ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category

ସାହିତ୍ୟ

ନୟାଗଡ଼ ସାହିତ୍ୟ ଉତ୍ସବରେ ଏକାଠି ହେଲେ ୫୦୦ ଲେଖକ

ଦଶପଲ୍ଲା, ୭/୨: ସାହିତ୍ୟ ହୃଦୟକୁ ଯୋଡ଼ିଥାଏ, ମଣିଷ ଭିତରେ ମଣିଷପଣିଆ ଭରିଥାଏ । ସାହିତ୍ୟ ବିପ୍ଳବ କରେ, ସାହିତ୍ୟ ହୃଦୟକୁ ତରଳାଇଦିଏ । ସାହିତ୍ୟ ମଣିଷ ଜୀବନରେ ମହୁ ଭରିଦିଏ ବୋଲି କହିଛନ୍ତି କବି ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ।
Read More...

ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ

ଭୁବନେଶ୍ବର: ଚାରି କୋଟି ଓଡିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ।
Read More...

କବି ନିତ୍ୟାନନ୍ଦ ନାୟକଙ୍କୁ ୪୧ତମ ଶାରଳା ପୁରସ୍କାର

ଭୁବନେଶ୍ୱର: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି । ୨୦୧୭ ମସିହାରେ ଫ୍ରେଣ୍ଡସ୍ ପବ୍ଲିସର୍ସ ଦ୍ୱାରା ପ୍ରକାଶିତ
Read More...

ନବୀନଙ୍କ ପାଇଁ ଲଢୁଛନ୍ତି ଗାଁ ମହିଳା

କରୋନା ମୁକାବିଲାରେ ମିସନ ଶକ୍ତି ପାଲଟିଛି ଓଡିଶା ଶକ୍ତି ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଲାଗିଛନ୍ତି ୬ଲକ୍ଷ ଏସଏଚ୍‍ଜିର ୭୦ଲକ୍ଷ ମହିଳା ଭୁବନେଶ୍ୱର: କରୋନା ମୁକାବିଲାରେ ମିସନ ଶକ୍ତି ଏବେ ଓଡିଶା ଶକ୍ତି ଭାବେ କାର୍ଯ୍ୟ କରୁଛି । ଏହି ବିପତ୍ତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ
Read More...

ଫେରିବା ରାସ୍ତାରେ

ଝରକାରୁ ବାହାରକୁ ଚାହିଁଛି ଅନୁଭବ । ରାସ୍ତାରେ ଲୋକଙ୍କ ଗହଳି, ଯିବା ଆସିବା । ଦୃଷ୍ଟିକୁ ନିଜ ପାଖ ପରିସରରେ ଖେଳାଇ ଦେଲା । ତା’ ଆପାର୍ଟମେଣ୍ଟର ବେସମେଣ୍ଟରେ ଜୀବନ କେତେ ରଙ୍ଗିନ୍ ମନେ ହଉଛି । ପିଲାଛୁଆ ଧରି କିଛି ବାପା, ମା’ ଖୁସି ଗପରେ ମସ୍ଗୁଲ । ରୋଲର ସ୍କେଟିଙ୍ଗରେ ସାଇଁ
Read More...