ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

ରାଜନୀତି

ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ

ନ୍ୟୁଜ୍ ବ୍ୟୁରୋ: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ୨୦ତମ ଏସୀୟ କ୍ରୀଡ଼ାରେ ସୁଟିଂରୁ ଭାରତର ପଦକ ଅଭିଯାନ ଆରମ୍ଭ ହୋଇଛି। ମହିଳା ୧୦ ମିଟର ଏୟାର ରାଇଫଲ୍ ଟିମ୍ ଇଭେଣ୍ଟରେ ଏଲାଭେନିଲ୍ ଭାଲାରିଭାନ୍, ସୋନମ ମାସ୍କର ଓ ବିଦର୍ଶା କେ. ବିନୋଦଙ୍କ ଦଳ ରୌପ୍ୟ ପଦକ ଜିତିଛି। ଭାରତୀୟ ଦଳ ମୋଟ…
Read More...

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ

୨୨ରୁ ୨୬ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାଭୁବନେଶ୍ୱର, ସେପ୍ଟେମ୍ବର ୨୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତରେ ଏବଂ ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ…
Read More...

କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍‌ ଅମାନ୍ୟ କରି କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗରେ ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ପକ୍ଷରୁ ଦାଏର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ…
Read More...

ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପଶ୍ଚିମବଙ୍ଗ: ନନ୍ଦିଗ୍ରାମ ବିଧାନସଭା ଉପନିର୍ବାଚନକୁ ନେଇ ଚାଲିଥିବା ସବୁ ଚର୍ଚ୍ଚାରେ ବିରାମ ଲାଗିଛି। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ଆସନରୁ ଉପନିର୍ବାଚନ ଲଢ଼ିବେନି। ତାଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ ନନ୍ଦିଗ୍ରାମ ପାଇଁ ସଞ୍ଚିତା ପ୍ରଧାନ ଏବଂ…
Read More...

୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି

ନ୍ୟୁଜ ବ୍ୟୁରୋ: ଦେଶର ୬ଟି ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ସହ ଗୋଟିଏ ଲୋକସଭା ଆସନରେ ଉପନିର୍ବାଚନ ହେବ। ଅକ୍ଟୋବର ୬, ୨୦୨୬ରେ ମତଦାନ ହେବାକୁ ଥିବାବେଳେ ଅକ୍ଟୋବର ୯ରେ ଭୋଟ ଗଣତି…
Read More...

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ

ଭୁବନେଶ୍ବର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା କିମ୍ବା ଏପ୍ରିଲ୍‌ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ କମିଶନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ସେ କହିଛନ୍ତି।…
Read More...

ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ନ୍ୟୁଜ ବ୍ୟୁରୋ: ଦେଶରେ ଡ୍ରାଇଭିଂ ଲାଇସେନ୍ସ (ଡିଏଲ) ଓ ଗାଡ଼ିର ରେଜିଷ୍ଟ୍ରେଶନ ସାର୍ଟିଫିକେଟ (ଆରସି)କୁ ନେଇ ଆସିପାରେ ନୂଆ ବ୍ୟବସ୍ଥା। ଟ୍ରାଫିକ ନିୟମ ଉଲ୍ଲଂଘନ ଉପରେ ନଜର ରଖିବା ପାଇଁ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଚାର କରୁଛନ୍ତି। ସୋସାଇଟି ଅଫ୍…
Read More...

କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ

କଟକ : କଟକ ରାଜନୀତିରେ ନୂଆ ସମୀକରଣର ଆଭାସ ମିଳିଛି। ପୂର୍ବତନ କଂଗ୍ରେସ ନେତା ମହମ୍ମଦ ମୋକିମ ଘୋଷଣା କରିଛନ୍ତି ଯେ, ତାଙ୍କ ଝିଅ ତଥା ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଆଗାମୀ ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସ (ଓଜେସି) ଟିକେଟରେ ଲଢ଼ିବେ। ମୋକିମଙ୍କ କହିବା ଅନୁଯାୟୀ,…
Read More...

ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇଲେ ତାଙ୍କୁ ଘରୁ ବାହାରିବାକୁ ଦିଆଯିବ ନାହିଁ ଏବଂ ଗୃହବନ୍ଦୀ କରି ରଖାଯିବ ବୋଲି ଶୁଭେନ୍ଦୁ ଧମକ ଦେଇଥିବା ମମତା…
Read More...

‘ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଲକ୍ଷ୍ମଣରାଓ ମାନକର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଓ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ…
Read More...