Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କିସ୍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category
ରାଜନୀତି
ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ହତ୍ୟା ଧମକ
ବିହାର: ସଲମାନ ଖାନଙ୍କ ମାମଲାରୁ ଦୂରେଇ ରୁହ, ନଚେତ ମାରିଦେବୁ। ବିହାରର ପୁର୍ଣ୍ଣିଆ ସାସଂଦ ପପୁ ଯାଦବଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଧମକ। ପପୁ ଯାଦବ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିକଟରେ ଏ ନେଇ ଅଭିଯୋଗ କରିବା ସହ ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି।
ସୂଚନା!-->!-->!-->…
Read More...
Read More...
ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି
ନୂଆଦିଲ୍ଲୀ: କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି। ଅଜିତ ପାୱାର ଏନସିପି ଦଳରେ ଯୋଗଦେବା ମାତ୍ରେ ଦଳ ତାଙ୍କୁ ଟିକେଟ ଦେବାକୁ ଘୋଷଣା କରିଥିଲେ।!-->…
Read More...
Read More...
ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।
ରାଜ୍ୟ ମହିଳା କମିଶନ!-->!-->!-->…
Read More...
Read More...
୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। କ୍ୟାବିନେଟ ୬ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରାଜ୍ୟ କ୍ୟାବିନେଟ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି!-->…
Read More...
Read More...
ୱାୟନାଡ ପାଇଁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି
ୱାୟନାଡ: ୱାୟନାଡ ଲୋକସଭା ସିଟ୍ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି। ପ୍ରଥମ ଥର ପ୍ରତ୍ୟେକ୍ଷ ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଯାହାକୁ ନେଇ ବେଶ୍ ଚର୍ଚ୍ଚା ଚାଲିଛି। ଏଥି ନିମନ୍ତେ ସେ ଆଜି ନାମାଙ୍କନ!-->…
Read More...
Read More...
ଇସ୍ତଫା ଦେଲେ ଓମାର ଅବଦୁଲ୍ଲା
ବଡ଼ଗାମ: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ବଡ଼ଗାମ ବିଧାନସଭା ନିର୍ବାଚନମଣ୍ଡଳୀରୁ ଇସ୍ତଫା ଦେଇଛନ୍ତି। ପ୍ରୋଟେମ ସ୍ପିକର୍ ମୁବାରକ ଗୁଲ ଏହି ଘୋଷଣା କରିଛନ୍ତି। ଓମାର ପାରିବାରିକ ଗଡ଼ ଗାନ୍ଦରବଲ ଆସନରୁ ନିଜ ପାଖରେ ରଖିଛନ୍ତି।
ଏହି ଅବସରରେ ମୁବାରକ ଗୁଲ ବିଧାନସଭାର ସଦସ୍ୟମାନଙ୍କୁ!-->!-->!-->…
Read More...
Read More...
ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା
ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି। ରାଜ୍ୟରେ ୩ ଦଳ ମଧ୍ୟରେ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ ହେବା ପରେ ଆଜି ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୯୯ ଜଣଙ୍କୁ ଦଳ ପକ୍ଷରୁ!-->…
Read More...
Read More...
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ
ଭୁବନେଶ୍ବର: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ। ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।ପୁଣି ନବୀନଙ୍କ ଆଉ ଏକ ଛାପ ବଦଳିବାକୁ ଯାଉଛି। ପୂର୍ବ ସରକାରର ବହୁ ଚର୍ଚ୍ଚିତ ଯୋଜନା ‘ଆମ ଓଡିଶା, ନବୀନ ଓଡିଶା’ର!-->…
Read More...
Read More...
ସରକାର ରବି ଫସଲଗୁଡ଼ିକର ବଢ଼ାଇଲେ ଏମଏସପି
କୃଷକଙ୍କୁ ସରକାରଙ୍କ ଦୀପାବଳି ଭେଟିନୂଆଦିଲ୍ଲୀ; କୃଷକମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି ମୋଦି ସରକାର। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର।
କ୍ୟାବିନେଟ ବୈଠକରେ ରବି ଫସଲଗୁଡ଼ିକ!-->!-->!-->…
Read More...
Read More...
ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି
ହରିୟାଣା: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। ହରିୟାଣା ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବେ ନାଏବ ସିଂ ସାଇନି। ଆଜି ସୈନୀଙ୍କୁ ନବନିର୍ବାଚିତ ବିଧାୟକ ଦଳ ବୈଠକରେ ପୁଣି ନେତା ଭାବେ ନିର୍ବାଚିତ କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ!-->…
Read More...
Read More...