Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
ରାଜନୀତି
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ,
ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗବିହାର: ବିହାର ରାଜନୀତିରେ ସୋମବାର ଏକ ବଡ଼ ରାଜନୈତିକ ପରିବର୍ତ୍ତନ ଦେଖିବାକୁ ମିଳିଛି। ବିଜେପିର ଦୀର୍ଘଦିନର ଗଡ଼ ଭାବେ ପରିଚିତ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ନିଜର ପ୍ରଥମ!-->…
Read More...
Read More...
ଲୋକସଭାରେ ପାରିତ ହେଲା ସାର୍ବଜନୀନ ପରୀକ୍ଷା ସଂଶୋଧନ ବିଲ୍
ନୂଆଦିଲ୍ଲୀ: ସାର୍ବଜନୀନ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନ୍ୟାୟକୁ ରୋକିବା ଲକ୍ଷ୍ୟରେ ଆଗତ ସାର୍ବଜନୀନ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ୍, ୨୦୨୬ ବୁଧବାର ଲୋକସଭାରେ ବାଚନିକ ଭୋଟ୍ରେ ପାରିତ ହୋଇଛି। ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବିଲ୍ଟିକୁ ଗୃହର ମଞ୍ଜୁରି ମିଳିଛି। ଏହା!-->…
Read More...
Read More...
ଧାନ ତଳି ସୁରକ୍ଷା ପାଇଁ ଲଗାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ମୃତ
ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ଧାନ ତଳିକୁ ଗୃହପାଳିତ ପଶୁ ଓ ବନ୍ୟଜନ୍ତୁଙ୍କ ଦାଉରୁ ରକ୍ଷା କରିବା ପାଇଁ ଲଗାଯାଇଥିବା ବିଦ୍ୟୁତ ଫାନ୍ଦ ଶେଷରେ ଦୁଇ ଜଣଙ୍କ ଜୀବନ ନେଇଛି। ଏହି ଅଘଟଣ ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସୂଚନା!-->!-->!-->…
Read More...
Read More...
ରାଜ୍ୟସଭାରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
ତୃଣମୂଳ ଶିବିରରେ ରାଜନୈତିକ ଚର୍ଚ୍ଚା ତୀବ୍ରନୂଆଦିଲ୍ଲୀ: ବଙ୍ଗାଳୀ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତ୍ରୀ ଓ ତୃଣମୂଳ କଂଗ୍ରେସ ନେତ୍ରୀ କୋଏଲ ମଲ୍ଲିକ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଚଳିତ ବର୍ଷ ଫେବୃଆରୀରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା କୋଏଲ ମାତ୍ର ତିନି ମାସ ମଧ୍ୟରେ!-->…
Read More...
Read More...
ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
ବିହାର: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ କୁମାର ସିହ୍ନା ଓରଫ ‘ବଣ୍ଟି’ ବିଧାନସଭା ଉପନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ସେ ନିଜର ନାମାଙ୍କନ ପ୍ରତ୍ୟାହାର କରିବା ସହ ଏନେଇ ଭାଜପା ରାଜ୍ୟ ସଭାପତି ସଞ୍ଜୟ ସରାୱାଗୀଙ୍କୁ ଏକ ଚିଠି ଲେଖି ଅବଗତ କରାଇଛନ୍ତି।!-->…
Read More...
Read More...
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ
ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଭୁବନେଶ୍ବର: ରାଜ୍ୟରେ ଆସନ୍ତା ଏପ୍ରିଲ ଓ ମେ’ ମାସରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ରାଜ୍ୟ ନିର୍ବାଚନ ଆୟୋଗର ସଚିବ ସନ୍ତୋଷ ଦାସ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ,!-->!-->!-->!-->!-->…
Read More...
Read More...
ବିଧାନସଭା ନିର୍ବାଚନ ଲଢ଼ିବ ଚିରାଗଙ୍କ ଏଲ୍ଜେପି
ଉତ୍ତରପ୍ରଦେଶ: ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶ୍ବାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ରାମ ବିଳାଶ) ପ୍ରତିଦ୍ୱନ୍ଦ୍ୱିତା କରିବ। ଏ ସମ୍ପର୍କରେ ରବିବାର ଚିରାଗ ପାଶ୍ବାନ ଆନୁଷ୍ଠାନିକ ଘୋଷଣା କରିଛନ୍ତି।
ସେ!-->!-->!-->…
Read More...
Read More...
ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ,
ନୂଆଦିଲ୍ଲୀ: ଚଳିତବର୍ଷ ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଭାରତ ସରକାରଙ୍କ ସୁପାରିଶକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ ସଂସଦର ଉଭୟ ଗୃହକୁ ଡକାଯାଇଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ସୂଚନା!-->…
Read More...
Read More...
ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ
ତାମିଲନାଡୁ: ତାମିଲନାଡୁରେ ରାଜନୈତିକ ବିବାଦ ତୀବ୍ର ହୋଇଛି। ଟିଭିକେ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଡିଏମକେ ବିଧାୟକ ଅନିତା ଆର୍. ରାଧାକୃଷ୍ଣନଙ୍କୁ ଶୁକ୍ରବାର!-->!-->!-->…
Read More...
Read More...
ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ
ଭୁବନେଶ୍ବର: ଦୀର୍ଘ ଦିନ ଧରି ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ବିଜୁ ଜନତା ଦଳ (ବିଜେଡି)ରେ ସାମିଲ ହୋଇଛନ୍ତି ସୁଜାତା ଆର୍ କାର୍ତ୍ତିକେୟନ। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ!-->…
Read More...
Read More...