Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
ରାଜନୀତି
ବିଦ୍ରୋହୀଙ୍କୁ ଡରାଇଲେ ନିରଞ୍ଜନ
୨୬ରେ ନୁହେଁ, ମାର୍ଚ୍ଚ ୨ ସୁଦ୍ଧା ଆସିବେ ରାହୁଲଭୁବନେଶ୍ୱର: ଯିଏ ବିଦ୍ରୋହ କରିବ, ଲୋକେ ତାର ଜବାବ ଦେବେ । ୨୦୧୯ ନିର୍ବାଚନକୁ କର ବା ମର ନୀତିରେ ଗ୍ରହଣ କରିଥିବା ରାଜ୍ୟ କଂଗ୍ରେସ ଆଜି ଦଳର ବିଦ୍ରୋହୀ ପ୍ରାର୍ଥୀଙ୍କୁ ଏମିତି ଚେତାବନୀ ଦେଇଛି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ!-->…
Read More...
Read More...
କେଉଁ ରାସ୍ତାରେ ଯାଉଛିି କଂଗ୍ରେସ?
ସହମତିରେ ହୋଇପାରୁନି ପ୍ରାର୍ଥୀ ଚୟନଗୋଷ୍ଠୀବାଦ ଯାଇନି, ବୟସ୍କ ବି ଆଶାୟୀସଂଗଠନ ଥିବା ନେତାଙ୍କ ବିରୋଧୀ ସକ୍ରିୟପିସିସି ସତର୍କ ନହେଲେ, ବିପର୍ଯ୍ୟୟ ସମ୍ଭାବନାଭୁବନେଶ୍ୱର: ନିର୍ବାଚନମଣ୍ଡଳୀରେ ବର୍ଷତମାମ କର୍ମୀଙ୍କୁ ସଂଗଠିତ କରି ଜଣେ ଦଳର ପତାକା ବଞ୍ଚାଇଲା । ଦୀର୍ଘ ୫ ବର୍ଷ ଧରି ସଭା,!-->…
Read More...
Read More...
ସହିଦଙ୍କ ପାଇଁ ଶିକ୍ଷାନୁଷ୍ଠାନରେ ପ୍ରାର୍ଥନା
ଆତଙ୍କବାଦୀ ଆକ୍ରମଣ ଘଟଣାରେ ସହିଦ ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଆସନ୍ତାକାଲି ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଓଡ଼ିଶାର ଦୁଇ!-->…
Read More...
Read More...
ପ୍ରଥମ ଲୋକାୟୁକ୍ତ ଅଧ୍ୟକ୍ଷ ଅଣଓଡ଼ିଆ!
ନବୀନ ସ୍ୱଚ୍ଛତାର ପୁଣି ପ୍ରମାଣ ଦେଲେସଶକ୍ତ ଲୋକାୟୁକ୍ତ ଗଠନ ରାସ୍ତା ଖୋଲିଲାକମିଟିର ସବୁ ସଦସ୍ୟଙ୍କ ମତ ମିଶିଗଲାମାର୍ଚ ୧୯ରେ ଚୟନ ହେବେ ଅନ୍ୟ ସଦସ୍ୟ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ସଶକ୍ତ ଲୋକାୟୁକ୍ତ ଗଠନ କରିବା ଲାଗି ଅଣ୍ଟାଭିଡିଛନ୍ତି । ରାଜ୍ୟର ପ୍ରଥମ!-->…
Read More...
Read More...
କିଏ ପାଇବେ ଟିକେଟ୍, କିଏ ପଡିବ ବାଦ୍
ତିନି ଥର ହାରିଥିଲେ ମିଳିବନି ଟିକେଟ୍ଗୋଟିଏ ପରିବାରକୁ ଜଣକୁ ମିଳିବକଂଗ୍ରେସ ଶିବିରରେ କମ୍ପନ, ବରିଷ୍ଠ ବିଚଳିତଭୁବନେଶ୍ୱର: ଗୋଟିଏ ପରିବାରକୁ ଗୋଟିଏ ଟିକେଟ୍ । ତିନି ଥର ହାରିଥିଲେ ଟିକେଟ୍ ମନା । ଟିକେଟ୍ ବଣ୍ଟନ ପ୍ରକ୍ରିୟାରେ ଏମିତି ନିଷ୍ପତ୍ତି ନେଇଛି କଂଗ୍ରେସ । କଂଗ୍ରେସ!-->…
Read More...
Read More...
ନୂଆ ଖେଳ ଆରମ୍ଭ କଲେ ବୈଜୟନ୍ତ
ଭୁବନେଶ୍ୱର: ପୁଣି ଚର୍ଚ୍ଚାକୁ ଆସିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା । ବାହମାସ୍ ଟିକସ ଠକେଇ ଭଳି ଘଟଣାରେ ବିଜେଡି ଏବେ ତାଙ୍କୁ ଘେରିଛି । କେବଳ ସେତିକି ନୁହେଁ, କେନ୍ଦ୍ର ସରକାର କାହିଁକି ଏହି ଘଟଣାରେ ତଦନ୍ତ କରୁନାହାନ୍ତି ବୋଲି ପ୍ରଶ୍ନ ଉଠାଇବା ସହିତ ଦଳ କେନ୍ଦ୍ରମନ୍ତ୍ରୀ!-->…
Read More...
Read More...
ନବୀନଙ୍କ ନିଷ୍ପତ୍ତିକୁ ଅପେକ୍ଷା
ଭୁବନେଶ୍ୱର: ବଦନାମ ନେତାଙ୍କ ଟିକେଟ୍ କାଟିଦେଲେ ବିଜେଡି ରାଜ୍ୟ ମୁଖିଆ ନବୀନ ପଟ୍ଟନାୟକ । ଅନେକ ଆକଳନ କରୁଥିଲେ, ଚିତ୍ପଟାଙ୍ଗ ମାରିବ ବିଜେଡି । ମୋଦୀ ହାଵାରେ ଅସନ୍ତୁଷ୍ଟଙ୍କ ଭୋଟ ମିଶିଲେ, ବରବାଦ ଆଡକୁ ଯିବ ଶଙ୍ଖ । ପୁଣି ବିଜେଡିର ଚାଣକ୍ୟ କୁହାଯାଉଥିବା ପ୍ୟାରୀମୋହନ ମହାପାତ୍ରଙ୍କ!-->…
Read More...
Read More...
ବେଗୁନିଆରେ ବୁଲିଲେ ପୃଥ୍ୱୀ, କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର: ୨୦୧୯ ନିର୍ବାଚନ ଗଣିତ ଦିନକୁ ଦିନ ଅଧିକ ରହସ୍ୟମୟ ହେବାରେ ଲାଗିଲାଣି । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଅବର୍ତମାନରେ ତାଙ୍କ ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ରାଜନୀତିକୁ ଓହ୍ଲାଇଛନ୍ତି । ଜାନକୀଙ୍କ ପୁରୁଣା ନିର୍ବାଚନମଣ୍ଡଳୀ ବେଗୁନିଆକୁ ସେ ତାଙ୍କର!-->…
Read More...
Read More...
ବେଳ ଦେଖି ବୈଜୟନ୍ତଙ୍କୁ ବାଣ ମାରିଲା ବିଜେଡି
ଭୁବନେଶ୍ୱର: ବିଜେଡିରୁ ବିଦା ହେବା ବେଳେ ବୈଜୟନ୍ତଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଅଣାଯାଇଥିଲା । ସେତେବେଳେ ଦଳ ପକ୍ଷରୁ କୁହାଯାଇଥିଲା ଯେ ସେ ଅର୍ଥ ସଂକ୍ରାନ୍ତ ସ୍ଥାୟୀ କମିଟି ଅଧ୍ୟକ୍ଷ ହେବାକୁ ଚାହୁଁଥିଲେ । ନ କରାଯିବା କାରଣରୁ ବିରୋଧୀ ହୋଇଛନ୍ତି । ବିଜେଡିର ଏହି ଅଭିଯୋଗ ବେଶ!-->…
Read More...
Read More...
ଫଟୋରେ ରହିଗଲା ସ୍ମରଣୀୟ ମୁହୂର୍ତ
କିଏ ଯିଏ, ଆଉ କିଏ ଫେରିବେଅଧିବେଶନ ଶେଷ, ନୂଆ ସରକାରକୁ ଅପେକ୍ଷାମାନ ଅଭିମାନ ଛାଡି ହାତ ମିଳାଇଲେ ନେତାକାହାକୁ କେମିତି ମନେ ରଖିବ ବିଧାନସଭା
ଭୁବନେଶ୍ବର: ଯେତେଥର ଗୃହରେ ବସିଛନ୍ତି, ରାଜନୈତିକ ଆକ୍ଷେପ, ପ୍ରତି ଆକ୍ଷେପ ହୋଇଛି । ଲଢେଇ ଅନେକ ସମୟରେ ବ୍ୟକ୍ତିଗତ ସ୍ତର ପର୍ଯ୍ୟନ୍ତ!-->!-->!-->…
Read More...
Read More...