Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ରାଜନୀତି
ଅଳ୍ପ ସମୟ ପରେ ପ୍ରାର୍ଥୀ ତାଲିକା: ନବୀନ
ଭୁବନେଶ୍ୱର: ଅଳ୍ପ ସମୟ ପରେ ବିଜେଡି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ । ସୁନ୍ଦରଗଡ ଓ ବଲାଙ୍ଗୀରର କିଛି ନେତାଙ୍କୁ ବିଜେଡିକୁ ସ୍ୱାଗତ କରିବା ବେଳେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନିଜେ ଏହି ସୂଚନା ଦେଇଛନ୍ତି ।
କଳହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର!-->…
Read More...
Read More...
ଗମାଙ୍ଗ ଦଳ ଛାଡିଲେ, ପ୍ରଶାନ୍ତ ଦ୍ୱନ୍ଦ୍ୱରେ
ବିଜେଡିରେ ଘଡିକେ ଘୋଡା ଛୁଟୁଛିରଘୁନନ୍ଦନ ଦାସ ବିଜେଡିକୁ ଫେରିବେତ୍ରିନାଥ ଖୁବ୍ ଶୀଘ୍ର ବିଜେପି ଯାଇପାରନ୍ତି ଭୁବନେଶ୍ୱର: ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା!-->…
Read More...
Read More...
ବିଜେପୁରରୁ ପ୍ରାର୍ଥୀ ହେବେ ନବୀନ!
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରୁ ଲଢିପାରନ୍ତି । ଆଜି ନିଜେ ନବୀନ ଗଣମାଧ୍ୟମକୁ ଏଭଳି ସୂଚନା ଦେଇଛନ୍ତି । ପଦ୍ମଶ୍ରୀ ହଳଧର ନାଗଙ୍କର ବିଜେଡି ମିଶ୍ରଣ କାର୍ଯ୍ୟକ୍ରମ ଅବସରରେ ସାମ୍ୱାଦିକମାନଙ୍କୁ ନବୀନ କହିଥିଲେ ଯେ ପଶ୍ଚିମ ଓଡି଼ଶାର ମହିଳା, ଯୁବକ,!-->…
Read More...
Read More...
କଣ ଆଲୋଚନା କଲେ ନବୀନ-ଦିଲ୍ଲୀପ
ଭୁବନେଶ୍ୱର: ଦୀର୍ଘ ୧୭ବର୍ଷ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପୂର୍ବତନ ମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ମଧ୍ୟରେ ରାଜନୈତିକ ବାର୍ତାଳାପ ହୋଇଛି । ଦିଲ୍ଲୀପ ବିଜେଡିକୁ ଫେରିବା ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ୧୦ ମିନିଟ୍ର ଏହି ଆଲୋଚନା କିନ୍ତୁ ରାଜ୍ୟ ରାଜନୀତିକୁ ଚର୍ଚ୍ଚା ପାଇଁ!-->…
Read More...
Read More...
ମହରଗରୁ ଯାଇ କାନ୍ତାରରେ ପଡିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: ବିଜେପି ରାଜନୀତିରେ ହଠାତ୍ କୋଣଠେସା କରି ଦିଆଗଲା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ । ଗୋଟିଏ ଗୋଷ୍ଠୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବୁଝାଇଦେଲେ ଯେ ବିଜୟ ତାଙ୍କ ରାସ୍ତାରେ କଣ୍ଟା ହୋଇପାରନ୍ତି । ଏକଦା ଅତ୍ୟନ୍ତ ଘନିଷ୍ଠ ଥିବା ବିଜୟ ମହାପାତ୍ର ଓ!-->…
Read More...
Read More...
ରାଜ୍ୟବାସୀଙ୍କ ସାମ୍ନାରେ ନବୀନ ରଖିବେ ହିସାବ
ପ୍ରଥମ ଥର ପାଇଁ ମନ୍ତ୍ରୀ ପରିଷଦର ସିଧା ପ୍ରସାରଣ ହେବଏଥର ଲୋକ ତିଆରି କରିବେ ବିଜେଡିର ନିର୍ବାଚନ ଇସ୍ତାହାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିରୋଧୀଙ୍କ ପୁଣି ଏକ ଚକମା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟ ମନ୍ତ୍ରୀ!-->!-->!-->…
Read More...
Read More...
ମାଲକାନଗିରିରୁ ପ୍ରାର୍ଥୀ ହେବେ ମୁକୁନ୍ଦ!
ଭୁବନେଶ୍ୱର: ମାଲକାନଗିରିର ପୂର୍ବତନ ବିଧାୟକ ତଥା ବିଜେପି ନେତା ମୁକୁନ୍ଦ ସୋଡି ନିର୍ବାଚନ ପୂର୍ବରୁ ଘରକୁ ବାହୁଡିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନବୀନ ନିବାସରେ ନିଜ ସମର୍ଥକଙ୍କ ସହିତ ସେ ବିଜେଡିରେ ସାମିଲ ହୋଇଥିଲେ ।
ମୁକୁନ୍ଦଙ୍କ ବିଜେଡି ଯୋଗଦାନକୁ!-->…
Read More...
Read More...
ଆସ୍କା : ସିଦ୍ଧାନ୍ତଙ୍କୁ ଟକ୍କର ଦେବେ କି ଅନୀତା
ଭୁବନେଶ୍ୱର: ବ୍ରହ୍ମପୁର ଲୋକସଭା ଆସନରେ ପ୍ରାର୍ଥୀ କିଏ? ବର୍ତମାନର ସାଂସଦ ସିଦ୍ଧାନ୍ତ ମହାପାତ୍ର, ପୂର୍ବତନ ମନ୍ତ୍ରୀ ଚନ୍ଦ୍ରଶେଖର ସାହୁ ନା ନିକଟରେ ବିଜେଡିରେ ଯୋଗଦେଇଥିବା କଲ୍ୟାଣୀ ଦେବୀ?
ଏହାକୁ ନେଇ ଦକ୍ଷିଣ ଓଡ଼ିଶାରେ ରାଜନୀତି ଜୋର ଧରିଛି । ଚର୍ଚ୍ଚା ଚାଲିଛି, ଚନ୍ଦ୍ରଶେଖରଙ୍କୁ!-->…
Read More...
Read More...
ସମ୍ୱଲପୁରରେ ବିଜେଡିର ବଡ଼ ଖେଳ
ଭୁବନେଶ୍ୱର: ପୂର୍ବତନ ପୂର୍ତ ନଳିନୀ ପ୍ରଧାନ ଖୁବ୍ ଶୀଘ୍ର ବିଜେଡିରେ ଯୋଗଦେବେ । ବିଜେଡି ହାଇକମାଣ୍ଡ ନବୀନ ପଟ୍ଟନାୟକ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ସମ୍ୱଲପୁର ଆସନରେ ପ୍ରାର୍ଥୀ ଏକପ୍ରକାର ସ୍ପଷ୍ଟ । କେବଳ ସେତିକି ନୁହେଁ,ଶ୍ରୀ ପ୍ରଧାନଙ୍କ ସହିତ ସମ୍ୱଲପୁର ଲୋକସଭା ନିର୍ବାଚନମଣ୍ଡଳୀରେ!-->…
Read More...
Read More...
ରାତିଅଧିଆ ମନେଇ ଦେଲେ, ବିଜେଡି ଫେଲ୍
ଭୁବନେଶ୍ୱର: କଂଗ୍ରେସ ଛାଡି ଶଙ୍ଖ ଫୁଙ୍କିଥିଲେ ଦୁଇଥରିଆ ବିଧାୟକ ନବ କିଶୋର ଦାସ । ସୁନ୍ଦରଗଡ ବିଧାୟକ ପଦ ଛାଡି ବିଜେଡିରେ ଯୋଗ ଦେଇଥିଲେ ଯୋଗେଶ ସିଂ । ଆହୁରି ଅନେକ କଂଗ୍ରେସ ନେତାଙ୍କ ନାମ ଶୁଣାଯାଉଥିଲା, ଯେଉଁମାନେ ବିଜେଡିକୁ ଆଖେଇଥିଲେ । ଏହାକୁ ନେଇ ବେଶ ହଲାପଟା ହେଉଥିଲେ କଂଗ୍ରେସ!-->…
Read More...
Read More...