ପ୍ରମୁଖ ଖବର

ଭୁବନେଶ୍ୱରର ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଅଣ୍ଡରୱେଟ୍ ଶିଶୁଙ୍କ ପୁଷ୍ଟିକର ଖାଦ୍ୟ ପାଇଁ ବଢ଼ିଲା ଖର୍ଚ୍ଚ, ପ୍ରତିଦିନ ମିଳିବ ୧୮ ଟଙ୍କାର ପୋଷଣ
ପିପିଲିରେ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଜବତ
ଏସଟି, ଏସସି ଓ ଏସିବିସି ପାଇଁ ସଂରକ୍ଷଣ ବୃଦ୍ଧି, ୨୦୨୬-୨୭ରୁ ଲାଗୁ ହେବ ନୂଆ ନୀତି
ପୁଣି ବଢ଼ିଲା ବସ୍ ଭଡ଼ା, ଯାତ୍ରୀଙ୍କ ପକେଟକୁ ଝଟକା
ମଦର ଡେରୀର ନୂଆ ପଦକ୍ଷେପ: ମାଟିରେ ମିଶିଯିବ କ୍ଷୀର ପାଉଚ୍
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ, ଶୀଘ୍ର ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ
Browsing Category

ସ୍ୱାସ୍ଥ୍ୟ

‘ଆଭା’ କାର୍ଡ, ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ପୂର୍ବ ଡାଟା

ଭୁବନେଶ୍ବର: ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ସମସ୍ତ ପୂର୍ବ ଡାଟା। ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ। ଏହି ମିଶନ ଅଧୀନରେ ରୋଗୀଙ୍କୁ ମିଳିବ ଏକ ସ୍ୱତନ୍ତ୍ର କାର୍ଡ। ଏହି କାର୍ଡର ନାଁ ହେଉଛି ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ବା ‘ଆଭା’। ନ୍ୟାସନାଲ
Read More...

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର; ସୋମବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ କହିଛନ୍ତି ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ହେବ ବଡ ପରିବର୍ତ୍ତନ। ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ। ମନ୍ତ୍ରୀ କହିଛନ୍ତି, ଭଦ୍ରକ ସମେତ ୩୦ ଜିଲାରେ ମେଡିକାଲ କଲେଜ ଖୋଲିବା ସହ
Read More...

ସମ୍ ପକ୍ଷରୁ ଆୟୋଜିତ ଜାତୀୟ ଇଂଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ ‘ସମମ୍‌ଇରକନ୍‌’

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦେଶ ତଥା ବିଦେଶରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍ ହସ୍ପିଟାଲ : ସ୍ୱାସ୍ଥ୍ୟ ମନ୍ତ୍ରୀ ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଘରୋଇ ଡାକ୍ତରଖାନା ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍
Read More...

ଗୋପବନ୍ଧୁ ଆରୋଗ୍ୟ ସହ ଯୋଡି ହେବ ଆୟୁଷ୍ମାନ ଭାରତ

ସାଢ଼େ ୩ କୋଟିଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡଭୁବନେଶ୍ବର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍‌ଓୟୁ ହେବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଚଳିତ ଆର୍ଥିକ ବର୍ଷ
Read More...

୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

ଭୁବନେଶ୍ବର: ୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍‌ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ। ସେହିପରି ନିରାମୟ ଖୋଲା ନ ଥିଲେ କଡା
Read More...

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍

ଭୁବନେଶ୍ବର:କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ। ବେଡ ସଂଖ୍ୟା ବୃଦ୍ଧି ପାଇ ୪୦ରେ ପହଞ୍ଚିବ। ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି
Read More...

ଆମ୍ବ ଟାକୁଆରୁ ହୋଇଛି ହେପାଟାଇଟିସ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର; କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଏମକେସିଜି ବ୍ରହ୍ମପୁରରେ ଚିକିତ୍ସା ହେଉଥିବା
Read More...

ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ

ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍‌ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ
Read More...

୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା

ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ
Read More...

କର୍କଟ ଚିକିତ୍ସା ନିମନ୍ତେ ଦକ୍ଷିଣ ଓଡ଼ିଶାରେ ନୂତନ ସୁବିଧା ଉପଲବ୍ଧ

ବ୍ରହ୍ମପୁର ସମ୍ ହସ୍ପିଟାଲ୍‌ରେ କେମୋଥେରାପି ଚିକିତ୍ସା ଆରମ୍ଭଭୁବନେଶ୍ୱର, ଅକ୍ଟୋବର ୧୭: ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ-କ୍ୟାମ୍ପସ ୩ରେ କର୍କଟ
Read More...