ପ୍ରମୁଖ ଖବର

ବୁଣାକାର ଶ୍ରମିକଙ୍କ ପାଇଁ ଭତ୍ତା ବଢାଇଲେ ରାଜ୍ୟ ସରକାର
ମଣିପୁରରେ ଆହୁରି ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ
ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ
ଭିଜିଲାନ୍ସ ଜାଲରେ ଜୟପୁର ଫରେଷ୍ଟ ରେଞ୍ଜର: ଘରୁ ମିଳିଲା ଟ୍ରେଜେରି ଭର୍ତ୍ତି ଟଙ୍କା
ଓଡ଼ିଶା ଟେକ୍ସର ଶୁଭାରମ୍ଭ,ସମଗ୍ର ଦେଶରେ ପହଞ୍ଚିବ ଓଡ଼ିଶାର ବସ୍ତ୍ର: ମୁଖ୍ୟମନ୍ତ୍ରୀ
ସବ୍‌ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବଢିଲା ବୟସସୀମା
ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର
Browsing Category

ବିତର୍କ

ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ଦୁର୍ନୀତିଗ୍ରସ୍ତ ସାବଧାନ, ସରକାର କେତେବେଳେ ବି ବାନ୍ଧି ପାରନ୍ତିଭୁବନେଶ୍ବର; ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବହୁ ଦୁର୍ନୀତିଖୋର ଅଧିକାରୀ ବନ୍ଧା ହେଲେଣି ଓ ଯେଉଁମାନେ ବନ୍ଧା ହୋଇ
Read More...

ଫୋନରେ ମିଛ ଧମକ ଏକ ‘ଧର୍ତ୍ତବ୍ୟ ଅପରାଧ’ : ବେସାମରିକ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ: ବାରମ୍ବାର ଭାରତୀୟ ବିମାନଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଥିବାରୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି।
Read More...

ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ନେଇ ଶନିବାର ସୋଆରେ ସମ୍ମିଳନୀ

ଭୁବନେଶ୍ୱର , ଅକ୍ଟୋବର ୪ : ପ୍ରତିରକ୍ଷା ବିଶେଷଜ୍ଞ, ସରଞ୍ଜାମ ଉତ୍ପାଦନକାରୀ, ନିବେଶକ, ଗବେଷକ ଏବଂ ସେନା ଅଧିକାରୀମାନେ ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନର ସମ୍ଭାବନାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଶନିବାର ଏକ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ‘ମିଶନ୍‌:
Read More...

ଓଡ଼ିଶାରେ ସବୁ ମନ୍ଦିରରେ ଓମଫେଡ୍ ଘିଅ ବ୍ୟବହାର ପାଇଁ ଦାବି

ଭୁବନେଶ୍ବର: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା ଘିଅରେ ପଶୁ ଚର୍ବି ଓ ମାଛତେଲର ମାତ୍ରା ଥିଲା। ତେବେ ଏହାର ପ୍ରମାଣ ମିଳିବା ପରେ ସବୁ ଧର୍ମାବଲମ୍ବୀ ଭକ୍ତଙ୍କୁ ଶକ୍ତ ଝଟ୍‌କା
Read More...

ବଜେଟରେ ବିହାର ଓ ଆନ୍ଧ୍ରପ୍ରଦେଶରକୁ ପୁରସ୍କାର, ଓଡିଶାକୁ ଅଣଦେଖା

ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନରେ ବିଜେପି ଦୁଇ ପ୍ରମୁଖ ସହଯୋଗୀ ଦଳର ସମର୍ଥନରେ କେନ୍ଦ୍ରରେ କ୍ଷମତାର ତୃତୀୟ ପାଳି ଆରମ୍ଭ କରିଛି। ଏକକ ବହୁମତଠାରୁ ପଛରେ ଥିବା ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ
Read More...

ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କର : ବିଜେଡି

ଭୁବନେଶ୍ବର: ମହାନଦୀ ଜଳ ବିବାଦକୁ ନେଇ ଆଜି ବିଜେଡିର ବରିଷ୍ଠ ନେତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ମହାନଦୀ ଜଳ ବିବାଦକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ସମାଲୋଚନା ପରେ ଆଜି ସ୍ପଷ୍ଟୀକରଣ ରଖିବା ସହ କାଉଣ୍ଟର କରିଛି ବିଜେଡି। ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ
Read More...

ବିଜୁଳି ପ୍ରସଙ୍ଗରେ ଏମିତି ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

ଅଘୋଷିତ ବିଦ୍ୟୁତ କାଟ ରାଜ୍ୟ ସରକାରଙ୍କ ଶାସନଗତ ବିଫଳତାର ସବୁଠୁ ଚରମ ନିଦର୍ଶନଓଡ଼ିଶାରେ ଏତେ ପରିମାଣରେ କୋଇଲା ଓ ଜଳ ବିଦ୍ୟୁତ୍ ପ୍ରକଳ୍ପ ଥିବା ପରେ ବି ଅବ୍ୟବସ୍ଥା ଦୁର୍ଭାଗ୍ୟଜନକଓଡ଼ିଶାରେ ଶାସନ ବିଫଳ ହୋଇଛି, ଶାସକ ଦଳର ନିର୍ବାଚିତ ପ୍ରତିନିଧି ମାନେ ନିଜ କାମରେ ନାହାନ୍ତିଯଦି ଶାସନ
Read More...

ସମଲିଙ୍ଗୀ ବିବାହର ସ୍ୱୀକୃତିକୁ କେନ୍ଦ୍ର ସରକାରଙ୍କ ବିରୋଧ

ନୂଆଦିଲ୍ଲୀ; ଆଜି ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ହୋଇଥିବା ଆବେଦନକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। ସୁପ୍ରିମକୋର୍ଟରେ ଜବାବ ଦାଖଲ କରି କେନ୍ଦ୍ର ସରକାର ସମସ୍ତ ୧୫ଟି ଆବେଦନକୁ ବିରୋଧ କରିଥିବା ଜଣାପଡ଼ିଛି। ସମଲିଙ୍ଗୀ ବିବାହକୁ ଆଇନଗତ ଅନୁମୋଦନ ଦିଆଯାଇପାରିବ ନାହିଁ ବୋଲି
Read More...

ଚନ୍ଦ୍ରଗ୍ରହଣରେ ଖାଦ୍ୟ ଖାଇବାକୁ ନେଇ ମୁହାଁମୁହିଁ ହେଲେ ହେତୁବାଦୀ-ପରମ୍ପରାବାଦୀ

ଭୁବନେଶ୍ୱର: ଆଜି ଦିନରେ ଖାଦ୍ୟ ଭକ୍ଷଣକୁ ନେଇ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ମୁହାଁମୁହିଁ ହୋଇଛନ୍ତି ହେତୁବାଦୀ-ପରମ୍ପରାବାଦୀ।ଚନ୍ଦ୍ରଗ୍ରହଣରେ ସାମୂହିକ ଭୋଜନ କାର୍ଯ୍ୟକ୍ରମକୁ ବିରୋଧ । ରାଜ୍ୟର ବିଭିନ୍ନ ସ୍ଥାନରେ ହେତୁବାଦୀ-ପରମ୍ପରାବାଦୀ ମୁହାଁମୁହିଁ । ଲୋହିଆ ଏକାଡେମୀରେ ଠେଲାପେଲା
Read More...

“ସାମ୍ବାଦିକଙ୍କୁ ତୁରନ୍ତ ଲୋକସେବା ଭବନ ଛାଡ”

ସାମ୍ବାଦିକଙ୍କୁ କାହିଁକି ଛଡାଯିବନି ଲୋକସେବା ଭବନ ? ମହାମାରୀ କରୋନା କମିଛି । ରାଜନୈତିକ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ ହେଲାଣି । ସାମ୍ବାଦିକଙ୍କ ପାଇଁ କାହିଁକି ଏ କଟକଣା ବୋଲି ପ୍ରଶ୍ନ ଉଠାଇଛନ୍ତି ବିରୋଧୀା ଆଜି ବିଧାନସଭା ଶୂନ୍ୟକାଳରେ ଉଭୟ ବିଜେପି ଓ କଂଗ୍ରେସ ଲୋକସେବା ଭବନ ଓ ବିଧାନସଭା
Read More...