ପ୍ରମୁଖ ଖବର

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ସିଏନଜି ମଧ୍ୟ ମହଙ୍ଗା
ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା
କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ: ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୯୦ ଶ୍ରମିକଙ୍କ ମୃତ୍ୟୁ; ଅନେକ ନିଖୋଜ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ
Browsing Category

ସାହିତ୍ୟ

ଶନିବାର ଠାରୁ ଦୁଇ ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫

ଭୁବନେଶ୍ୱର: ଶନିବାରୁ ଠାରୁ ଆରମ୍ଭ ହେବ ୨-ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବ-୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ନଭେମ୍ବର ୨୯ ଓ ୩୦ ତାରିଖରେ ତୃତୀୟ ସୋଆ ସାହିତ୍ୟ ଉତ୍ସବର ଆୟୋଜନ କରାଯାଇଛି। ସୋଆ ପରିଚାଳିତ ସେଂଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ
Read More...

ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ ଜଭେଦ ଆଖତର

ଭୁବନେଶ୍ୱର, ନଭେମ୍ବର ୨୭: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ
Read More...

ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ମିଳିବ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫

ଭୁବନେଶ୍ୱର: ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉତ୍ସବ ନଭେମ୍ବର ୩୦ ତାରିଖରେ ଶ୍ରୀ ତ୍ରିପାଠୀଙ୍କୁ ଏହି
Read More...

ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ

ଭୁବନେଶ୍ୱର, ନଭେମ୍ବର ୧: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ।ଶିକ୍ଷା ଓ ଅନୁସନ୍ଧାନ (ସୋଆ)
Read More...

ଆଇନ୍ ଓ ସାହିତ୍ୟ ମଧ୍ୟରେ ରହିଛି ଏକ ଅତୁଟ ସମ୍ପର୍କ: ନ୍ୟାୟମୂର୍ତୀ ମିଶ୍ର

ଭୁବନେଶ୍ୱର: ଆଇନ୍ ଏବଂ ସାହିତ୍ୟ ଦୁଇଟିର ଅଲଗା ଅଲଗା ବୈଶିଷ୍ଟ୍ୟ ରହିଛି ଏବଂ ଏହାର ଦିଗ ମଧ୍ୟ ଭିନ୍ନ। କିନ୍ତୁ ଏ ଦୁଇଟି ବୈଶିଷ୍ଟ୍ୟ ମଧ୍ୟରେ ଏକ ଅତୁଟ ସମ୍ପର୍କ ରହିଛି ବୋଲି ଶନିବାର କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତୀ ଶିବୋ ଶଙ୍କର ମିଶ୍ର। ଆଇନ୍ ହେଉଛି ଏଭଳି ଏକ
Read More...

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

ଭୁବନେଶ୍ବର; ଓଡ଼ିଆ ସାହିତ୍ୟର ପ୍ରତିଶ୍ରୁତି ସମ୍ପନ୍ନ ଯୁବ ସାହିତ୍ୟିକଙ୍କୁ ସମ୍ମାନ ଓ ସ୍ୱୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଚଳିତବର୍ଷରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ‘ସୋଆ ଯୁବ ସାହିତ୍ୟ ପୁରସ୍କାର' ପ୍ରଦାନ ନିମନ୍ତେ ସିଦ୍ଧାନ୍ତ ନେଇଛି। ୪୦ ବର୍ଷ ବୟସ ସୀମା ମଧ୍ୟରେ
Read More...

ଘୋଷଣା ହେଲା ବାଲ୍‌ ସାହିତ୍ୟ ଓ ଯୁବ ପୁରସ୍କାର

ନୂଆଦିଲ୍ଲୀ; କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ। ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍‌ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ। ଓଡ଼ିଆ ଭାଷା ପାଇଁ ଯୁବ ଲେଖକ ସୁବ୍ରତ ସେନାପତି ପାଇବେ
Read More...

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି ଦୁଇଟି ପୁସ୍ତକକୁ ସୋମବାର ସୋଆର
Read More...

ସାହିତ୍ୟ ପାଇଁ ଘୋଷଣା ହେଲା ନୋବେଲ ପୁରସ୍କାର

ସାହିତ୍ୟ କ୍ଷେତ୍ରରେ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରୟାଲ ସ୍ୱଦେଶ ଏକାଡେମୀ ଅଫ ସାଇନ୍ସ ଅନୁଯାୟୀ ଚଳିତ ବର୍ଷ ଦକ୍ଷିଣ କୋରିଆର ସୁନାମଧନ୍ୟ ଲେଖିକା ହାନ କାଙ୍ଗଙ୍କୁ ମିଳିବ ସାହିତ୍ୟରେ ନୋବେଲ। ତାଙ୍କର ଗଭୀର କବିତା ଗଦ୍ୟ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।
Read More...

ଗୀତିକାର ଗୁଲଜାର ଓ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ: ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବେ, ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟଙ୍କ ନାମ ଘୋଷଣା କରିଛି। ଜ୍ଞାନପୀଠ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ସାହିତ୍ୟିକ ପୁରସ୍କାର। ଏହି
Read More...