Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category
ରାଜନୀତି
ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ
ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି ସଂସଦ ବଜେଟ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ଏହା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ୩୧ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୧୩ ଯାଏ ଚାଲି। ଲଗାତର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ କେନ୍ଦ୍ର!-->…
Read More...
Read More...
୮ମ ବେତନ ଆୟୋଗକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଜେଟ୍ ପୂର୍ବରୁ ଦେଇଛନ୍ତି ବଡ ଉପହାର। ୮ମ ବେତନ ଆୟୋଗ ପାଇଁ ମଞ୍ଜୁରୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ!-->…
Read More...
Read More...
ବଦଳିଲା କଂଗ୍ରେସ ଠିକଣା
ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ପ୍ରାୟ ପାଞ୍ଚ ଦଶନ୍ଧି ପରେ କଂଗ୍ରେସ ପାଇଲା ନୂଆ ଠିକଣା। ୪୭ ବର୍ଷ ପରେ କଂଗ୍ରେସ ପାଇଲା ନୂଆ ମୁଖ୍ୟାଳୟ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର!-->…
Read More...
Read More...
ନାମାଙ୍କନ ଭରିଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ: ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ନୂଆଦିଲ୍ଲୀ ପ୍ରାର୍ଥୀ ଅରବିନ୍ଦ କେଜ୍ରିଓ୍ବାଲ। ଆଜି ନିଜର ଦଳୀୟ ନେତାଙ୍କ ସମର୍ଥନରେ ଯାଇ ଇସିଙ୍କୁ ନିଜର ନାମାଙ୍କନ ପତ୍ର!-->…
Read More...
Read More...
ଲୋକଙ୍କୁ ନିର୍ବାଚନ ଖର୍ଚ୍ଚ ମାଗିଲେ ଆତିଶୀ
ନୂଆଦିଲ୍ଲୀ: ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଯାଉଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲକାଜି ଆସନରୁ ଆମ ଆଦମୀ ପାର୍ଟିରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ଖର୍ଚ୍ଚ ପାଇଁ ସେ ଜନସାଧାରଣଙ୍କୁ ଟଙ୍କା ମାଗିଛନ୍ତି। କ୍ରାଉଡଫଣ୍ଡିଂ!-->…
Read More...
Read More...
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ମଙ୍ଗଳବାର ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮!-->…
Read More...
Read More...
ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ବିହାର ଲୋକସେବା ଆୟୋଗ(ବିପିଏସସି) ପ୍ରାର୍ଥୀଙ୍କ ସମର୍ଥନରେ ଜାନୁଆରୀ ୨ରୁ ଆମରଣ ଅନଶନରେ ବସିଥିବା ଜନ ସୂରଜ ପାର୍ଟି ଅଧ୍ୟକ୍ଷ ପ୍ରଶାନ୍ତ କିଶୋରଙ୍କର ମଙ୍ଗଳବାର ହଠାତ୍ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି।
!-->!-->…
Read More...
Read More...
ଜାମିନ ନେବାକୁ ମନା କଲେ ପ୍ରଶାନ୍ତ କିଶୋର
ଜେଲ୍ରେ ଥାଇ କରିବେ ଅନଶନନୂଆଦିଲ୍ଲୀ: ଗାନ୍ଧୀ ମୂର୍ତ୍ତି ତଳେ ଅନଶନରେ ବସିଥିବା ଜନ ସୁରଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ କିଶୋର ବିହାର ପ୍ରଶାସନିକ ସେବା ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ ଆଜି ଭୋର୍ ୪ଟାରୁ ପୋଲିସ ତାଙ୍କୁ ଉଠାଇନେଇଥିଲା। ପରେ ସକାଳେ!-->…
Read More...
Read More...
୯ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର: ଶୁକ୍ରବାର ରାଜ୍ୟ କ୍ୟାବିନେଟ ୯ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି।!-->…
Read More...
Read More...
ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି
ଭୁବନେଶ୍ବର; ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରିବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧର!-->…
Read More...
Read More...