ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
Browsing Category

ରାଜନୀତି

ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ମଙ୍ଗଳବାର ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ବିହାର ଲୋକସେବା ଆୟୋଗ(ବିପିଏସସି) ପ୍ରାର୍ଥୀଙ୍କ ସମର୍ଥନରେ ଜାନୁଆରୀ ୨ରୁ ଆମରଣ ଅନଶନରେ ବସିଥିବା ଜନ ସୂରଜ ପାର୍ଟି ଅଧ୍ୟକ୍ଷ ପ୍ରଶାନ୍ତ କିଶୋରଙ୍କର ମଙ୍ଗଳବାର ହଠାତ୍ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି।
Read More...

ଜାମିନ ନେବାକୁ ମନା କଲେ ପ୍ରଶାନ୍ତ କିଶୋର

ଜେଲ୍‌ରେ ଥାଇ କରିବେ ଅନଶନନୂଆଦିଲ୍ଲୀ: ଗାନ୍ଧୀ ମୂର୍ତ୍ତି ତଳେ ଅନଶନରେ ବସିଥିବା ଜନ ସୁରଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ କିଶୋର ବିହାର ପ୍ରଶାସନିକ ସେବା ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ ଆଜି ଭୋର୍‌ ୪ଟାରୁ ପୋଲିସ ତାଙ୍କୁ ଉଠାଇନେଇଥିଲା। ପରେ ସକାଳେ
Read More...

୯ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ବର: ଶୁକ୍ରବାର ରାଜ୍ୟ କ୍ୟାବିନେଟ ୯ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି।
Read More...

ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

ଭୁବନେଶ୍ବର; ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରିବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧର
Read More...

ନୂଆବର୍ଷରେ କମିଲା ଏଲପିଜି ଗ୍ୟାସ ଦର

ନ୍ୟୁଜ୍ ବ୍ୟୁରୋ: ନୂଆବର୍ଷରେ ନୂଆ ନିୟମ। ବର୍ଷ ଆରମ୍ଭରୁ ଗ୍ରାହକଙ୍କ ପାଇଁ ଖୁସି ଖବର। ବର୍ଷ ବଦଳିବା ସହ ବଦଳିଛି ନିୟମ। କମିଛି ଏଲପିଜି ସିଲିଣ୍ଡର ଦର। କମର୍ସିଆଲ ସିଲିଣ୍ଡର ଦର କମ ହୋଇଛି । ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଥିବା ବେଳେ ୧୯ କେଜି ବିଶିଷ୍ଟ କମର୍ସିଆଲ
Read More...

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ବର: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ କାରଣରୁ ରାଷ୍ଟ୍ରୀୟ ଶୋକକୁ ଦୃଷ୍ଟିରେ ରଖି ତାଙ୍କର
Read More...

ଆସନ୍ତା ବର୍ଷ ହେବ କଲେଜ ନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ଆସନ୍ତା ଶିକ୍ଷାବର୍ଷରେ ଆୟୋଜିତ ହେବ କଲେଜ ନିର୍ବାଚନ। ଆଜି ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ। ତେବେ କହିରଖୁଛୁ,
Read More...

ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରଘୁବର ଦାସ

ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ ଓଡ଼ିଶା ରାଜନୀତି
Read More...

ବଢିଲା ରାହୁଲଙ୍କ ଅଡ଼ୁଆ: ଜାରି ହେଲା ସମନ

ନୂଆଦିଲ୍ଲୀ: ବଢ଼ିଲା ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଅଡୁଆ। ଲୋକସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ ବରେଲିର ଏକ ଅଦାଲତ ଶନିବାର ତାଙ୍କୁ ସମନ
Read More...