ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category

ସ୍ୱାସ୍ଥ୍ୟ

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...

ଏସସିବିରେ କାର୍ଯ୍ୟକ୍ଷମ ହେଲା ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର

କଟକ: କଟକର ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର। ଏଣିକି ରକ୍ତ ଭଳି ହାଡ଼ ମଧ୍ୟ ମିଳିପାରିବମାଗଣାରେ । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗି ଆଜି ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ଅତିଥି ଭାବେ
Read More...

ରକ୍ତ କର୍କଟକୁ ପରାସ୍ତ କରିହେବ

ସମ୍ ହସ୍ପିଟାଲରେ ଏବେ ଅଗ୍ରଣୀ କାର ଟି-ସେଲ୍ ଥେରାପି ଉପଲବ୍ଧଭୁବନେଶ୍ୱର, ଅକ୍ଟୋବର ୩: ଓଡ଼ିଶାରେ ରକ୍ତ କର୍କଟ ରୋଗୀଙ୍କୁ ଉତମ ଚିକିତ୍ସା ପ୍ରଦାନ ଓ ହେମାଟୋ ଅଙ୍କୋଲଜିକାଲ୍ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଅଗ୍ରଣୀ ହସ୍ପିଟାଲ୍ ଭାବେ ପରିଚିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ
Read More...

ସମ୍ମମ୍‌ରେ ୪ର୍ଥ ବିଶ୍ୱ କ୍ରିଟିକାଲ୍ କେୟାର ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୦: ପ୍ରତ୍ୟେକ ପରିବାରକୁ ଉନ୍ନତ ସ୍ୱାସ୍ଥ୍ୟସେବା ପହଂଚାଇବା ନିମନ୍ତେ ଡାକ୍ତରୀ ଶିକ୍ଷାକୁ ସମସ୍ତଙ୍କ ନିମନ୍ତେ ଉପଲବ୍ଧ କରିବାକୁ ପଡ଼ିବ ବୋଲି ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ଉତ୍ତମ ଡାକ୍ତରୀ ଚିକିତ୍ସା ବର୍ତମାନ କେବଳ ବଡ଼ ସହର
Read More...

ସବୁ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ଓ ପରିଚୟପତ୍ର ସହ ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ବର: ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଆରଜି କର ମେଡିକାଲରେ ଜଣେ ଟ୍ରେନି
Read More...

ରାଜ୍ୟର ସବୁ ଜିଲାରେ ହେବ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀଙ୍କ ବଡ ଘୋଷଣା। ରାଜ୍ୟର ସମସ୍ତ ଜିଲାରେ ହେବ ମେଡିକାଲ କଲେଜ। ଗୁରୁବାର ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥି ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।
Read More...

ଭାରତରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ସାମ୍ନାକୁ ଆସିଲା ମଙ୍କିପକ୍ସର ପ୍ରଥମ ମାମଲା। ଜଣେ ଯୁବକ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ରୋଗୀକୁ ବର୍ତ୍ତମାନ ଅଲଗା ରଖାଯାଇଛି।ତାଙ୍କ ଶରୀରରୁ କ୍ଲେଡ ୨ ଭାଇରସ ଠାବ ହୋଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ମକ୍ସିପକ୍ସ ଚିହ୍ନଟ ହୋଇଥିବା
Read More...

ସମ୍ ହସ୍ପିଟାଲ୍‌ରେ ଭାରତୀୟ ସ୍ପାଇନ୍ ସର୍ଜନ ଆସୋସିଏସନ୍‌ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ମେରୁଦଣ୍ଡ ଅସ୍ତ୍ରୋପଚାର ୯୫ ପ୍ରତିଶତ ସୁରକ୍ଷିତ : ବିଶେଷଜ୍ଞଭୁବନେଶ୍ୱର, ସେପ୍ଟେମ୍ବର ୯: ଚିକିତ୍ସା ଓ ଅସ୍ତ୍ରୋପଚାର କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଅସ୍ତ୍ରୋପଚାର ପଦ୍ଧତି ଏବଂ ପ୍ରଶିକ୍ଷଣ ଯୋଗୁଁ ମେରୁଦଣ୍ଡ ଅସ୍ତ୍ରୋପଚାର ସଫଳ ହୋଇପାରୁଛି। ମେରୁଦଣ୍ଡ ଅସ୍ତ୍ରୋପଚାର
Read More...

ରାଜ୍ୟରେ ଡେଙ୍ଗୁ ଅଣାୟତ୍ତ

ଭୁବନେଶ୍ୱର: ରାଜ୍ୟରେ ଏବେ କାୟା ମେଲାଇଛି ଡେଙ୍ଗୁ । ଆଉ ବର୍ଷାଦିନ ହେଉଥିବାରୁ ସ୍ଥିତି ଅସମ୍ଭାଳ ହୋଇପଡିଛି । ସବୁଠୁ ଅଧିକ ଖୋର୍ଦ୍ଧା ଓ ସୁନ୍ଦରଗଡରେ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଦିନକୁ ଦିନ ରାଜ୍ୟରେ ଡେଙ୍ଗୁ ଅଣାୟତ୍ତ ହେବାରେ ଲାଗିଛି । ଡେଙ୍ଗୁ ସ୍ଥିତି ନେଇ
Read More...

ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ବର: ବାରମ୍ବାର ସଚେତନ କରିବା ସତ୍ତ୍ୱେ ବି ରାଜଧାନୀରେ ଉପରମୁହାଁ ହେଲାଣି ଡେଙ୍ଗୁ ସଂକ୍ରମଣ। ବର୍ଷା ଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରୁ ରାଜଧାନୀରେ ବଢ଼ିବାରେ ଲାଗିଛି ସଂକ୍ରମଣଙ୍କ ସଂଖ୍ୟା। ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୨୦୦ ପାର୍
Read More...