ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Browsing Category

ରାଜନୀତି

ଜମ୍ମୁ-କାଶ୍ମୀରରେ ଆଜି ସରିଛି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ଆଜି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ହୋଇଯାଇଛି। ସକାଳଠୁ କଡ଼ା ସୁରକ୍ଷାରେ ଚାଲିଥିଲା ଭୋଟିଂ। ୨୬ ବିଧାନସଭା ଆସନରେ ଚାଲିଥିଲା ଭୋଟିଂ। ଶହ ଶହ ଭୋଟର ମତଦାନ କେନ୍ଦ୍ରରେ କରିଛନ୍ତି ମତଦାନ। ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତ ଦାତା। ୬
Read More...

ଆସନ୍ତାକାଲି ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ଗୁରୁବାର ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା। ସାଂସଦ, ବିଧାୟକ,
Read More...

ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି

ଭୁବନେଶ୍ବର: ବନ୍ଦ ଡାକରା ପ୍ରତ୍ୟାହାର କରି ନେଇଛି ବିଜେଡି। ଆସନ୍ତାକାଲି ଆଉ ହରତାଳ କରିବନି ବିଜେଡି। ସରକାରଙ୍କ ପକ୍ଷରୁ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ବିଜେଡି ତାର ମଙ୍ଗଳବାର ୬ ଘଣ୍ଟିଆ ବନ୍ଦ ଡାକରା ପ୍ରତ୍ୟାହାର କରିନେଇଛି । ଏନେଇ ପ୍ରେସମିଟ୍ କରି ସୂଚନା
Read More...

ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ଦିଲ୍ଲୀ
Read More...

ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ

ନୂଆଦିଲ୍ଲୀ: ଭାରତୀୟ ଜାତୀୟ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ ଚିବ୍। ନିଯୁକ୍ତି ନେଇ ସୂଚନା ଦେଲେ କେସି ବେଣୁଗୋପାଳକଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର
Read More...

ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍

ଭୁବନେଶ୍ବର: ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ। କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ଆଉ ଆଜି ମୟୁରଭଞ୍ଜ ଯିବେନି ମୁଖ୍ୟମନ୍ତ୍ରୀ। ତେବେ
Read More...

୨୪ ତାରିଖ ଦିନ ଭୁବନେଶ୍ୱର ବନ୍ଦ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ବିବାଦ ଦିନକୁ ଦିନ ବଢି ଚାଲିଛି। ଗତ ୨୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ସହିତ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ କରିଥିଲେ।
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମାର୍ଲେନ। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର
Read More...

ଡିଜିଟାଲ ମୋଡରେ ୫ ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ ଆଉ ୫୦୦

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଯେଉଁମାନେ ଟଙ୍କା ପାଇଛନ୍ତି,
Read More...

ଇସ୍ତଫା ଦେବାର ୮ ଦିନରେ ସରକାରୀ ବାସଭବନ ଛାଡିବେ କେଜରିୱାଲ

ନୂଆଦିଲ୍ଲୀ: ଇସ୍ତଫା ଗ୍ରହଣ ହେବାର ଆଠ ଦିନ ପରେ କେଜରିୱାଲ ତାଙ୍କ ସରକାରୀ ବାସଭବନ ଛାଡିବେ। ମଙ୍ଗଳବାର ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନାଙ୍କ ନିକଟରେ ଇସ୍ତଫା ପତ୍ର ଦାଖଲ
Read More...