ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category

ରାଜନୀତି

ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ।
Read More...

ରେଖା ଗୁପ୍ତା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା। ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଘୋଷଣା କଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ପରେ କରାଯାଇଛି ଏହି ଘୋଷଣା। ସେ ଆସନ୍ତାକାଲି ଐତିହାସିକ ରାମଲୀଲା ମୈଦାନରେ
Read More...

୧୮ରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର: ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କଂଗ୍ରେସର ସଂକଳ୍ପ ପଦଯାତ୍ରା। ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରୁ ଲିଙ୍ଗିପୁର ପର୍ଯ୍ୟନ୍ତ ଏହି ପଦଯାତ୍ରା ହେବ। ଏହାପରେ ପୁଣି ଲିଙ୍ଗିପୁରରୁ ପିପିଲି ପର୍ଯ୍ୟନ୍ତ ଏହି ସଂକଳ୍ପ ପଦଯାତ୍ରା ଯିବ। ସଫଳ ଓଡିଶାର ରୂପାୟନ ସହ ଓଡିଶାର
Read More...

ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ

ଭୁବନେଶ୍ଵର: ପୁଣି କଂଗ୍ରେସକୁ ଫେରିଲେ ସୁରେଶ ରାଉତରାୟ। କଂଗ୍ରେସ ସର୍ବକ୍ଷମା ଆଣିବା ପରେ ଆଜି ମୁଣ୍ଡିଆ ମାରି, ନଡ଼ିଆ ଭାଙ୍ଗି, କଂଗ୍ରେସ ପତାକା ବେକରେ ପକାଇ ପୁଣି କମ୍ ବ୍ୟାକ୍‌ କରିଛନ୍ତି ସୁର। କଂଗ୍ରେସ ଭବନରେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ବାପାକୁ ସ୍ୱାଗତ ଜଣାଇବା ସହ ପାଛୋଟି
Read More...

ଲୋକ ସଭାରେ ଆଗତ ହେଲା ନୂତନ ଆୟକର ବିଲ

ନୂଆଦିଲ୍ଲୀ: ଲୋକସଭାରେ ନୂତନ ଆୟକର ବିଲ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ନୂତନ ଆୟକର ବିଲ ୨୦୨୫ ଆଗତ କରିଛନ୍ତି।ପୂର୍ବରୁ, ୭ ଫେବୃଆରୀ ୨୦୨୫ରେ, କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଥିଲେ। ଏହି ନୂତନ ବିଲ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର ଆଇନକୁ ବଦଳାଇବ
Read More...

ଟ୍ୟାବ୍‌ରେ ପ୍ରଶ୍ନୋତ୍ତର ପ୍ରସ୍ତାବ ପଢ଼ିବେ ବିଧାୟକ

ଭୁବନେଶ୍ବର: ଏଣିକି ଆଉ ପେପର ଦେଖିବେ ନାହିଁ ବିଧାୟକ। ପେପର ଲେସ୍ ହେବ ବିଧାନସଭା। ସ୍ବାର୍ଟ ହେବେ ବିଧାୟକ। ଏବେ ପେପର ବଦଳରେ ଟ୍ୟାବରେ ପଢିବେ ବିଧାୟକ। ନେଭା ପକ୍ଷରୁ ଏହି ଏହି ବ୍ୟବସ୍ଥା କରାଯାଇଛି।ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଟ୍ୟାବ୍ ଲାଗିଛି। ଏଥର ବିଧାନସଭାରେ କୌଣସି
Read More...

ଭକ୍ତ ଚରଣ ଦାସ ହେଲେ ପିସିସି ସଭାପତି

ଭୁବନେଶ୍ବର: କିଏ ହେବ କଂଗ୍ରେସ ପିସିସି ସଭାପତି ? ଏହାକୁ ଅନେକ ଦିନ ଧରି ଚର୍ଚ୍ଚା ଲାଗି ରହିଥିଲା। ଶେଷରେ ପିସିସି ସଭାପତିଙ୍କ ନାଁ ଘୋଷଣା କଲା ଏଆଇସିସି। ଓଡ଼ିଶା ପିସିସି ସଭାପତି ଭାବେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସଙ୍କୁ ନାଁ ଘୋଷଣା କରାଯାଇଛି।
Read More...

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

ମଣିପୁର: ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି
Read More...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ ମାର୍ଲେନା

ନୁଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ
Read More...

ହାରିଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ
Read More...