Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ
Browsing Category
ବିତର୍କ
ଓଡ଼ିଆ ପ୍ରଶ୍ନ ସୋସିଆଲ ମିଡିଆରେ ଭାଇରାଲ୍!
କୋରାପୁଟ, ନୂଆପଡା, ଢେଙ୍କାନାଳ ଜିଲ୍ଲାରୁ ଆସୁଛିି ଅଭିଯୋଗମନ୍ତ୍ରୀ ମନାକଲେ, ଏମିତି କିଛି ହୋଇନଥିବ ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଆରମ୍ଭରୁ ଅଘଟଣା ସୂଚନ । ପରୀକ୍ଷା ସରିବା ଆଗରୁ ଓଡ଼ିଆ ପ୍ରଶ୍ନ ପତ୍ର ସୋସିଆଲ ମିଡିଆରେ ଭାଇରାଲ୍ ଅଭିଯୋଗ ଉଠିଛି । କୋରାପୁଟ, ନୂଆପଡା, ଢେଙ୍କାନାଳର!-->…
Read More...
Read More...
ଏଥର ରାଜନାଥଙ୍କ ମୁହଁରେ ସ୍ୱପ୍ନ ଦେଖାଇଲେ
ଭଦ୍ରକରେ ଗର୍ଜିଲେ ରାଜନାଥ, ବୁଥ୍ କର୍ମକର୍ତାଙ୍କ ମନୋବଳ ବଢାଇଲେକ୍ଷମତାକୁ ଆସିଲେ ଉପùାଦନ ଖର୍ଚ୍ଚର ଦେଢଗୁଣା ହେବ ଏମ୍ଏସପିଯବାନଙ୍କ ବଳିଦାନ ବ୍ୟର୍ଥ ଯିବନି, ସେନାକୁ ଦିଆଯଇଛି ସ୍ୱାଧୀନତାକଂଗ୍ରେସକୁ କଟାକ୍ଷ, ଚୌକିଦାର ଚୋର ନେହିଁ, ପିଓର ହୈନବୀନଙ୍କୁ ଅଳ୍ପ ସମାଲୋଚନା, ଆୟୁଷ୍ମାନ!-->…
Read More...
Read More...
ମୁକାବିଲା ପାଇଁ ଏମିତି ଫର୍ମୁଲା
ସିବିଆଇର ଜବାବ ଦେବ ରାଜ୍ୟ ପୁଲିସଓଡ଼ିଶାରେ ଯାହା, କୋଲକାତାରେ ସେୟାସିବିଆଇରେ ଶନିବାର ହାଜର ହେବେ ରାଜୀବଶୁକ୍ରବାର ନାଗେଶ୍ବରଙ୍କ ପତ୍ନୀଙ୍କ କମ୍ପାନି ଉପରେ ଚଢ଼ଉ ଭୁବନେଶ୍ବର: ବିଜେଡିର ଦୁଇ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ସିବିଆଇ ନୋଟିସ କରିବାର କେଇ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ!-->…
Read More...
Read More...
ପଦ୍ମଶ୍ରୀ: ଗୀତା ଫେରାଇଥିଲେ, ଅରିବାମ ବି ଫେରାଇବେ
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପଦ୍ମଶ୍ରୀକୁ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ଫେରାଇ ଦେଇଥିଲେ । ନିର୍ବାଚନବର୍ଷ ଓ ରାଜନୈତିକ ଦୃଷ୍ଟିକୋଣରୁ ତାଙ୍କର ଏହି ପଦକ୍ଷେପ ଥିବା କୁହାଯାଇଥିଲା । ଯେହେତୁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ, ଏଣୁ ଏହାକୁ ବିଭିନ୍ନ ମହଲ!-->…
Read More...
Read More...
ରାମ ମନ୍ଦିର ନିର୍ମାଣ: ପଛରେ ରହି ଉସୁକାଇଛି କି ବିଜେପି
ନୂଆଦିଲ୍ଲୀ: ନିର୍ବାଚନ ପାଖେଇ ଆସୁଥିବା ଜାଣି ଏବେ ବିଜେପି ଯୋଜନାବଦ୍ଧ ଭାବେ ପୁଣି ଥରେ ହିନ୍ଦୁତ୍ୱ କାର୍ଡ ଖେଳିବା ଆରମ୍ଭ କରିଛି । ରବିବାର ଉତ୍ତର ପ୍ରଦେଶରେ ସାଧୁସନ୍ଥମାନେ ଏକାଠି ହୋଇ କେନ୍ଦ୍ର ସରକାରଙ୍କ ଉପରେ ରାମ ମନ୍ଦିର ନିର୍ମାଣ ପାଇଁ ଚାପ ପକାଇଛନ୍ତି । ଆଇନ ପ୍ରଣୟନ ହେଉ ବା…
Read More...
Read More...
ବର୍ଷରେ ଦ୍ୱିତୀୟ ଥର ପାଇଁ ଲାଲକିଲ୍ଲାରେ ହେଲା ପତାକା ଉତ୍ତୋଳନ
ନୂଆଦିଲ୍ଲୀ: ବର୍ଷରେ ଦ୍ୱିତୀୟ ଥର ପାଇଁ ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ ହେବା ପ୍ରସଙ୍ଗକୁ ନେଇ ସମଗ୍ର ଦେଶରେ ବିତର୍କ ମୁଣ୍ଡ ଟେକିଛି । ଆଜାଦ୍ ହିନ୍ଦ୍ ଫୌଜର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହିତ କଂଗ୍ରେସକୁ…
Read More...
Read More...