ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ
Browsing Category

ରାଜନୀତି

ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ବର: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି।
Read More...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍

ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଏହାସହ ସେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ମୁମ୍ବାଇ ଆଜାଦ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହାସହ ଶିବସେନା
Read More...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍

ମହାରାଷ୍ଟ୍ର: ସିଏମ ସସପେନ୍ସରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। ବିଜେପି କୋର୍ କମିଟି ବୈଠକ​‌ରେ
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର; ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ
Read More...

ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ମିଶିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ

ବଡ଼ମ୍ବା: ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ଭାଜପାରେ ମିଶିଲେ ରଘୁପତି। ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ଆଜି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି । ବଡ଼ମ୍ବା ବିଧାୟକଙ୍କ ନେତୃତ୍ୱରେ ଭାଜପାରେ ସାମିଲ ହୋଇଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା
Read More...

ଆପ୍‌ କୌଣସି ଦଳ ସହ ମେଣ୍ଟ କରିବ ନାହିଁ: କେଜ୍ରିୱାଲ

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ସମସ୍ତ ଦଳଗୁଡ଼ିକ ଅଣ୍ଟା ଭିଡିଲେଣି। ଏସବୁ ମଧ୍ୟରେ ଆମ୍‌ ଆଦମୀ ପାର୍ଟି(ଆପ୍‌) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ନିର୍ବାଚନରେ ମେଣ୍ଟକୁ ନେଇ ବଡ଼ ଘୋଷଣା କରିଛନ୍ତି। ଖବରଦାତା ସମ୍ମିଳନୀକୁ
Read More...

ଚତୁର୍ଥ ଥର ଶପଥ ନେଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ। ରାଞ୍ଚିର ମୋରହାବାଦି ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
Read More...

ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା

ନୂଆଦିଲ୍ଲୀ: ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା। କଂଗ୍ରେସର ସାଧାରଣ ସମ୍ପାଦକ ତଥା କେରଳର ଓ୍ବାୟନାଡ ଆସନରୁ ନବନିର୍ବାଚିତ ସାଂସଦ ପ୍ରିୟଙ୍କା ଆଜି ବିଧିବଦ୍ଧ ଭାବେ ଲୋକସଭାରେ ଶପଥ ଗ୍ରହଣ କରିଛନ୍ତି। ୫୨ ବର୍ଷିୟ ପ୍ରିୟଙ୍କା ହାତରେ ସମ୍ବିଧାନ ଧରି ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ
Read More...

୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାସହିତ ପ୍ରଧାନମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ଏମ୍‌ପି ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ
Read More...

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ନୂଆଦିଲ୍ଲୀ: ଆସିଲା ରାଜ୍ୟସଭା ନିର୍ବାଚନ ତାରିଖ। ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଭାରତର ନିର୍ବାଚନ ଆୟୋଗ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି। ଓଡ଼ିଶା ସମେତ ୪ଟି ରାଜ୍ୟର ମୋଟ୍‌ ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ବିଜ୍ଞପ୍ତି
Read More...