ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି
Browsing Category

ସ୍ୱାସ୍ଥ୍ୟ

ଆଇଭିଏଫ୍ ସମାଜ ପାଇଁ ଏକ ବରଦାନ: ସୋଆ ଉସଭାପତି

ସମ୍ ହସ୍ପିଟାଲ୍ ସିଏଚ୍‌ଆର୍ ପକ୍ଷରୁ ବିଶ୍ୱ ଆଇଭିଏଫ୍ ଦିବସ ପାଳିତଭୁବନେଶ୍ୱର, ଜୁଲାଇ ୨୫: ବର୍ତମାନ ସମାଜରେ ଇନ୍ ଭିଟ୍ରୋ ଫର୍ଟିଲାଇଜେସନ୍ (ଆଇଭିଏଫ୍‌) ଏକ ବରଦାନ ପାଲଟିଛି । ଲକ୍ଷ ଲକ୍ଷ ଦମ୍ପତିଙ୍କ ପାଇଁ ଆଇଭିଏଫ୍ ଆଶାର କିରଣ ପାଲଟିଛି ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ବର: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତେବେ ବିଧାନସଭାରେ ବିବୃତ୍ତି
Read More...

ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ: ଖୁସି ପ୍ରକାଶ କଲେ ନବୀନ

ଭୁବନେଶ୍ବର: ଯାଜପୁରବାସୀଙ୍କ ସ୍ୱପ୍ନ ପୂରଣ ହୋଇଛି। ଯାଜପୁର ମେଡିକାଲ କଲେଜକୁ ମିଳିଲା ମଞ୍ଜୁରୀ। ଚଳିତବର୍ଷ ୫୦ ଏମବିବିଏସ୍ ସିଟରେ ନାମଲେଖା ହେବ। ସୋସିଆଲ ମିଡିଆରେ ଯାଜପୁରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ। ଜାତୀୟ ମେଡିକାଲ କମିଶନ ୫୦ ସିଟକୁ ଦେଇଛନ୍ତି ମଞ୍ଜୁରୀ।
Read More...

ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଡାକ୍ତରୀ ଛାତ୍ରୀଛାତ୍ର ମାନଙ୍କ ପାଇଁ ଖୁସି ଖବର। ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର କଟକ
Read More...

‌ଡେଙ୍ଗୁ ପାଇଁ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ଡେଙ୍ଗୁ ପାଇଁ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍‌ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ
Read More...

ସମ୍ ହସ୍ପିଟାଲ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଚେତ ଅବସ୍ଥାରେ ମସ୍ତିଷ୍କ ଅତ୍ସୋପଚାର ସମ୍ପନ୍ନ

ଭୁବନେଶ୍ୱର, ୨/୦୭: ଅତ୍ୟାଧୁନିକ ନ୍ୟୁରୋ ଏବଂ ସ୍ପାଇନ୍ସ ସର୍ଜରୀ ମାଧ୍ୟମରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଫଳତାର ସହ ୭୧ ବର୍ଷୀୟ ଜଣେ ରୋଗୀଙ୍କର ସଚେତ ଅବସ୍ଥାରେ ଏକ ଜଟିଳ ମସ୍ତିଷ୍କ ଅସ୍ତ୍ରୋପଚାର କରାଯାଇଛି।
Read More...

ଡିପଥେରିଆରେ ଆଉ ଏକ ଶିଶୁର ମୃତ୍ୟୁ

ବ୍ରହ୍ମପୁର: ଦିନକୁ ଦିନ ଚିନ୍ତା ବଢ଼ାଇଛି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଶିଶୁଙ୍କ ଜୀବନ ନେଉଛି ଏହି ରୋଗ। ଡିପଥେରିଆ ଆକ୍ରାନ୍ତ ହୋଇ ଆଜି ଆଉ ଏକ ଶିଶୁର ମୃତ୍ୟୁ ଘଟିଛି। ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ତାରେ ଶିଶୁଟିର ମୃତ୍ୟୁ ଘଟିଛି। ମୃତ
Read More...

ଲୋକପ୍ରିୟ ଅଭିନେତ୍ରୀ ହିନା ଖାନ ସ୍ତନ କର୍କଟ

ମୁମ୍ବାଇ: ସ୍ତନ କର୍କଟ ରୋଗରେ ଆକ୍ରାନ୍ତ ଟେଲିଭିଜନ ଲୋକପ୍ରିୟ ଅଭିନେତ୍ରୀ ହିନା ଖାନ। ସେ ଏହି କର୍କଟ ରୋଗର ତୃତୀୟ ପର୍ଯ୍ୟାୟରେ ଅଛନ୍ତି । ସେ ନିଜେ ସୋସିଆଲ ମିଡିଆରେ ଫ୍ୟାନ୍ସଙ୍କ ସହ ଏହି ଖବର ସେୟାର କରିଛନ୍ତି। ତେବେ ଏହି ପୋଷ୍ଟ ସେୟାର ହେବା ପରେ ସେଲିବ୍ରିଟି ସମେତ ଫ୍ୟାନ୍ସକୁ ଝଟକା
Read More...

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଆଡଭାନୀ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ତାଙ୍କ
Read More...

ଉତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସୋଆ ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଓ ଡାକ୍ତର ସମ୍ମାନିତ

ଭୁବନେଶ୍ୱର, ୨୭/୦୬: ସାରା ଦେଶରେ ଉତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିବା ସହ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଏବଂ ସେଠାରେ କାର୍ଯ୍ୟରତ ଡାକ୍ତର ମାନଙ୍କୁ ‘ଟାଇମ୍ସ ହେଲଥ ଆଇକନ୍ ଓଡ଼ିଶା ୨୦୨୪’ ସମ୍ମାନରେ
Read More...