ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ବିତର୍କ

ସିକିମ୍ ମୁଖ୍ୟମନ୍ତ୍ରୀଙ୍କ ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତର ଫଟୋ

ପୁରୀ: ପୁଣି ପୁରୀ ଶ୍ରୀମନ୍ଦିର ଭିତର ବେଢା ଫଟୋ ସୋସିଆଲ ମିଡିଆରେ ଅପଲୋଡ ହୋଇଛି। ସିକିମ୍ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଶୁକ୍ରବାର ପୁରୀର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଲଭିଥିବା ବେଳେ ଶ୍ରୀମନ୍ଦିର ପରିସରରୁ ଉଠାଯାଇଥିବା ତାଙ୍କ ଫଟୋ ତାଙ୍କ ଅଫିସିଆଲ୍
Read More...

ମହାପ୍ରଭୁଙ୍କ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ଗାରଦରୁ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଅଭିଯୋଗରେ କୌଣସି ସତ୍ୟାସତ୍ୟ ନଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା କହିଛନ୍ତି। ରାଜବୈଦ ପ୍ରଦାନ କରିଥିବା ଦଶମୂଳ ମୋଦକ ଦାରୁଦିଅଁଙ୍କ ନିକଟରେ ଲାଗି ପୂର୍ବରୁ ଗାରଦରେ ଥିବା
Read More...

ପୁଣି ଇସ୍କନ କଲା ଅଦିନିଆ ରଥ ଯାତ୍ରା

ନୂଆଦିଲ୍ଲୀ: ପୁଣି ଅମାନିଆ ହୋଇ ନୂଆଦିଲ୍ଲୀରେ ଗଡ଼ିଲା ଅଦିନିଆ ରଥ। ଏହି ଅଦିନିଆ ରଥ ଗଡେଇଛି ଇସ୍କନ। ଇସ୍କନର ଅଦିନିଆ ରଥଯାତ୍ରାରେ ସାମିଲ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଇସ୍କନ ରଥଯାତ୍ରାରେ ସାମିଲ ହୋଇ ଖୁସି ବ୍ୟକ୍ତ କରିଛନ୍ତି ରେଖା। ବିଜେପି ମୁଖ୍ୟମନ୍ତ୍ରୀଙ୍କ
Read More...

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ହେବା କଥା ମିଛ: ଆଇନମନ୍ତ୍ରୀ

ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ କଥା ସମ୍ପୂର୍ଣ୍ଣ ମିଛ। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା
Read More...

ନାମଫଳକରୁ ହଟିଲା ଜଗନ୍ନାଥ ଧାମ ନାମ

ଭୁବନେଶ୍ବର: ଥମୁନି ଦୀଘା ଜଗନ୍ନାଥ ମନ୍ଦିର ନିର୍ମାଣ ବିବାଦ। ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ସବୁଆଡୁ ବିରୋଧର ସୁଅ ଛୁଟୁଛି। ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଲାଗି ରହିଥିବାବେଳେ ସୋମବାର
Read More...

ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣଙ୍କ ନାମରେ ଏତଲା

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପାଖରେ ହାଜର ହେବେ ରାମକୃଷ୍ଣ। ଉତ୍ତର ରଖିବାକୁ ରାମକୃଷ୍ଣ ଦାସମହାପାତ୍ରଙ୍କୁ ହୋଇଛି ନୋଟିସ୍। ସେପଟେ ରାମକୃଷ୍ଣଙ୍କ ବିରୋଧରେ ବଡ଼ ଆକ୍ସନ ପାଇଁ ଦାବି ଉଠିଥିବାବେଳେ ଶ୍ରୀମନ୍ଦିର ବାହାରକୁ କେମିତି ଦାରୁ ଗଲା ତାର ତଦନ୍ତ ହୋଇ ଦୋଷୀଙ୍କ
Read More...

ମହାପ୍ରଭୁଙ୍କ ଦାରୁ କିପରି ଦୀଘା ଗଲା: ଆଇନମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ ବୋଲି ସେ କହିଛନ୍ତି। ଦାରୁ କିପରି ସେଠାକୁ ଗଲା ତଦନ୍ତ ପରେ ସ୍ପଷ୍ଟ ହେବ। ଜଗନ୍ନାଥ ମନ୍ଦିର
Read More...

ଉପରାଷ୍ଟ୍ରପତି ଧନଖଡ଼ଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିଲେ ବିରୋଧୀ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ-ରାଷ୍ଟ୍ରପତି ଜଗଦ୍ବୀପ ଧନଖଡଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ। ଗୃହ ପରିଚାଳନାରେ ପକ୍ଷପାତିତା ଅଭିଯୋଗରେ କଂଗ୍ରେସ ନେତୃତ୍ବାଧୀନ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଏହି ଅନାସ୍ଥା ପ୍ରସ୍ତାବ ଆଗତ କରିଛି। ଶାସକ ଏବଂ
Read More...

ଯାତ୍ରାର ଅଶ୍ଲୀଳତା ନେଇ ବିଧାନସଭାରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ବର: ଆଗରୁ ଯାତ୍ରାର କାହାଣୀ ଦର୍ଶକଙ୍କୁ ଆକୃଷ୍ଟ କରୁଥିଲା। ହେଲେ ବର୍ତମାନ ଯାତ୍ରାର କାହାଣୀ ଉପରେ କେହି ଧ୍ୟାନ ଦେଉନାହାନ୍ତି। ଏବେ ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି
Read More...

ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି
Read More...