ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ
Browsing Category

ରାଜନୀତି

୪ ରାଜ୍ୟର ୫ ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ଚାରି ରାଜ୍ୟର ପାଞ୍ଚ ବିଧାନସଭା ଆସନ ପାଇଁ ହେବାକୁ ଯାଉଛି ଉପନିର୍ବାଚନ। ବିଧାୟକମାନଙ୍କ ଇସ୍ତଫା କିମ୍ବା ମୃତ୍ୟୁ ଯୋଗୁଁ ଖାଲିପଡ଼ିଥିବା ଆସନଗୁଡ଼ିକ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରାଯାଇଛି। ଭାରତୀୟ ନିର୍ବାଚନ କମିସନ ଗୁଜରାଟ, କେରଳ, ପଞ୍ଜାବ ଏବଂ ପଶ୍ଚିମବଙ୍ଗର ପାଞ୍ଚଟି
Read More...

ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ଯାଦବ

ବିହାର:ବଡ଼ ପୁଅ ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ପ୍ରସାଦ ଯାଦବ। ବିଶୃଙ୍ଖଳିତ ଆଚରଣ ଅଭିଯୋଗରେ ୬ ବର୍ଷ ପାଇଁ ବହିଷ୍କାର କଲେ ଓ ପରିବାରରୁ ବିଦା ନେଇ ବି ‘ଏକ୍ସ’ରେ ସୂଚନା ଦେଲେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ। ଆରଜେଡି ମୁଖ୍ୟ ତାଙ୍କ ପୋଷ୍ଟରେ କହିଛନ୍ତି,
Read More...

ଜୁନ୍ ୨୩ ତାରିଖରେ ହେବନି ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର:ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ହେବାକୁ ଥିବା ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ। ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ। ସଅଳ ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିବା ନେି ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନ। ଜୁନ୍‌ ୨୩ ତାରିଖରେ
Read More...

ନିଜର ପଦ ଫେରିପାଇଲେ ଆକାଶ ଆନନ୍ଦ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ ପୁଣିଥରେ ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ମୁଖ୍ୟ ଜାତୀୟ ସଂଯୋଜକ କରିଛନ୍ତି। ଆକାଶ ଆନନ୍ଦ ଦଳରେ ତାଙ୍କର ପ୍ରତିଷ୍ଠା ଏବଂ ସ୍ଥାନ ଫେରି ପାଇଛନ୍ତି। ଆଜି ଦଳର ଅନେକ ବରିଷ୍ଠ ନେତାଙ୍କ ଏକ ବୈଠକରେ ମାୟାବତୀ
Read More...

ଆମ ଆଦମୀ ପାର୍ଟିର ୧୩ କାଉନସିଲର ଦେଲେ ଇସ୍ତଫା

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା। ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୩ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ହେମଚନ୍ଦ୍ର ଗୋୟଲଙ୍କ ନେତୃତ୍ୱରେ ଏକ ତୃତୀୟ ସାମ୍ମୁଖ୍ୟ ଦଳ ଗଠନ ହେବାକୁ ଯାଉଛି। ସମସ୍ତ ପୌର ପରିଷଦ ସଦସ୍ୟ ଇସ୍ତଫା ଦେଇ ‘ଇନ୍ଦ୍ରପ୍ରସ୍ଥ
Read More...

ବିଜେଡି ୬ ଜିଲା ସଭାପତି ସହ ୧୫ ଉପସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ବର: ବିଜେଡି ୬ ଜିଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି। ସେହିପରି ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ,
Read More...

୧୦ରେ ଓଡ଼ିଶା ଆସିବେ ଅମିତ ଶାହା

ନୁଆଦିଲ୍ଲୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର
Read More...

ନବମ ଥର ପାଇଁ ସଭାପତି ହେଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ।
Read More...

ଓଡିଶା ପରି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ଦେଖିବାକୁ ମିଳିବ ଓଡ଼ିଶା ମଡେଲ। ଓଡ଼ିଶା ବିଧାନସଭା ଭଳି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍। ଦିଲ୍ଲୀ ବିଧାନସଭାରେ ବ୍ୟବହାର ହେବ ‘ନେଭା’ ଆପ୍ଲିକେସନ। ଓଡ଼ିଶା ବିଧାନସଭାରେ ଡିଜିଟାଲ ଆସେମ୍ଲି ବା ‘ନେଭା’ ଆପ୍ଲିକେସନ କାର୍ଯ୍ୟକାରିତାକୁ ଷ୍ଟଡି
Read More...

ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି
Read More...