ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ
Browsing Category

ରାଜନୀତି

ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ମିଶିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ

ବଡ଼ମ୍ବା: ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ଭାଜପାରେ ମିଶିଲେ ରଘୁପତି। ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ଆଜି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି । ବଡ଼ମ୍ବା ବିଧାୟକଙ୍କ ନେତୃତ୍ୱରେ ଭାଜପାରେ ସାମିଲ ହୋଇଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା
Read More...

ଆପ୍‌ କୌଣସି ଦଳ ସହ ମେଣ୍ଟ କରିବ ନାହିଁ: କେଜ୍ରିୱାଲ

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ସମସ୍ତ ଦଳଗୁଡ଼ିକ ଅଣ୍ଟା ଭିଡିଲେଣି। ଏସବୁ ମଧ୍ୟରେ ଆମ୍‌ ଆଦମୀ ପାର୍ଟି(ଆପ୍‌) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ନିର୍ବାଚନରେ ମେଣ୍ଟକୁ ନେଇ ବଡ଼ ଘୋଷଣା କରିଛନ୍ତି। ଖବରଦାତା ସମ୍ମିଳନୀକୁ
Read More...

ଚତୁର୍ଥ ଥର ଶପଥ ନେଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ। ରାଞ୍ଚିର ମୋରହାବାଦି ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
Read More...

ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା

ନୂଆଦିଲ୍ଲୀ: ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା। କଂଗ୍ରେସର ସାଧାରଣ ସମ୍ପାଦକ ତଥା କେରଳର ଓ୍ବାୟନାଡ ଆସନରୁ ନବନିର୍ବାଚିତ ସାଂସଦ ପ୍ରିୟଙ୍କା ଆଜି ବିଧିବଦ୍ଧ ଭାବେ ଲୋକସଭାରେ ଶପଥ ଗ୍ରହଣ କରିଛନ୍ତି। ୫୨ ବର୍ଷିୟ ପ୍ରିୟଙ୍କା ହାତରେ ସମ୍ବିଧାନ ଧରି ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ
Read More...

୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାସହିତ ପ୍ରଧାନମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ଏମ୍‌ପି ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ
Read More...

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ନୂଆଦିଲ୍ଲୀ: ଆସିଲା ରାଜ୍ୟସଭା ନିର୍ବାଚନ ତାରିଖ। ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଭାରତର ନିର୍ବାଚନ ଆୟୋଗ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି। ଓଡ଼ିଶା ସମେତ ୪ଟି ରାଜ୍ୟର ମୋଟ୍‌ ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ବିଜ୍ଞପ୍ତି
Read More...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ

ମହାରାଷ୍ଟ୍ର: ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ। ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ଏହି ସମୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳ ସିପି
Read More...

ସରିଲା ସର୍ବଦଳୀୟ ବୈଠକ, ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ଆଜି ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ
Read More...

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ୨୯ ତାରିଖରେ ମୋଦୀ
Read More...

ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ଝାଡ଼ଖଣ୍ଡ: ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ଲଗାତାର ଦ୍ୱିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ହେମନ୍ତ ସୋରେନ। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।
Read More...