ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category

ରାଜନୀତି

ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ

ଭୁବନେଶ୍ବର: ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ। ସେହିପରି ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି। …
Read More...

ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରିଛି ବିଜେପି। ବିଜେପି କେନ୍ଦ୍ରୀୟ କମିଟି ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ ଦୁଇ ଜଣଙ୍କ ନାଁ ରହିଛି। ସେମାନେ ହେଉଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାର। ତେବେ ୧୦ଟି…
Read More...

ବିଜେପି କିଣିଲା ୧୬ ସେଟ୍ ଫର୍ମ

ରାଜ୍ୟସଭା ରଣକ୍ଷେତ୍ରରେ ବିଜେପିର ସକ୍ରିୟତା; ୧୬ ସେଟ୍ ଫର୍ମ କିଣାରେ ରାଜନୀତି ଗରମଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ତାରିଖ ଯେତିକି ପାଖଉଛି ସେତିକି ରାଜ୍ୟରେ ରାଜନୀତିକ ଉଷ୍ମତା ବଢ଼ିଚାଲିଛି। ବିଜେପି ୧୬ସେଟ୍ ଫର୍ମ କିଣିବା ପରେ ରାଜନୀତିକ ମହଲରେ ବଡ ହଲଚଲ ଦେଖିବାକୁ ମିଳିଛି।…
Read More...

ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ପୁଡୁଚେରୀରେ ୨ହଜାର ୭୦୦ କୋଟିରୁ ଅଧିକ ବିକାଶ ପ୍ରକଳ୍ପ ଲୋକାର୍ପଣ

ପୁଡୁଚେରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀରେ ୨ହଜାର ୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧ହଜାର ୧୪୨ କୋଟି ୨୩ ଲକ୍ଷ ଟଙ୍କା ମୂଲ୍ୟର ୧୯ଟି ପ୍ରକଳ୍ପ…
Read More...

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ବର: ବିଜେଡିରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କହିଛନ୍ତି। ଏନେଇ ଦଳର…
Read More...

ବିଜେଡିରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ନବୀନ

ଭୁବନେଶ୍ବର: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସଭା ପାଇଁ ଡାକ୍ତର ଦତ୍ତେଶ୍ୱର ହୋତା ଓ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରାଯାଇଛି। ଦଳ ସଭାପତି ନବୀନ ପଟ୍ଟନାୟକ ନବୀନ ନିବାସରେ ଆୟୋଜିତ ରାଜନୈତିକ ବ୍ୟାପାର କମିଟି ବୈଠକ ପରେ ଏହି ନାମଗୁଡ଼ିକୁ ଅନୁମୋଦନ…
Read More...

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଇଥିବା ବେଳେ ମାର୍ଚ୍ଚ ୫ରେ ସରିବ। ମାର୍ଚ୍ଚ 6ରେ ନାମାଙ୍କନ ଯାଞ୍ଚ ହୋଇ ମର୍ଚ୍ଚ ୧୬ରୁ ସକାଳ ୯ ଟାରୁ ଅପରାହ୍ନ ୫ ଯାଏଁ ଭୋଟିଂ ହେବ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ…
Read More...

ବିଜେପିରେ ମିଶିବେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ୍

ବାଲେଶ୍ବର: ବିଜେପିରେ ମିଶିବେ ଅନନ୍ତ ଦାସଙ୍କ ପୁଅ। ଏ ନେଇ ନିଜେ ସୂଚନା ଦେଇଛନ୍ତି ଅଭିଜିତ। ସେ କହିଛନ୍ତି, ମୁଁ ଓ ମୋ ପରିବାର ଖୁବଶୀଘ୍ର ପଦ୍ମ ଧରିବାକୁ ଯାଉଛୁ। ବାପାଙ୍କ ଅଧୂରା ସ୍ୱପ୍ନକୁ ପୂରଣ କରିବା ପାଇଁ ଏଭଳି ନିଷ୍ପତ୍ତି ନେଇଛି। ସ୍ବର୍ଗତ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଭାଜପାରେ…
Read More...

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

ନ୍ୟୁଜ୍ ବ୍ୟୁରୋ: ବାଜିଛି ରାଜ୍ୟସଭା ନିର୍ବାଚନ ବିଗୁଲ। ଘୋଷଣା ହୋଇଛି ବିଧିବଦ୍ଧ ତାରିଖ। ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ମାର୍ଚ୍ଚ ୧୬ତାରିଖରେ ନିର୍ବାଚନ ହେବ ବୋଲି ପ୍ରେସନୋଟ୍‌ ଜାରି କରି ଭାରତୀୟ ନିର୍ବାଚନ କମିଶନ ସୂଚନା…
Read More...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

ନ୍ୟୁଜ୍ ବ୍ୟୁରୋ: କଂଗ୍ରେସ ଦଳକୁ ବିଦାୟ ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ସେ ଆଜି ରାଜ୍ୟ କଂଗ୍ରେସ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦଳରୁ ପଦତ୍ୟାଗ କରିଛନ୍ତି। ଦଳକୁ ପର୍ଯ୍ୟାପ୍ତ ସମୟ ଦେଇପାରୁ ନଥିବାରୁ ସେ ଏହି ସିଦ୍ଧାନ୍ତ ନେଇଥିବା କହିଛନ୍ତି। ଏହା ପୂର୍ବରୁ ସେ…
Read More...