେ ଆସିପାରେ ତୃତୀୟ ଲହର ଭୁବନେଶ୍ବର: ଓଡିଶାରେ କାହିଁକି କମୁନି କରୋନା ସଂକ୍ରମଣ ? ଏହାର ସମୀକ୍ଷା ପାଇଁ ଓଡିଶାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ । କୋଲକତା ଜନସ୍ୱାସ୍ଥ୍ୟ ବିଭାଗର ଡାକ୍ତର ପ୍ରଫେସର ଶିବାନୀ ଦତ୍ତ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ସରକାରୀ
Read More...

ଗଂଜାମ ନେଲା ‘କୋଭାକ୍ସିନ୍‌’

ଭୁବନେଶ୍ୱର ପରେ ଗଂଜାମକୁ ଫୋକସ କଲେ ସରକାର ଭୁବନେଶ୍ବର: ଭୁବନେଶ୍ୱରେ ପରେ ଏବେ ଗଂଜାମରେ କୋଭାକ୍ସିନ ଟିକା । ରାଜ୍ୟରେ କେବେଳ ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯାଉଥିବା ଅନ୍ୟ ସବୁ ଜିଲ୍ଲାରେ କୋଭିସିଲ୍ଡ ଟିକା ଦିଆଯାଉଛି । ଗଂଜାମରେ ମଧ୍ୟ ପୂର୍ବରୁ କୋଭିସିଲ୍ଡ ଦିଆଯାଉଥିଲା।
Read More...