ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ
Browsing Category

ସାହିତ୍ୟ

ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ଚଳିତବର୍ଷର ମର୍ଯ୍ୟାଦାଜନକ ମହୁରି ସମ୍ମାନ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟ ସାଧିକା ତଥା ଆଗଧାଡିର କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା ଚଳିତବର୍ଷର ମର୍ଯ୍ୟାଦାଜନକ ‘ମହୁରି ସମ୍ମାନ’ ପାଇବେ। ଚୟନ କମିଟି ଏ ସଂକ୍ରାନ୍ତ ନିଷ୍ପତ୍ତିରେ ମୋହର ମାରିବାପରେ ସଂସ୍ଥା ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ନିଜର ୧୧ଟି କବିତା ସଂକଳନ, ୨ଟି…
Read More...

ବାୟୁବୀର ଅଭିନନ୍ଦନଙ୍କୁ ‘ବୀରଚକ୍ର’ ସମ୍ମାନ

ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କୁ ‘ବୀରଚକ୍ର’ ସମ୍ମାନ । ରାଷ୍ଟ୍ରପତି ଭବନରେ ‘ବୀରଚକ୍ର’ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି । ପାକିସ୍ତାନର ଲଢୁଆ ଯୁଦ୍ଧ ବିମାଗ ଏଫ-୧୬ ମାରି ଖସାଇବା ପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି । ଏହା ସହ ବିଭିନ୍ନ ପରିସ୍ଥିତିରେ ସାହାସିକତାର…
Read More...

ଏ ଶିଶୁଲେଖା କାହା ପାଇଁ ପ୍ରକାଶ ପାଉଛି?

ଭୁବନେଶ୍ବର: ଦୀର୍ଘ ଦିନ ବ୍ୟବଧାନ ପରେ ଓଡ଼ିଶାରେ ଆଦୃତି ଲାଭ କରିଥିବା ଶିଶୁ ଲେଖା ପୁନଃ ପ୍ରକାଶ ପାଉଛି। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଓଡ଼ିଶାର ପ୍ରାୟ ଅଧିକାଂଶ ପରିବାରରେ ଖୁସି ଆଣି ଦେଇଥିଲା। ଛୋଟ ପିଲାଙ୍କ ଉଦ୍ଦେଶ୍ୟରେ ସରକାରଙ୍କ ଏହି ପୁସ୍ତକ ପ୍ରକାଶନ ପରବର୍ତ୍ତୀ ପିଢି ପାଇଁ…
Read More...

କେଉଁ ରାସ୍ତାରେ ଯାଉଛି ଓଡ଼ିଶା ସାହିତ୍ୟ ଏକାଡେମୀ?

ଭୁବନେଶ୍ବର: ହଠାତ୍ ଓଡ଼ିଶା ସାହିତ୍ୟ ଏକାଡେମୀ ଦୈନିକ ଓଡ଼ିଆ ଖବରକାଗଜରେ ଗୋଟିଏ ବିଜ୍ଞାପନ ଦେଇଛନ୍ତି। ଏକାଡେମୀ ପକ୍ଷରୁ ସଭାପତି ଏବଂ ସଚିବ କହିଛନ୍ତି ଯେ ଦୋକାନ, ବଜାର ଅବା ଦପ୍ତର, ଓଡ଼ିଆରେ କୁହ, ଓଡ଼ିଆରେ ଲେଖ, ଓଡ଼ିଆ ଭାଷାଟି ମାଆ ତୁମର। ଏକାଡେମୀର ସଚିବ ପ୍ରବୋଧ ରାଉତ…
Read More...

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର ପ୍ରଦାନ

ସାରସ୍ୱତ ସାଧନା ପାଇଁ ୧୫ ଜଣ ସମ୍ବର୍ଧିତ ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣୀ ଉତ୍ସବରେ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି । ସ୍ଥାନୀୟ…
Read More...

ଓଡ଼ିଆ ବିଶ୍ବବିଦ୍ୟାଳୟ ପାଇଁ ଆଉ ପାଦେ ଆଗେଇଲେ

ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଆରମ୍ଭ ଲାଗି ନିର୍ଦେଶ ଦେଲେ ସରକାର୬୦ କୋଟି ଟଙ୍କା ଅନୁମୋଦନ, ଓବିସିସି ପ୍ରକଳ୍ପ କାମ ହାତକୁ ନେଲାସତ୍ୟବାଦୀ ବନ ବିଦ୍ୟାଳୟ ଢାଞ୍ଚାରେ ହେବ ଏହି ବିଶ୍ବବିଦ୍ୟାଳୟ ଭୁବନେଶ୍ବର: ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ଉପସ୍ଥାପିତ ହୋଇଥିବା ବଜେଟ୍‌ରେ…
Read More...

କୁନି ମଥା : ଗୁରୁ ଚିନ୍ତା

ଦୀପ୍ତିମୟୀ ଶତପଥୀ " ମାମା ,କେ.ୱାଇ.ସି ଫର୍ମ ମୁଁ ପୂରଣ କରିବି । ତୁମେ ଦସ୍ତଖତ କରିଦେବ । " ବିଠଲ୍ କହିଲା । "କଣ ହେଲା କି ? ମୋର କର୍ସିଭ ଲେଟର୍ ଠିକ ଲାଗୁନି ତତେ ? " ସୁତପା ପଚାରିଲେ । "ନାଁ ମାମା ,ତୁମ ଅକ୍ଷର ବହୁତ ସୁନ୍ଦର । ତୁମେ ପାଠ ବି ଭଲ ବୁଝେଇପାର । ତୁମ…
Read More...

ନୟାଗଡ଼ ସାହିତ୍ୟ ଉତ୍ସବରେ ଏକାଠି ହେଲେ ୫୦୦ ଲେଖକ

ଦଶପଲ୍ଲା, ୭/୨: ସାହିତ୍ୟ ହୃଦୟକୁ ଯୋଡ଼ିଥାଏ, ମଣିଷ ଭିତରେ ମଣିଷପଣିଆ ଭରିଥାଏ । ସାହିତ୍ୟ ବିପ୍ଳବ କରେ, ସାହିତ୍ୟ ହୃଦୟକୁ ତରଳାଇଦିଏ । ସାହିତ୍ୟ ମଣିଷ ଜୀବନରେ ମହୁ ଭରିଦିଏ ବୋଲି କହିଛନ୍ତି କବି ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ।…
Read More...

ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ

ଭୁବନେଶ୍ବର: ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ।…
Read More...

କବି ନିତ୍ୟାନନ୍ଦ ନାୟକଙ୍କୁ ୪୧ତମ ଶାରଳା ପୁରସ୍କାର

ଭୁବନେଶ୍ୱର: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି । ୨୦୧୭ ମସିହାରେ ଫ୍ରେଣ୍ଡସ୍ ପବ୍ଲିସର୍ସ ଦ୍ୱାରା ପ୍ରକାଶିତ…
Read More...