ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ରାଜନୀତି

ଆମ ଆଦମୀ ପାର୍ଟିର ୧୩ କାଉନସିଲର ଦେଲେ ଇସ୍ତଫା

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା। ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୩ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ହେମଚନ୍ଦ୍ର ଗୋୟଲଙ୍କ ନେତୃତ୍ୱରେ ଏକ ତୃତୀୟ ସାମ୍ମୁଖ୍ୟ ଦଳ ଗଠନ ହେବାକୁ ଯାଉଛି। ସମସ୍ତ ପୌର ପରିଷଦ ସଦସ୍ୟ ଇସ୍ତଫା ଦେଇ ‘ଇନ୍ଦ୍ରପ୍ରସ୍ଥ
Read More...

ବିଜେଡି ୬ ଜିଲା ସଭାପତି ସହ ୧୫ ଉପସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ବର: ବିଜେଡି ୬ ଜିଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି। ସେହିପରି ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ,
Read More...

୧୦ରେ ଓଡ଼ିଶା ଆସିବେ ଅମିତ ଶାହା

ନୁଆଦିଲ୍ଲୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର
Read More...

ନବମ ଥର ପାଇଁ ସଭାପତି ହେଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ।
Read More...

ଓଡିଶା ପରି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ଦେଖିବାକୁ ମିଳିବ ଓଡ଼ିଶା ମଡେଲ। ଓଡ଼ିଶା ବିଧାନସଭା ଭଳି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍। ଦିଲ୍ଲୀ ବିଧାନସଭାରେ ବ୍ୟବହାର ହେବ ‘ନେଭା’ ଆପ୍ଲିକେସନ। ଓଡ଼ିଶା ବିଧାନସଭାରେ ଡିଜିଟାଲ ଆସେମ୍ଲି ବା ‘ନେଭା’ ଆପ୍ଲିକେସନ କାର୍ଯ୍ୟକାରିତାକୁ ଷ୍ଟଡି
Read More...

ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି
Read More...

ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ

ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ
Read More...

ଭୁବନେଶ୍ୱରରେ ଅଖିଳେଶ ଯାଦବ

ଭୁବନେଶ୍ବର: ଭୁବନେଶ୍ବରରେ ସମାଜବାଦୀ ପାର୍ଟ ମୁଖ୍ୟ ଅଖିଳେଶ ଯାଦବ। ଭୁବନେଶ୍ବରରେ ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପତ୍ନୀ ତଥା ସାଂସଦ ଡିମ୍ପଲ ଯାଦବଙ୍କ ସହ ଓଡିଶା ଆସିଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ
Read More...

ରାଜ୍ୟରେ ପୁଣି ହେବ ଉପନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର
Read More...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ବର: ଭାରତ ସରକାରଙ୍କ ବହୁ ପ୍ରତିକ୍ଷୀତ ଏହି ଯୋଜନା ଓଡ଼ିଶାରେ ଲାଗୁ ହେବାକୁ ଯାଉଛି। କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ
Read More...